କାନରେ ପାଣି ପଶିଥିଲେ….

ଗାଧୋଇବା ସମୟରେ ହେଉ ଅବା ସୁଇମିଂ ସମୟରେ ବେଳେ ବେଳେ କାନରେ ପାଣି ପଶି ଯାଇଥାଏ। ଏହାକୁ ବାହାର କରିବାକୁ କେତେଜଣ ଅସ୍ତବ୍ୟସ୍ତ ହୋଇଯାଇ ବିଭିନ୍ନ ପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି। ଏପରିକି କେତେକେ କାନରୁ ପାଣି କାଢିବାକୁ କାନକୁ ବେଶୀ ସମୟ ଟାଣି ଧରି ଥାଆନ୍ତି ଅବା ମୁଣ୍ଡ ହଲାଇ ଥାଆନ୍ତି। ହେଲେ ଏମିତି କରିବା ଆଦୌ ଠିକ୍‌ ନୁହେଁ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏମିତି କଲେ ମସ୍ତିଷ୍କ ଉପରେ ଏହାର ଖରାପ ପ୍ରଭାବ ପଡିଥାଏ। ୨-୩ ଟୋପା ଅଲିଭ୍‌ ଅଏଲକୁ ସାମାନ୍ୟ ଉଷୁମ କରି ଏହାକୁ କାନରେ ପକାଇବା ସହ ଯେଉଁ କାନରେ ପାଣି ପଶିଥିବ ସେହିପଟ ମାଡି ୧୦ ମିନିଟ୍‌ ଶୋଇପଡିଲେ ଏହା ସହଜରେ ବାହାରି ଯାଇଥାଏ। ସେହିପରି ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ, ଆଲକୋହଲ ଓ ଭିନେଗାର ମିଶ୍ରଣ ତିଆରି କରି ଏହାକୁ କାନରେ ପକାଇଲେ କାନରେ ଥିବା ପାଣି ମଧ୍ୟ ବାହାରି ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ନେଇ ମୁହଁ ଖୋଲିଲେ ନବୀନ, କହିଲେ ଆହୁରି ଖେଳ ବାକି ଅଛି…

ନୂଆଦିଲ୍ଲୀ,୨୫।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ୱାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଛି। ଏହି ପ୍ରାରମ୍ଭିକ ପର୍ଯ୍ୟାୟରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି ଦେଖି ଭାଜପା ଖୁସି ଥିବା…

ମହିଳାଙ୍କ ଉପରେ ବୃଦ୍ଧି ପାଉଛି ଅତ୍ୟାଚାର, ସୁରକ୍ଷା ଦାବିରେ…

କୋରାପୁଟ,୨୫ା୪(ଅମିତାଭ ବେହେରା): ମହିଳାଙ୍କ ଉପରେ ବୃଦ୍ଧି ପାଉଥିବା ଅତ୍ୟାଚାର ଓ ଅସୁରକ୍ଷିତ ପ୍ରତିବାଦରେ କୋରାପୁଟ ସହରରେ ଏକ ବିଶାଳ ଜନ-ଆକ୍ରୋଶ ରାଲି ଆୟୋଜିତ ହୋଇଛି। କୋରାପୁଟସ୍ଥିତ ଟାଉନହଲଠାରୁ…

କାହିଁକି ଭାଜପା ହାତ ଧରିଲେ ସ୍ବାତୀ? କହିଲେ ଅସଲ କାରଣ, କେଜରିଓ୍ବାଲଙ୍କ ଉପରେ ଲଗାଇଲେ ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୨୫।୪: ଆମ ଆଦମୀ ପାର୍ଟି (AAP)ର ଜଣେ ବରିଷ୍ଠ ନେତ୍ରୀ ଏବଂ ରାଜ୍ୟ ସଭାର ଏମପି ସ୍ବାତୀ ମାଲିୱାଲ ୨୪ ଏପ୍ରିଲ ୨୦୨୬ରେ ଦଳରୁ ଇସ୍ତଫା ଦେଇ…

YourDesiCartକୁ କିଣିଲା Garudavega: ବିଦେଶରେ ରହୁଥିବା ଭାରତୀୟଙ୍କ ପାଇଁ ଆହୁରି ସହଜ ହେବ କିଣାବିକା

YourDesiCart ନାମକ ଏକ ଅନ୍‌ଲାଇନ ଶପିଙ୍ଗ ଏବଂ ପାର୍ସେଲ ସେବା ପ୍ଲାଟଫର୍ମକୁ କ୍ରୟ କରିଛି Garudavega (NexGen Logistics ର ଏକ ଅଂଶ)। ଏହା ଦ୍ୱାରା ଗରୁଡବେଗା…

୨୮ ଦିନିଆ ଶସ୍ତା ଗେମିଂ ପ୍ଲାନ ଲଞ୍ଚ କଲା Jio, ୬୧GB ଡାଟା ସହିତ ମାଗଣା OTT

ନୂଆଦିଲ୍ଲୀ,୨୫।୪: ଜିଓ ପୁଣି ଥରେ ଲକ୍ଷ ଲକ୍ଷ ଉପଭୋକ୍ତାଙ୍କ ପାଇଁ ଏକ ସୁଲଭ ଯୋଜନା ଲଞ୍ଚ କରିଛି । ଜିଓର ଏହି ପ୍ରିପେଡ୍ ରିଚାର୍ଜ ପ୍ଲାନ ସ୍ୱତନ୍ତ୍ର…

ଦେବଗଡ଼ରେ ବିକାଶମୂଳକ ଭିତ୍ତିଭୂମି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କଲେ ଧର୍ମେନ୍ଦ୍ର

ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଗସ୍ତରେ ଆସି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାରତ ସରକାର ତଥା ସମ୍ବଲପୁର ଲୋକ ସଭା ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ, ଗ୍ରାମ୍ୟଉନ୍ନୟନ, ପଞ୍ଚାୟତିରାଜ ମନ୍ତ୍ରୀ…

ସୁଭଦ୍ରା ଯୋଜନା, ଶିଶୁ ପୃଷ୍ଟିକର ଖାଦ୍ୟ: ଗୀତ ମାଧ୍ୟମରେ ଆଲୋକପାତ….

କେସିଙ୍ଗା, ୨୫।୪(ତୁମେଶ୍ୱର ସାହୁ: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ପିଏମ୍‌ଶ୍ରୀ ବିଦ୍ୟାପୀଠରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତରାଜ ଦିବସ ଶୁକ୍ରବାର ପାଳିତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଦାବି କଲେ ବିଜେଡି ପ୍ରତିନିଧି, ବଲାଙ୍ଗୀର ବିଧାୟକ…

ବଲାଙ୍ଗୀର,୨୫।୪( ସୁନିଲ କୁମାର ମହାନ୍ତି): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ଥାନୀୟ ସର୍କିଟ ହାଉସ ଠାରେ ଭେଟି ବିଜେଡି ପ୍ରତିନିଧି ଦଳ ବଲାଙ୍ଗୀରର ବିଭିନ୍ନ ନ୍ୟାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri