କାଠ ଚୋରିର ହେବ ତଦନ୍ତ

କଣିହଁ।,୨୧ା୪ (ଡି.ଏନ.ଏ.)

କଣିହଁ। ବନାଞ୍ଚଳ ହନୁମାନପୁର ସେକ୍ସନର ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି କାଠ ମାଫିଆମାନେ ଚୋରି କରିବାରେ ଲାଗିଛନ୍ତି। ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଇ କେବଳ ଜଙ୍ଗଲରୁ ନିଅଁା ଲିଭାଇବା ଓ ଗ୍ରାମାଞ୍ଚଳରେ ପଶିଥିବା ହାତୀ ଘଉଡ଼ାଇବା କାର୍ଯ୍ୟରେ ବ୍ୟସ୍ତ ରହୁଛି। ଫଳରେ ସୋମବାର ସାପକଟା ସଂରକ୍ଷିତ ଜଙ୍ଗଲରୁ ବହୁ ଶାଳ ଗଛ କଟାଯାଇଥିବା ଜଣାପଡ଼ିଛି। ଉକ୍ତ କାଠଗୁଡ଼ିକୁ ସାଇଜ୍‌ କରି ଜଙ୍ଗଲ ମଧ୍ୟରେ ଚାଲାଣ ପାଇଁ ରଖାଯାଇଛି। ତେବେ ସୁରକ୍ଷା ନିମନ୍ତେ ଏକ ବିଟ୍‌ ହାଉସ୍‌ ରହିଥିଲେ ମଧ୍ୟ କେମିତି ମାଫିଆମାନେ ନିୟମିତ ଏପରି କାଠ ଚୋରି କରୁଛନ୍ତି ସେ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରେଞ୍ଜର ନୀଳମଣି ଦେହୁରୀ କହିଛନ୍ତି, ଶାଳଗଛ କଟାଯାଇଥିବା ଖବର ମିଳିଛି। ତୁରନ୍ତ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ ବସରେ କ୍ୟୁଆର୍‌ କୋଡ୍‌ ସେବା ଆରମ୍ଭ

ଭୁବନେଶ୍ୱର, ୧୦ା୬ (ବ୍ୟୁରୋ)-କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ତରଫରୁ ମୋ’ ବସ୍‌ରେ କ୍ୟାସଲେସ୍‌ ଟିକେଟ୍‌ ସେବାର ଆରମ୍ଭ ହୋଇଛି। ଏହା କୋରୋନା ସମୟର ଏକ ମୁଖ୍ୟ...

ଓଡ଼ିଶା ଅଭିମୁଖେ ଜଗା-କାଳିଆ: ପହଞ୍ଚିବା ପରେ ଏସ୍‌ସିବି ଯିବେ

ଭୁବନେଶ୍ୱର, ୬।୯(ବ୍ୟୁରୋ): ଶୁକ୍ରବାର ଦିଲ୍ଲୀ ଏମ୍‌ସ ଛାଡ଼ିଛନ୍ତି ଜଗା -କାଳିଆ। ଡାକ୍ତରଙ୍କ ପ୍ରେସ୍‌ମିଟ୍‌ ପରେ ସେମାନେ ଏମ୍‌ସରୁ ବାହାରିଛନ୍ତି। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ସେମାନଙ୍କୁ ଏମ୍‌ସରୁ ରେଳ...

କରୋନା ଆକ୍ରାନ୍ତ ଶିଶୁଙ୍କୁ ଭଲ କରିବ ମା’ କ୍ଷୀର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ଆକ୍ରାନ୍ତ ଶିଶୁ ମା’ କ୍ଷୀର ଖାଇପାରିବେ। ମା’ କ୍ଷୀର ହିଁ ଶିଶୁଙ୍କୁ ଶୀଘ୍ର ଭଲ କରିଦେବ ବୋଲି ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା....

‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର...

ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍‌

କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ...

ଆସନ୍ତା ସପ୍ତାହରେ ବସିପାରେ କ୍ୟାବିନେଟ୍‌

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଆସନ୍ତା ସପ୍ତାହରେ ରାଜ୍ୟ କ୍ୟାବିନେଟ ବୈଠକ ବସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚଳିତ ୧୦ ତାରିଖରେ ଭିଡିଓ କନଫରେନ୍ସରେ କ୍ୟାବିନେଟ ବୈଠକ...

ଭାର୍ଗବୀ ଖୁରୁଖୁରୀ ସେତୁ ବିପଦପୂର୍ଣ୍ଣ

ପୁରୀ ଅଫିସ,୯।୭: ସତ୍ୟବାଦୀ ଏବଂ ପୁରୀ ସଦର ବ୍ଲକକୁ ଯୋଡ଼ୁଥିବା ଭାର୍ଗବୀ ଖୁରୁଖୁରୀ ସେତୁ ଏବେ ବିପଦପୂର୍ଣ୍ଣ। ଏହି ବିଜୁ ସେତୁର ଉଦ୍‌ଘାଟନକୁ ପ୍ରାୟ ଦେଢବର୍ଷ...

କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ...

Advertisement


Archives

Model This Week