Posted inଖେଳ

କାତାରରେ କ୍ଲବ ବିଶ୍ୱକପ୍

ପ୍ୟାରିସ, ୪୬(ଏଏଫ୍ପି)- ଫିଫା ବିଶ୍ୱକପ୍ର ପରବର୍ତ୍ତୀ ସଂସ୍କରଣ ୨୦୨୨ରେ କାତାରରେ ଅନୁଷ୍ଠିତ ହେବ ତେବେ ଏଥତ୍ପୂର୍ବରୁ ୨୦୧୯ ଓ ୨୦୨୦ କ୍ଲବ ବିଶ୍ୱକପ୍ କାତାରରେ ଅାୟୋଜିତ ହେବ ବୋଲି ଫୁଟ୍ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି ୨୦୨୨ ଫିଫା ବିଶ୍ୱକପ୍ ପୂର୍ବରୁ ଏହି ୨ଟି ଟୁର୍ନାମେଣ୍ଟ କାତାରର ଷ୍ଟାଡିୟମ ଓ ଇନ୍ଫ୍ରାଷ୍ଟ୍ରକଚର ପ୍ରସ୍ତୁତି ନେଇ ପରୀକ୍ଷା ସଦୃଶ ହେବ ପ୍ରତିବର୍ଷ ଅନୁଷ୍ଠିତ ହେଉଥତ୍ବା କ୍ଲବ ବିଶ୍ୱକପ୍ର ୨୦୨୦ ସଂସ୍କରଣରେ ଶେଷଥର ପାଇଁ ୭ ଦଳ ଅଂଶଗ୍ରହଣ କରିବେ ଏହାପରବର୍ତ୍ତୀ ସଂସ୍କରଣରୁ କ୍ଲବ ଟିମ୍ ସଂଖ୍ୟା ୨୪କୁ ବୃଦ୍ଧି କରାଯିବ ବୋଲି ନିଷ୍ପତ୍ତି ନିଅାଯାଇଛି ଉଲ୍ଲେଖଯୋଗ୍ୟ, ୨୦୧୦ରେ କାତାରକୁ ଫିଫା ବିଶ୍ୱକପ୍ ଅାୟୋଜନ ଅଧତ୍କାର ମିଳିଥତ୍ଲା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଲ୍‌ ରୁପାନ୍ତର ହାର ବୃଦ୍ଧିକୁ ମାରିଜନେଙ୍କ ଗୁରୁତ୍ୱ

ହୀରୋଶିମା (ଜାପାନ), ୧୭ା୬ (ପି.ଟି.)- ଭାରତୀୟ ମହିଳା ହକି ଦଳକୁ ଏହାର ଗୋଲ ରୁପାନ୍ତର ହାରରେ ବୃଦ୍ଧି ଆବଶ୍ୟକତା ରହିଛି ବୋଲି ଦଳର ମୁଖ୍ୟ କୋଚ୍‌...

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଟିମ୍‌ ଘୋଷଣା: ୨ ନୂଆ ମୁହଁଙ୍କୁ ସୁଯୋଗ, ଜାଡେଜା-ଶାମି ଗାଏବ

ନୂଆଦିଲ୍ଲୀ,୧୯।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଶୁକ୍ରବାର ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୨୩ରେ...

ପୁଲ୍‌ ‘ସି’ର ଭାଗ୍ୟ ନିର୍ଦ୍ଧାରଣ ଆଜି

ଭୁବନେଶ୍ୱର, ୧୯।୧ (କ୍ରୀଡ଼ା ପ୍ରତିନିଧି): ହକି ବିଶ୍ୱକପ ଗ୍ରୁପ୍‌ ମ୍ୟାଚ ଗୁଡ଼ିକର ଅନ୍ତିମ ପର୍ଯ୍ୟାୟ ଉପନୀତ ହୋଇଛି। ଗୁରୁବାର ପୁଲ୍‌ ସି’ ଓ ‘ଡି’ର ଭାଗ୍ୟ...

ପାକିସ୍ତାନରେ ଖେଳାଯିବ ଏସିଆ କପ୍‌

ଦୁବାଇ,୧୫।୧୦: ୨୦୨୩ରେ ହେବାକୁ ଥିବା ଏସିଆ କପ୍‌କୁ ପାକିସ୍ତାନ ଆୟୋଜନ କରିବ। ଏହି ଇଭେଣ୍ଟ ଦିନିକିଆ ଭିତ୍ତିରେ ଖେଳାଯିବ। ଏହାର ପରବର୍ତ୍ତୀ ବର୍ଷ ଶ୍ରୀଲଙ୍କା ଟି୨୦...

ଇଂଲଣ୍ଡ ପାଇଁ ନେଟ୍ସରେ ଅର୍ଜୁନଙ୍କ ବୋଲିଂ

ଲଣ୍ଡନ,୨୫।୬(ପି.ଟି.)- ଅଷ୍ଟ୍ରେଲିଆ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଇଂଲଣ୍ଡ ଖେଳାଳି ଜୋରଦାର ଅଭ୍ୟାସ କରିଛନ୍ତି। ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଅଭ୍ୟାସ ସେସନ ଅବସରରେ ନେଟ୍ସରେ...

ବିଶ୍ୱ ମହିଳା ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌: ଦ୍ୱିତୀୟ ସ୍ଥାନରେ ହମ୍ପି

ମସ୍କୋ,୩୦।୧୨(ପି.ଟି.): ଏଠାରେ ଚାଲିଥିବା ମହିଳା ବିଶ୍ୱ ରାପିଡ୍‌ ଓ ବ୍ଲିଜ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ଗ୍ରାଣ୍ଡ ମାଷ୍ଟର କୋନେରୁ ହମ୍ପି ଦ୍ୱିତୀୟ ଟାଇଟଲ ଦୌଡ଼ରେ ରହିଛନ୍ତି।...

ୟୁଏସ୍‌ ଓପନ: ସେମିରୁ ସୌରଭ ବାଦ୍‌

ଫୁଲର୍ଟନ(ଆମେରିକା),୧୪।୭(ପିଟି)- ଚଳିତ ୟୁଏସ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତର ଅଭିଯାନ ଶେଷ ହୋଇଛି। ଅନ୍ତିମ ଭାରତୀୟ ଖେଳାଳି ଭାବେ ସୌରଭ ବର୍ମା ପୁରୁଷ ସିଙ୍ଗଲ୍ସ ବର୍ଗର...

ଆସିଲା ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍‌ର କୋଭିଡ୍‌ ଟେଷ୍ଟ ରିପୋର୍ଟ

ନୂଆଦିଲ୍ଲୀ, ୩ା୬: ଭାରତ ଭ୍ରମଣରେ ଆସିଥିବା ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ସମସ୍ତ ସଦସ୍ୟଙ୍କ କୋଭିଡ୍‌ ଟେଷ୍ଟ ନେଗେଟିଭ୍‌ ଆସିଛି। ଏହାପରେ ଦଳ ଅଭ୍ୟାସ ଆରମ୍ଭ...

Advertisement
Archives

Model This Week