Posted inଫୁରସତ

କହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବର

ବଡ଼ୋଦରା,୭।୩: ଇଛାଶକ୍ତି ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଗୁଜରାଟ ବଡ଼ୋଦରାରେ ବାସ କରୁଥିବା ଦ୍ୱାଦଶ ଶ୍ରେଣୀ ଛାତ୍ର ଶିବମ୍‌ ସୋଲାଙ୍କି। ୧୩ ବର୍ଷ ହୋଇଥିବା ସମୟରେ ଏକ ଦୁର୍ଘଟଣାରେ ତାଙ୍କର ଡାହାଣ ହାତ କଟିଯାଇଥିଲା। ଶିବମ୍‌ଙ୍କ ମାତା ତାଙ୍କୁ କହୁଣୀରେ ଲେଖିବାକୁ ପରାମର୍ଶ ଦେଇଥିଲେ। ଏହାପରେ ବାପା ଶିବମଙ୍କୁ କିପରି କହୁଣୀରେ ଲେଖାଯିବା ତାହା ଶିଖାଇଥିଲେ। ଏନେଇ ସ୍କୁଲ ପକ୍ଷରୁ ମଧ୍ୟ ଶିବମ୍‌ଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯାଇଥିଲା। ଶିବମ୍‌ ଏବେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଇଛନ୍ତି। ଏହା ପୂର୍ବରୁ ସେ କହୁଣୀରେ ଲେଖି ୧୦ମ ଶ୍ରେଣୀ ପରୀକ୍ଷା ଦେଇ ୮୧ ପ୍ରତିଶତ ନମ୍ବର ରଖିଥିଲେ। ଏଥର ମଧ୍ୟ ପରୀକ୍ଷାରେ ଭଲ ହୋଇଥିବା ଶିବମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri