କାଜାଖସ୍ତାନରେ ନୂଆ ନେତାଙ୍କୁ ବିରୋଧ: ୫୦୦ ଗିରଫ

ଅଲମାଟି,୧୦ା୬(ଏଏଫ୍‌ପି): କାଜାଖସ୍ତାନ ରାଷ୍ଟ୍ରପତି ନୁର୍‌ସୁଲତାନ୍‌ ନଜାର୍ବାୟେବ୍‌ଙ୍କ ୩୦ ବର୍ଷ ଶାସନର ଅନ୍ତ ଘଟିବା ପରେ ଦେଶବାସୀ କାସିମ୍‌ ଜୋମ୍‌ରାଟ-ଟୋକାୟଭ୍‌ଙ୍କୁ ନୂଆ ନେତା ଭାବେ ନିର୍ବାଚିତ କରିଥିବାବେଳେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରବିବାର ଅନୁଷ୍ଠିତ ନିର୍ବାଚନ ମୁକ୍ତ ଓ ଅବାଧ ନୁହେଁ ବୋଲି ଦେଶର ବିଭିନ୍ନ ସ୍ଥାନରେ ବିରୋଧୀମାନେ ସରକାର ଏବଂ ପୋଲିସ ବିପକ୍ଷରେ ସ୍ଲୋଗାନ ଦେବାସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଜଧାନୀ ନୁର୍‌-ସୁଲତାନ ଓ ଅଲମାଟି ସହରରେ ରବିବାର ୫୦୦ ବିକ୍ଷୋଭକାରୀଙ୍କୁ ଗିରଫ କରାଯାଇଛି। ପ୍ରକାଶ ଯେ, ୭୮ ବର୍ଷୀୟ ନୁର୍‌ସୁଲତାନ୍‌ ୧୯୯୦ ଏପ୍ରିଲ ୨୪ରୁ ୨୦୧୯ ମାର୍ଚ୍ଚ ୧୯ ପର୍ଯ୍ୟନ୍ତ ଦେଶର ରାଷ୍ଟ୍ରପତି ଥିଲେ। ସେ ଇସ୍ତଫା ଦେବା ପରେ ତାଙ୍କ ଘନିଷ୍ଠ ସହଯୋଗୀ କାସିମ୍‌(୬୬)ଙ୍କୁ ଉତ୍ତରାଧିକାରୀ ଭାବେ ବାଛିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବଢ଼ିବ ଗ୍ରୀଷ୍ମପ୍ରବାହ

ଓ୍ବାଶିଂଟନ୍‌,୮।୧୨: ଗତ ୧୦ ବର୍ଷ ଧରି ଭାରତରେ ଗ୍ରୀଷ୍ମପ୍ରବାହ କ୍ରମାଗତ ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ବର୍ଦ୍ଧିତ ତାପମାତ୍ରା ଯୋଗୁ ପ୍ରତିବର୍ଷ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ...

ଚାଇନାକୁ ଅର୍ଥ, ଅସ୍ତ୍ର ମାଗିଛି ରୁଷିଆ

ମସ୍କୋ,୧୫ା୩: ୟୁକ୍ରେନ୍‌ ବିରୋଧରେ ଲଢ଼େଇ ପାଇଁ ରୁଷିଆ ଚାଇନାକୁ ସେନା ଓ ଆର୍ଥିକ ସହାୟତା ମାଗିଥିବା ଆମେରିକା ଅଭିଯୋଗ ଆଣିଛି। ସୋମବାର ରୋମରେ ଆମେରିକା ଓ...

ସାଂସଦଙ୍କ ଦାବି, ପ୍ରତିବର୍ଷ ୭୦ ହଜାର ଆମେରିକୀୟଙ୍କୁ ହତ୍ୟା କରୁଛି ଚାଇନା

ୱାଶିଂଟନ,୧୨ ।୩: ଆମେରିକା ସାଂସଦ ମାଇକ ଗାଲାଗହେର ଦାବି କରିଛନ୍ତି ଯେ ପ୍ରତିବର୍ଷ ଚାଇନା ୭୦,୦୦୦ ଆମେରିକୀୟଙ୍କୁ ହତ୍ୟା କରୁଛି । ତିବ୍ୱତ ଉପରେ ଚାଇନାର...

ସମୁଦ୍ରରେ ପହଁରି ପହଁରି ମାଲେସିଆରୁ ମକ୍କାରେ ପହଞ୍ଚିବା ପାଇଁ ଚାହୁଁଥିଲେ ଯୁବକ, ପରେ ଯାହା ଘଟିଲା ଜାଣିଲେ…

ମାଲେସିଆର ଜଣେ ଯୁବକ ଧର୍ମସ୍ଥଳ ମକ୍କାରେ ପହଞ୍ଚତ୍ବା ପାଇଁ ଯାହା କରିଛନ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଯୁବକ ଜଣକ ମାଲେସିଆରୁ ପ୍ରାୟ ୭୦୦୦ କିଲୋମିଟର...

ମିଳିଲା ମଙ୍ଗଳ ମାଟି ଉପଯୋଗୀ ଉଦ୍ଭିଦ

ନୂଆଦିଲ୍ଲୀ, ୨୫ା୮: ମଙ୍ଗଳରେ ମନୁଷ୍ୟ ରହିପାରିବା ଭଳି ପରିବେଶ ସୃଷ୍ଟି ନିମନ୍ତେ ଗବେଷଣାରତ ବୈଜ୍ଞାନିକମାନେ ନୂଆ ନୂଆ ତଥ୍ୟ ଆବିଷ୍କାର କରୁଛନ୍ତି। ପୃଥିବୀର ନିକଟତମ ଗ୍ରହ...

ଭୟ ନାହିଁ,ଏପ୍ରିଲ୍‌ ୨୯ରେ ପୃଥିବୀକୁ ଦେବନି ଧକ୍କା ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨ : ୨୦୭୯ରେ ସୃଷ୍ଟି ହୋଇପାରେ ସଙ୍କଟ !

ଓ୍ବାଶିଂଟନ,୨୧।୩: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ, କ୍ୱିଭ-ମସ୍କୋ ମଧ୍ୟରେ ଶୀଘ୍ର ତୃତୀୟ ବୈଠକ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ବିବାଦ ବେଳକୁ ବେଳ ତୀବ୍ର ରୂପ ନେବାରେ ଲାଗିଛି । ରୁଷିଆର ଆକ୍ରମଣ ଫଳରେ ଶୁକ୍ରବାର ସକାଳେ ୟୁକ୍ରେନରେ ଥିବା ୟୁରୋପର...

ଗାଜାରେ ଥମୁନି ସଂଘର୍ଷ

ଜେରୁଜେଲମ୍‌/ଗାଜା ସିଟି,୧୯ା୫: ବିବାଦୀୟ କ୍ଷେତ୍ର ଜେରୁଜେଲମ୍‌କୁ ନେଇ ଗତ ସପ୍ତାହରେ ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଆରମ୍ଭ ହୋଇଥିବା ରକ୍ତାକ୍ତ ସଂଘର୍ଷ ଥମିବାର ନାଁ ନେଉନାହିଁ।...

Advertisement
Archives

Model This Week