ଭଦ୍ରକ ଅଫିସ, ୬।୧୨: ଭଦ୍ରକ ଜିଲା ବନବିଭାଗ ପକ୍ଷରୁ ଗୁରୁବାର ରାତିରେ ଭଦ୍ରକ ସହରର ଦୁଇଟି ସରକାରୀ କାଠ ଦୋକାନରେ ଚଢ଼ାଉ କରାଯାଇଛି। କ୍ଷମତାଠାରୁ ଅଧିକ ଓ ବେଆଇନ ଭାବେ ଗଛିତ ଥିବା ପ୍ରାୟ ଶହେ ସିଫ୍ଟ କାଠ ଜବତ କରିବା ସହ ଅନ୍ୟ ଏକ ଦୋକାନ ସିଲ୍ କରିଛି ଏହି ଟିମ। ଚଢ଼ାଉ ହେଇଥିବା ଦୁଇଟି ଦୋକାନ ହେଲା ଶଙ୍କର ଗୌରୀ କାଠ ଦୋକାନ ଓ ଅନ୍ୟ ଟି ଲକ୍ଷ୍ମୀ ନାରାୟଣ କାଠ ଡିପୋ। ଚଢ଼ାଉରେ ଡିଏଫଓ ପୂର୍ଣ୍ଣିମା ପାଣ୍ଡିଆନ,ଏସିଫ ବିରାଜ ମୋହନ ମହାନ୍ତି ସମେତ ଟାଉନ ପୋଲିସ ସାମିଲ ଥିଲେ।
Posted inଆମ ଜିଲା ଖବର, ଭଦ୍ରକ View All

ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
କେନ୍ଦ୍ରାପଡା ଅଫିସ,୨୯।୯: କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ହଜାରୀବଗିଚାର ଏକ ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ସକାଳେ ମୃତଦେହ ନାଳରେ...

ମରଣଯନ୍ତା ପାଲଟିଛି ଅସ୍ଥାୟୀ ରାସ୍ତା
ବଇଣ୍ଡା,୮ା୭(ଡି.ଏନ.ଏ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ନିର୍ମାଣ ପାଇଁ ହୋଇଥିବା ଅସ୍ଥାୟୀ ରାସ୍ତା ଗୁଡିକ ଏବେ ମରଣଯନ୍ତା ପାଲଟିଛି। ମରାମତି ହେଉ ନ ଥିବା...

ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ
ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଗଞ୍ଜାମ ସୀମାନ୍ତ ଚେକ୍ ପୋଷ୍ଟ, ଏନ୍ଏଚ୍ରୁ ଶ୍ରମିକଙ୍କୁ ନିଜ ଜିଲାକୁ ପଠାଉଛି ଜିଲା ପ୍ରଶାସନ-ପୋଲିସ
ଛତ୍ରପୁର, ୧୬।୫(ଡି.ଏନ୍.ଏ.)- ଚାଲି ଚାଲି ଅନ୍ୟ ରାଜ୍ୟକୁ ତଥା ନିଜ ଘରକୁ ଫେରୁଥିବା ଶ୍ରମିକଙ୍କୁ ଗଞ୍ଜାମ ଜ଼ିଲା ସୀମାନ୍ତ ଗିରିଶୋଳା ଚେକପୋଷ୍ଟ ଏବଂ ଜାତୀୟ ରାଜପଥରେ...

ବିରୋଧ ସତ୍ତ୍ୱେ ପଥର ଖଣି ନିଲାମ
ନୟାଗଡ଼ ଅଫିସ/ରଣପୁର,୧୨।୧୨ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ଝାରପଡ଼ା ଆରଆଇ ସର୍କଲର ଓସ୍ତପଡ଼ା ଅଞ୍ଚଳରେ ଲୋକଙ୍କ ବିରୋଧ ସତ୍ତ୍ୱେ ମାଙ୍କଡା ପଥର ଖଣିକୁ ନିଲାମ...

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର
ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ,...

‘ମୋମୋ’କରିଛି ସସ୍ମିତାଙ୍କୁ ସ୍ବାବଲମ୍ବୀ
ଘସିପୁରା, ୧୩।୧୨(ଡି.ଏନ.ଏ.)-‘ମୋମୋ’ ଏହି ସ୍ବାଦିଷ୍ଟ ଖାଦ୍ୟ ବ୍ୟଞ୍ଜନ ବିଷୟରେ ହୁଏତ ସଭିଏଁ ଜାଣିଥିବେ। ଆଉ ଏହାର ସ୍ବାଦ ମଧ୍ୟ ଚାଖିଥିବେ। ସାଧାରଣତଃ ବଡ଼ ସହାରଞ୍ଚଳରେ ମିଳୁଥିବା...

ଘରପଟ୍ଟା, ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦାବି: ପୌରସଂସ୍ଥା ଘେରିଲା ଭାଜପା
ଜୟପୁର,୧୨ା୬(ଡି.ଏନ୍.ଏ./ନି.ପ୍ର.): ଜୟପୁର ସହରର ବସ୍ତି ଅଞ୍ଚଳରେ ଘରପଟ୍ଟା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ଯୋଗାଣ ଦାବି ନେଇ ବୁଧବାର ପୌରସଂସ୍ଥା କାର୍ଯ୍ୟାଳୟ ଘେରିଛି...