କାଜାଖସ୍ତାନରେ ବିମାନ ଦୁର୍ଘଟଣା: ୯ ମୃତ

ନୁର-ସୁଲତାନ, ୨୭।୧୨: କାଜାଖସ୍ତାନର ଅଲମାଟି ବିମାନବନ୍ଦର ନିକଟରେ ଏକ ବିମାନ ଦୁର୍ଘଟଣା ଘଟିଛି। ଫଳରେ ୯ ଯାତ୍ରୀଙ୍କ ମୃତ୍ୟୁ ହୋଇଛିି। ମୃତକଙ୍କ ମଧ୍ୟରେ ୬ ଜଣ ଶିଶୁ ଅଛନ୍ତି। ବିମାନଟି ଉଡାଣ ଭରୁଥିବାବେଳେ ଏକ ଦୁଇ ମହଲା କୋଠାରେ ବାଜି ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ଯାତ୍ରୀବାହୀ ବିମାନରେ ୧୦୦ ଜଣ ଯାତ୍ରୀ ଥିଲେ। ସୂଚନାଯୋଗ୍ୟ, ଶୁକ୍ରବାର ସକାଳ ୭.୨୨ ସମୟରେ ଅଲମାଟି ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡାଣ ଆରମ୍ଭ କରିବା ସମୟରେ କୋଠା ଉପରେ ମାଡ ହୋଇଥିଲା। ବିମାନରେ ୫ ଜଣ କ୍ରୁ’ ମେମ୍ବରଙ୍କ ସହ ୯୫ ଜଣ ଯାତ୍ରୀ ଥିଲେ। ଆହତଙ୍କ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷରେ ବିବାହ ଅନିବାର୍ଯ୍ୟ, ନ ହେଲେ ଦେବାକୁ ପଡ଼ିବ ଜରିମାନା: ସରକାରଙ୍କ ପକ୍ଷରୁ ପ୍ରସ୍ତାବ…

କରାଚି,୨୭।୫: ଦେଶରେ ବୃଦ୍ଧି ପାଉଥିବା ବଳାତ୍କାର ଘଟଣାକୁ ଦୃଷ୍ଟିରେ ରଖି ପାକିସ୍ତାନ ସରକାର ନୂଆ ଆଇନ ପ୍ରଣୟନ କରିବାକୁ ଯାଉଛନ୍ତି। ଏଣିକି ୧୮ ବର୍ଷରେ ବିବାହ...

ନିର୍ଦ୍ଦୋଷ ଥାଇ ୨୩ ବର୍ଷ ଜେଲ୍‌ରେ ରହିଲେ ଏହି ବ୍ୟକ୍ତି, ଏବେ ସରକାର ଗଣିବେ…

ଓ୍ବାଶିଂଟନ,୪।୩: ଆମେରିକାର ଜଣେ ବ୍ୟକ୍ତି ନିର୍ଦ୍ଦୋଷ ହୋଇ ବି ୨୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ରେ ସଜା କାଟିଲେ। ଏବେ ତାଙ୍କୁ ନ୍ୟାୟ ମିଳିଛି। କୋର୍ଟଙ୍କ କହିବା...

ନ୍ୟୁଜିଲାଣ୍ଡ କରୋନା ମୁକ୍ତ: ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓ୍ବିଲିଂଟନ,୮।୬: ପୃଥିବୀରେ କରୋନା ସଂକ୍ରମଣ ଜାରି ରହିଥିବାବେଳେ ନ୍ୟୁଜିଲାଣ୍ଡ ଏବେ କରୋନା ମୁକ୍ତ ହୋଇଛି। ଗତ ୧୭ ଦିନ ଧରି ଦେଶରେ କୌଣସି ନୂଆ ସଂକ୍ରମିତଙ୍କୁ...

ଫ୍ରାଙ୍କ୍‌-ଓ୍ବାଲ୍‌ଟର ହେଲେ ପୁଣି ଜର୍ମାନୀର ରାଷ୍ଟ୍ରପତି

ବର୍ଲିନ,୧୪।୨: ଜର୍ମାନୀ ରାଷ୍ଟ୍ରପତି ଫ୍ରାଙ୍କ୍‌-ଓ୍ବାଲ୍‌ଟର ଟେଇନମେଇର ରାଷ୍ଟ୍ରପତି ଭାବେ ୫ ବର୍ଷ ପାଇଁ ପୁନଃ ନିର୍ବାଚିତ ହୋଇଛନ୍ତି। ସ୍ବତନ୍ତ୍ର ସଂସଦୀୟ ସଭାରେ ତାଙ୍କୁ ନିର୍ବାଚନ କରାଯାଇଛି।...

ମାସ୍କ ନ ପିନ୍ଧିଲେ ମିଳିବନି ସରକାରୀ ସୁବିଧା ସୁଯୋଗ

ଢାକା, ୨୬।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ବାଂଲାଦେଶ ସରକାର ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଣିକି ମାସ୍କ ପିନ୍ଧି ନ ଥିବା ଲୋକଙ୍କୁ...

ଭାଲୁ ପ୍ରେମରେ ‘ଭେରା’

ମସ୍କୋ: ମଣିଷ-ପ୍ରାଣୀ ମଧ୍ୟରେ ସମ୍ପର୍କ କାହିଁ କେଉଁ କାଳରୁ ରହିଆସିଛି। ହେଲେ ଯେବେ ଜଙ୍ଗଲୀ ଜନ୍ତୁ କଥା ଉଠେ, ତେବେ ଜଣେ ତା’ ସହ ଭାବ...

‘ଅନ୍ୟ ସହ ନିଜକୁ ତୁଳନା ନ କରି ଆତ୍ମବିଶ୍ୱାସ ବୃଦ୍ଧି କରିବା ଉଚିତ’ ଉତ୍ତର ଦେଲେ ହରନାଜ୍‌…

ଇଲାଟ୍‌, ୧୩।୧୨: ଲାରା ଦତ୍ତା ମିସ୍‌ ୟୁନିଭର୍ସ ଭାବରେ ବିଜୟୀ ହେବାର ୨୧ବର୍ଷ ପରେ ପୁଣି ଥରେ ଭାରତ ପାଇଁ ଗର୍ବର ଏକ ମୁହୂର୍ତ୍ତ ଆସିଛି।...

ଭାରତରେ ବଢୁଛି ଆର୍ଥିକ ଅସମାନତା

ଡାଭୋସ୍‌,୧୭ା୧: ଭାରତୀୟ ଅର୍ଥନୀତି ଦ୍ରୁତ ଅଭିବୃଦ୍ଧି ଦିଗରେ ଅଗ୍ରସର ହେଉଛି ବୋଲି କେନ୍ଦ୍ର ସରକାର ଦାବି କରୁଥିବାବେଳେ ଦେଶରେ ଆର୍ଥିକ ଅସମାନତା ଅତ୍ୟଧିକ ବୃଦ୍ଧି ପାଇଛି।...

Advertisement
Archives

Model This Week