ଭାପୁର,୨୬ା୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ସଦର ରେଞ୍ଜ ଅଧୀନ ଭାପୁର ଅଞ୍ଚଳର ଶୁଳିଆ ଜଙ୍ଗଲ ପାଦ ଦେଶ ୨୬ ଘରିଆ କାଜୁ ବଗିଚାରୁ ଗୁରୁବାର ବନବିଭାଗ ଏକ ବାର୍ହା ମୃତଦେହ ଉଦ୍ଧାର କରିଛି।
ସ୍ଥାନୀୟ ଲୋକେ ଛତୁ ଖୋଜିବାକୁ ଯାଉଥିବାବେଳେ ବାର୍ହା ମୃତଦେହ ଦେଖି ବନବିଭାଗକୁ ସୂଚନା ଦେଇଥିଲେ। ଖବରପାଇ ଭାପୁର ବନପାଳ ପ୍ରଭାକର ରଣା ବନ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଏହାପରେ ଭାପୁର ଭିଏସଏସ ପ୍ରଭାତ କୁମାର ଜେନାଙ୍କ ଦ୍ୱାରା ବାରହାଟିର ବ୍ୟବଚ୍ଛେଦ କରାଯାଇ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ବନପାଳ କହିଛନ୍ତି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ଚର୍ଚ୍ଚାରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ମୃତଦେହ ବ୍ୟବଚ୍ଛେଦ କଲେ ଆୟୁଷ ଡାକ୍ତର
ପରଜଙ୍ଗ, ୨୫।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ମୃତଦେହ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରିଛନ୍ତି। ଏମ୍ବିବିଏସ୍ ଡାକ୍ତର ହିଁ ଶବ ବ୍ୟବଚ୍ଛେଦ କରିପାରିବେ...

ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ
କଣ୍ଟାପଡା,୧୨ା୩(ଡି.ଏନ୍.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ...

ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି
ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ...

ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ
ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ...

ଆଜି ଦଳୀୟ ପାର୍ଥିନୀଙ୍କ ସହ ମିଶି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କ...

ପାଣି ପାଇଁ ରାସ୍ତାକୁ ଓହ୍ଲାଇଲେ ମହିଳା
କେନ୍ଦୁଝର,୧୫ା୧(ସ୍ବ.ପ୍ର.): ଦୀର୍ଘ ୧୫ ଦିନ ଧରି ପାଣି ସମସ୍ୟା ଦେଖାଦେଇଥିଲା ହେଁ ସମାଧାନ ନ ହେବାରୁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ନୁଦୁରପଡ଼ା-କାଳିଆ ହତା ରାସ୍ତାର...

ରାଜ୍ୟରେ ଖସିଛି, ଜାତୀୟସ୍ତରରେ ଉଠିଛି
ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ...

ଭତା, ଆବାସ ଯୋଜନାରୁ ବଁଚିତ୍ ବୁରୁଧ୍:ଭିଖ୍ ମାଗି ପେଟ୍ ପାଲୁଛନ୍ କିର୍ତ୍ତନ
ଲାଠୋର,୫।୬(ଡି.ଏନ.ଏ.): ସରକାର ଗରିବ ଦୁଖି, ଅସାହା ବୁଢ଼ାବୁଢ଼ି, ଭିନ୍ନକ୍ଷମ, ବିଧବାମାନକୁ ଚାଉଲ, ଭତା, ଆବାସ ଯୋଜନାରେ ଘର ଆଦି ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ...