କାକଟପୁର ମଙ୍ଗଳା ମନ୍ଦିର ମୁଖଶାଳାରେ ଫାଟ

କାକଟପୁର,୨୪ା୨(ଡି.ଏନ.ଏ): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳା ମନ୍ଦିର ମୁଖଶାଳାର ଦକ୍ଷିଣ ଦ୍ୱାର ଉପରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛ। ଏହା ଆଗକୁ ଯେଭଳି ବଡ଼ ଫାଟ ନ ହେବ ଏବଂ ଏହାର ରକ୍ଷଣାବେକ୍ଷଣା ଖୁବଶୀଘ୍ର ସରକାର ଦୃଷ୍ଟି ଦିଅନ୍ତୁ ବୋଲି ଅସ୍ତରଙ୍ଗର ସାମାଜିକ କର୍ମୀ ଅମିୟ ରଞ୍ଜନ ବାରିକ ଟୁଇଟ ଯୋଗେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ଏହାସହ ପର୍ଯ୍ୟଟନ ବିଭାଗ, ପୁରୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆଗକୁ ମା’ଙ୍କ ଚୈତ୍ର ମଙ୍ଗଳବାର ପାଞ୍ଚ ପାଳି ଯାତ୍ରା ଅଛି। ଏବେଠାରୁ ଏହି ଫାଟ ସମ୍ପର୍କରେ ଦୃଷ୍ଟି ନ ଦେଲେ ଆଗକୁ କ’ଣ ଅଘଟନ ଘଟିବ କହିହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri