କାଜୁ ତୋଳିବାକୁ ଆସି ଯୁବକଙ୍କ ଜୀବନ ଗଲା

ପାଟଣା,୨୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସିଲିପଦା ଗ୍ରାମର ଅଭିମନ୍ୟୁ ପାତ୍ର ନାମକ ଜଣେ ବ୍ୟକ୍ତି ଗାଁରେ ଥିବା ନିଜ କାଜୁ ପଡିଆକୁ ଗୁରୁବାର କାଜୁ ତୋଳିବାକୁ ଯାଇ ଅସୁସ୍ଥ ହୋଇପଡିଥିଲେ। ପରିବାର ଲୋକେ ତାଙ୍କୁ ଉଦୟପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ

ତିହିଡି,୧୯।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ...

ମତଦାନ ବିଳମ୍ବିତ, ରାତି ପର୍ଯ୍ୟନ୍ତ ବୁଥ୍‌ରେ ଭୋଟର

ଭଦ୍ରକ ଅଫିସ,୩୦ା୪- ଭଦ୍ରକ ଜିଲାରେ ସୋମବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇଥିଲା।  ବିଭିନ୍ନ...

ଅସୁରକ୍ଷିତ ପ୍ରାଣୀ ଚିକିତ୍ସାଳୟ

ଖଇରା, ୨୬।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ସରିବାର ପାଖାପାଖି ସାଢେ ୩ବର୍ଷ ବିତିଗଲାଣି। ନୂଆ କାନ୍ଥରେ...

ଆମ୍ବୁଲାନ୍ସ ଆସିଲାନି: ବିଡିଓଙ୍କ ସରକାରୀ ଗାଡିରେ ଡାକ୍ତରଖାନା ଗଲେ ମହିଳା

ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଅଧୀନ ସରଶଂଖ ଗ୍ରାମରେ ଥିବା ସଂଗରୋଧ କେନ୍ଦ୍ରରେ ଶନିବାର ମଧ୍ୟରାତ୍ରିରେ ଜଣେ ମହିଳା ଅନ୍ତେବାସିନୀଙ୍କ ପେଟରେ ଯନ୍ତ୍ରଣା ହେବାରୁ...

ବାକି ପଇସାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ବସ୍ତା, ୧୩।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ସାମାନ୍ୟ ବାକି ପଇସାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ...

ଦେଶୀ ମଦ ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ତତ୍ତ୍ୱାବଧାନରେ ଜିଲା ଭ୍ରାମ୍ୟମାଣ ଅବକାରୀ ଇନ୍ସପେକ୍ଟର ଉଦେଲାଲ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ...

୯୩ବର୍ଷରେ ଚଳଚଞ୍ଚଳ ମହେଶ୍ୱର

ସିମୁଳିଆ, ୨୬।୧(ଡି.ଏନ.ଏ.): ସମଗ୍ର ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ନାମ ନ ଥାଇ ମଧ୍ୟ ୯୩ବର୍ଷରେ ଚଳଚଞ୍ଚଳ...

Advertisement
Archives

Model This Week