କାଠଗଡାରେ ୧୨ ବଖରା ପୋଡିଗଲା

ସୋରଡା,୪ା୧୦(ଡି.ଏନ୍‌.ଏ.)- ସୋରଡା ବ୍ଲକ ଅସୁରବନ୍ଧ ଗ୍ରାମ ପଞ୍ଚାୟତ କାଠଗଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ନିଅଁା ଲାଗି ୪ ପରିବାରର ୧୨ ବଖରା ପୋଡି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତହସିଲଦାର ଅମର କୁମାର ବସନ୍ତରାୟ, ରାଜସ୍ବ ନିରୀକ୍ଷକ ବାବୁଲା ଦଳେଇ ପହଞ୍ଚତ୍ କ୍ଷୟକ୍ଷତି ଆକଳନ କରି ଫେରିଛନ୍ତି। ବିପନ୍ନମାନେ ହେଲେ ଚନ୍ଦ୍ରଶେଖର ପାତ୍ର, ସମୀର ପାତ୍ର, ହରିକୃଷ୍ଣ ପାତ୍ର, ଉପେନ୍ଦ୍ର ପାତ୍ର। ସେମାନଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ସାମାଜିକକର୍ମୀ ମନୁ ଅଧିକାରୀ ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ନିଷ୍କାସନ ପାଇଁ ୫୦୦ରୁ ଅଧିକ ଗ୍ରାମବାସୀ ଏକଜୁଟ: ଟାୟାର ଜାଳି ରାସ୍ତାରୋକୋ

ଶେରଗଡ଼,୧୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ କଳିଙ୍ଗ ବୈଶ୍ୟ ଭବନ ସମ୍ମୁଖରେ ଥିବା ୫୦୦ ଏକର ଜମିରେ ଗତ ଦଶ ଦିନ ହେବ ୭ ଫୁଟର ପାଣି...

ଭୋଜି କରିବାକୁ ଯାଇ ନଦୀରେ ବୁଡ଼ିଗଲେ ଛାତ୍ର

ନିରାକାରପୁର,୨୮ା୧୦(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ଗାଁ ନିକଟରେ ଥିବା ମନ୍ଦାକିନୀ ନଦୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ବିଜ୍ଞାନ...

ରାସ୍ତା ମରାମତି କଲେ ଯୁବଗୋଷ୍ଠୀ

ଭଦ୍ରକ ଅଫିସ, ୧।୬- ସରକାର ଗମନାଗମନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। କିନ୍ତୁ ଦୀପ ତଳ ଅନ୍ଧାର ଭଳି ଭଦ୍ରକ ବ୍ଲକ ମୁଖ୍ୟାଳୟଠାରୁ ୫...

ଅମ୍ଫନ କ୍ଷତିପୂରଣ ଦାବି

ବିଞ୍ଝାରପୁର, ୨୮।୫ (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ ପ୍ରଭାବରେ ବିଞ୍ଝାରପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ଶହ ଶହ ପରିବାର ପ୍ରଭାବିତ ହୋଇଛନ୍ତି। ଅନେକଙ୍କର କଚ୍ଚା ଘର...

ବିଜେପୁର ଉପନିର୍ବାଚନ: ରୋଡ୍‌ ଶୋ’ରେ ବାହାରି ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୭ା୧୦- ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୪ଦିନ ବାକି। ଦୁଇ ଦିନ ପରେ ନିର୍ବାଚନୀ ପ୍ରଚାର ଅବଧି ସରିବ। ତେବେ...

ଭିତ୍ତିଭୂମି ନାହିଁ,ଚାଷ ଛାଡ଼ୁଛନ୍ତି ଚାଷୀ

କେନ୍ଦ୍ରାପଡ଼ା ଅଫିସ,୨୪।୧: କେନ୍ଦ୍ରାପଡ଼ା ଜିଲା ସର୍ଭେ ରିପୋର୍ଟ ଅନୁଯାୟୀ ମଧ୍ୟମ ଓ ବୃହତ୍‌ ଶିଳ୍ପ ସଂଖ୍ୟା ଶୂନ । ଜିଲାର ଅର୍ଥନୀତି ୭୯ ପ୍ରତିଶତ ଚାଷ...

ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ...

କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ

ଭୁବନ, ୧୬।୧୧(ଡି.ଏନ୍‌.ଏ.) – ଭୁବନ ଏନ୍‌ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର...

Advertisement
Archives

Model This Week