କାକଟପୁରରେ ବିଜେଡି ଆଗୁଆ

କାକଟପୁର, ୨୩।୫(ଡି.ଏନ୍‌.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣ ଦାସ ୪୯୬୮ ଏବଂ ଭାଜପା ପ୍ରାର୍ଥୀ ରବି ମଲ୍ଲିକ ୪୩୯୮ଭୋଟ ପାଇ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri