କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ, ରାଜସ୍ବ ନିରୀକ୍ଷକ ବାବୁଲା ଦଳେଇ ପହଞ୍ଚତ୍ କ୍ଷୟକ୍ଷତି ଆକଳନ କରି ଫେରିଛନ୍ତି। ବିପନ୍ନମାନେ ହେଲେ ଚନ୍ଦ୍ରଶେଖର ପାତ୍ର, ସମୀର ପାତ୍ର, ହରିକୃଷ୍ଣ ପାତ୍ର, ଉପେନ୍ଦ୍ର ପାତ୍ର। ସେମାନଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ସାମାଜିକକର୍ମୀ ମନୁ ଅଧିକାରୀ ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଞ୍ଚକତା କରି ବ୍ୟାଙ୍କ ଜମା ଖାତାରୁ ଟଙ୍କା ଲୁଟ୍‌

ବାଲୁଗାଁ,୧୫।୧୦(ଡି.ଏନ.ଏ.)-ଏକ ଆନ୍ତଃରାଜ୍ୟ ବ୍ୟାଙ୍କ ଠକେଇ ଦଳ ଚଞ୍ଚକତା ପୂର୍ବକ ଫୋନ୍‌ କରି ଜଣେ ଜମାକାରୀଙ୍କଠାରୁ ସମସ୍ତ ତଥ୍ୟ ହାସଲ କରିବା ପରେ ତାଙ୍କ ବ୍ୟାଙ୍କ ଖାତାରୁ...

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ...

ସୁନା, ଟଙ୍କା ସହ ନେଇଗଲେ ୨ ବସ୍ତା ଚାଉଳ

କୋକସରା,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗ୍ରାମ ତିଳ ନାଏକଙ୍କ ଘରେ କଳାକନା ବୁଳାଇଛନ୍ତି ଦୁର୍ବୁତ୍ତ। ଘରେ ଥିବା ୨୦ ଭରି...

୩ରଥରେ ସଂଯୋଗ ହେଲା ତୃତୀୟ ଭୂଇଁ

ପୁରୀ ଅଫିସ, ୬ା୬: ଦାରୁୁଦେବତାଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ସ୍ନାନପୂର୍ଣ୍ଣିମା ତିଥିରେ ତିନିରଥରେ...

ଆଜି ନନ୍ଦ ଉତ୍ସବ

ପୁରୀ, ୭ା୯(ଅଜିତ ମହାନ୍ତି)ପବିତ୍ର ଜନ୍ମାଷ୍ଟମୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ଏଥିଲାଗି ବିଶେଷ ନୀତି ଅନୁଷ୍ଠିତ ହୋଇଥିଲା। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାଧୂପ ବେଶରେ...

ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ: ୯ ବଖରା ଜଳିଗଲା, ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ଜଳେଶ୍ୱର/ବାଲିଆପାଳ, ବସ୍ତା, ୯।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ୩ଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ମୋଟ ୯ ବଖରା ଜଳିଯିବା ସହ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।...

ଅଭିଯୁକ୍ତଙ୍କୁ ଧରିବାକୁ ଯାଇ ପୋଲିସ ନାକେଦମ୍‌ : ୫ ଘଣ୍ଟା କସରତ ପରେ ଧରାପଡିଲେ

ରେମୁଣା, ୧୪।୬(ଡି.ଏନ.ଏ.)-ଏକ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ରବିବାର ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଓ ରେମୁଣା ପୋଲିସକୁ ନାକେଦମ୍‌ ହେବାକୁ ପଡିଛି।...

ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଲା ପୋଖରୀ ଗାର୍ଡ ଓ୍ବାଲ୍‌

ହିଞ୍ଜିଳିକାଟୁ,୧୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁଟିଆପଦର ଗ୍ରାମରେ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ( ଏମ୍‌ଜିଏନ୍‌ଆର୍‌ଇଜିଏ)ରେ ପ୍ରାୟ ୧୦ ଲକ୍ଷ ଟଙ୍କା...

Advertisement
Archives

Model This Week