ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ବିରଞ୍ଚତ୍ପୁର ଗ୍ରାମ ନିକଟ କାଜୁ ତୋଟାର ଏକ ଗଛରୁ ଜଣେ ଯୁବକଙ୍କୁ ଝୁଲନ୍ତା ମୃତଦେହ ବୁଗୁଡା ପୋଲିସ ଉଦ୍ଧାର କରିଛି। ସେ ହେଲେ ବିରଞ୍ଚତ୍ପୁର ଗ୍ରାମର ସଦାନନ୍ଦ ମହାରଣା (୨୬)। ବାପା ନାରାୟଣଙ୍କ ଅଭିଯୋଗକ୍ରମେ ବୁଗୁଡ଼ା ଥାନାରେ ନଂ.୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଏକ ତାରରେ ମୃତଦେହ ଝୁଲୁଥିଲା। ହତ୍ୟାର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଥିବା ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି। ଶୁକ୍ରବାର ସକାଳେ ସଦାନନ୍ଦ ସାଇକେଲ ନେଇ ତାଙ୍କ ତୋଟାକୁ କାଜୁ ତୋଳିବାକୁ ଯାଇ ଫେରି ନ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All

ପଥର ଭରସାରେ ୫ବର୍ଷ
ବଇଣ୍ଡା,୧୯ା୮(ଡି.ଏନ.ଏ.): ବର୍ଷା ହେଲେ ବ୍ରିଜ୍ ଉପରେ ପ୍ରବାହିତ ହେଉଛି ପାଣି। କ୍ଷତିଗ୍ରସ୍ତ ହେଉଛି ୨୭ ବର୍ଷର ପୁରୁଣା ପୋଲ। ବର୍ତ୍ତମାନ ସ୍ଥିତି ଏପରି ଯେ ଅତ୍ୟନ୍ତ...

୧୩ ଜିଲାବାସୀଙ୍କୁ ମାଲକାନଗିରି ମନା
କୋରୁକୋଣ୍ଡା, ୧୧।୭(ଡି.ଏନ୍.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏ ନେଇ ସବୁ ଜିଲାରେ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ...

ମୁଖ୍ୟମନ୍ତ୍ରୀ ଗ୍ରାମ ସଡ଼କ ନିମ୍ନମାନର ଅଭିଯୋଗ
ବିଞ୍ଝାରପୁର, ୩୦।୧ (ଡି.ଏନ.ଏ.):ବିଞ୍ଝାରପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ତାଉନ୍ତରାଠାରୁ ବଣିଆପାଳ ଭାୟା ଗୋବିନ୍ଦପୁର ପର୍ଯ୍ୟନ୍ତ ୬.୧୪୦କିମି ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ରାସ୍ତାଟି...

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍ଘାଟିତ
ଭଦ୍ରକ ଅଫିସ, ୧୯।୧୨- ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଭଦ୍ରକ ନେହେରୁ ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ...

୭୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚନ୍ଦନ କାଠ ଜବତ: ୩ ଗିରଫ
କଟକ ଅଫିସ,୪ା୧୨: କଟକ ଜିଲା ଟାଙ୍ଗୀ ପୋଲିସ ଷ୍ଟେଶନ ଅଧୀନ ଦଳଯୋଡି ଜଙ୍ଗଲରୁ ଶୁକ୍ରବାର ଲକ୍ଷାଧିକ ଟଙ୍କାର ଚୋରା ଚନ୍ଦନ କାଠ ଜବତ ହୋଇଥିବା ଜଣାପଡ଼ିଛି।...

ସାବିତ୍ରୀ ବ୍ରତରେ ଜୀବନ ହାରିଲେ ମହିଳା
ସଇଁନ୍ତଳା,୩୦।୫(ଡି.ଏନ୍.ଏ.): ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସୋମବାର ବିବାହିତା ମହିଳା ଧୁମଧାମରେ ସାବିତ୍ରୀ ବ୍ରତ ପାଳନ କରୁଛନ୍ତି l ଏନେଇ ଗାଁଠୁ ସହର ବେଶ୍ ଉତ୍ସବ ମୁଖର...

ଆରମ୍ଭ ହେଲା ରବିଧାନ ସଂଗ୍ରହ
ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି...

ହତ୍ୟା ଉଦ୍ୟମ ମାମଲା, ୨ ଅଭିଯୁକ୍ତ ଜେଲ ଗଲେ
ବ୍ରହ୍ମପୁର ଅଫିସ,୧୭ା୧୨: ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ବଡବଜାର ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ପ୍ରହଲ୍ଲାଦ ନଗର ୪ର୍ଥ...