Posted inଜାତୀୟ

କାଉଡି ଯାତ୍ରାରେ ମାତାପିତାଙ୍କୁ ଭାର କରି ନେଲେ ୪ ଭାଇ

ଶାମଲି,୨୮।୭: ହରିୟାନା ପାନିପଥର ୪ ଭାଇ କାଉଡି ଯାତ୍ରାରେ ବାହାରିଥିବା ବେଳେ ସେମାନେ ତାଙ୍କ ମାତାପିତାଙ୍କୁ ଉତ୍ତରାଖଣ୍ଡର ହରିଦ୍ୱାରଠାରୁ ଭାରରେ ବୋହି ରବିବାର ଶାମଲିରେ ପହଞ୍ଚିଛନ୍ତି। ବାଉଁଶ ଭାରରେ ଦୁଇପଟେ ଟୋକେଇରେ ରଖି ସେମାନେ ମାତା ପିତାଙ୍କୁ ଶିବଙ୍କ ଦର୍ଶନ କରାଇବାକୁ ନେଇ ଆସିଛନ୍ତି। ତେବେ ଗତବର୍ଷ ଏହିକାମ ଦୁଇଭାଇ କରିଥିବା ବେଳେ ଚଳିତ ବର୍ଷ ଚାରି ଭାଇ ମିଶି ମାତାପିତାଙ୍କୁ ଭାରରେ ବୋହି ଆଣିଥିବା କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଶଓ୍ବାନଙ୍କ ନୀତୀଶ ପ୍ରେମ

ପାଟନା,୧୬।୯: କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଏକ ବଡ ବୟାନ ଦେଇଛନ୍ତି। ପାଶଓ୍ବାନ କହିଛନ୍ତି...

ଝାଡ଼ଖଣ୍ଡରେ ଭୂକମ୍ପ ଝଟ୍‌କା

ରାଞ୍ଚି,୨୧।୮: ଝାଡ଼ଖଣ୍ଡର ସାହିବଗଞ୍ଜ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ଭୂକମ୍ପ ଅନୁଭୂତ...

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। ଟ୍ୟୁମର ଚିକିତ୍ସା ସାରି ଭାରତ ଫେରିଥିବା ଇରଫାନ ିଜ ଆଗାମୀ...

ଅଯୋଧ୍ୟା ଶୁଣାଣିର ସିଧାପ୍ରସାରଣ ନେଇ ପିଟିଶନ: ନିଷ୍ପତ୍ତି ନେବେ ସିଜେଆଇଙ୍କ ଖଣ୍ଡପୀଠ

ନୂଆଦିଲ୍ଲୀ,୭ା୯,(ପି.ଟି./ଆଇଏଏନ୍‌ଏସ୍‌): ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ୍‌ ବିବାଦ ମାମଲା ଦୈନନ୍ଦିନ ଶୁଣାଣିର ସିଧାପ୍ରସାରଣ ଓ ରେକର୍ଡିଂ ହେବ କି ନାହିଁ ତାହା ଭାରତର ପ୍ରଧାନ ବିଚାରପତି...

ଆଖି ବୁଜିଲେ ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର...

ନିର୍ବାଚନ ଫଳାଫଳ ଘୋଷଣା ପରେ ରୋଷେଇ ଘରେ ମହଙ୍ଗା ମାଡ଼: ବଢ଼ିଲା ଅଣ-ସବସିଡ୍‌ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ରୋଷେଇ ଘରେ ମହଙ୍ଗାମାଡ଼ ହୋଇଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର କିଛି ଘଣ୍ଟା ମଧ୍ୟରେ ଅଣ-ସବସିଡ୍‌ ସିଲଣ୍ଡର ଦାମରେ...

ରାସ୍ତାରେ ପଡିଲା ବିଡା ବିଡା ଟଙ୍କା, ଗୋଟାଇବାକୁ ଲୋକଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା

କୋଲକାତା,୨୧।୧୧: ବିରାଟ ଅଟ୍ଟାଳିକା ଉପରୁ ବିଡା ବିଡା ଟଙ୍କା ପଡୁଛି। ରାସ୍ତାରେ ଟଙ୍କା ଗୋଟାଇବାକୁ ଲୋକଙ୍କ ମଧ୍ୟରେ ଏକପ୍ରକାର ପ୍ରତିଦ୍ୱନ୍ଦିତା ଚାଲିଛି। ଏଭଳି ଏକ ନିଆରା...

ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଲେ ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୧୮।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୋମବାର ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେଇଛନ୍ତି। ରାଜ୍ୟ ବିଧାନସଭାର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଏକ ଉତ୍ସବରେ...

Advertisement
Archives

Model This Week