Posted inଫୁରସତ

କାନରୁ ବାହାରିଲା ଜୀବନ୍ତ ଝିଟିପିଟି

ସାଧାରଣତଃ ଗାଧୋଇବା ସମୟରେ କାନରେ ପାଣି ପଶି ଯନ୍ତ୍ରଣା ହୋଇଥାଏ। ଅନେକ ସମୟରେ ପିମ୍ପୁଡ଼ି କିମ୍ବା ଅନ୍ୟ କିଛି କାନରେ ପଶିଲେ କଷ୍ଟ ହୋଇଥାଏ। ମାତ୍ର ଥାଇଲାଣ୍ଡର ବ୍ୟାଙ୍କକ୍‌ ଠାରେ ଘଟିଥିବା ଏକ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏଠାକାର ଜଣେ ମହିଳାଙ୍କ କାନ ଦୁଇ ଦିନ ଧରି କୁଣ୍ଡେଇ ହେବା ସହ ଯନ୍ତ୍ରଣା ହେଉଥିଲା। ଏ ନେଇ ସେ ଡାକ୍ତରଖାନା ଯାଇଥିଲେ। ଡାକ୍ତର ପରୀକ୍ଷା କରିବା ପରେ ତାଙ୍କ କାନରେ ଛୋଟ କୀଟ ପଶିଥିବା ସନ୍ଦେହ କରି ଆଣ୍ଟିବାୟୋଟିକ ଡ୍ରପ ପକାଇଥିଲେ। ଏହା ପକାଇବା ପରେ କାନରୁ ପୋକ ବାହାରିଯିବ ବୋଲି ସେ ଭାବିଥିଲେ। ମାତ୍ର ସେପରି ହୋଇ ନ ଥିଲା।
ପରେ ସେ ଚିମୁଟାର ସାହାଯ୍ୟ ନେଇଥିଲେ। କିଛି ସମୟ ପରେ ଯାହା କାନରୁ ବାହାରିଲା ତାହା ମହିଳାଙ୍କ ସହ ଅନ୍ୟମାନେ ଦେଖି ତାଜୁବ ହୋଇଯାଇଥିଲେ। କାରଣ ତାଙ୍କ କାନରୁ ଏକ ଜୀବନ୍ତ ଝିଟିପିଟି ବାହାରିଥିଲା। ଏ ନେଇ ଡାକ୍ତର ଜଣକ ଫେସବୁକ ପୋଷ୍ଟ କରି ଜଣାଇଛନ୍ତି। ତେବେ ଚିକିତ୍ସା ପରେ ଏବେ ସମ୍ପୃକ୍ତା ମହିଳା ସୁସ୍ଥ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri