କାନାଡ଼ାରେ ଜଷ୍ଟିନ୍‌ ଟ୍ରୁଡୋଙ୍କ ସରକାର: କିଙ୍ଗ୍‌ମେକର ମୂଳ ଭାରତୀୟ ଜଗମିତ୍‌ ସିଂ

ଓଟାଓ୍ବା,୨୩।୧୦: କାନାଡ଼ାରେ ହୋଇଥିବା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋଙ୍କ ଲିବେରାଲ ପାର୍ଟି ଅଫ୍‌ କାନାଡ଼ା ଅଧିକ ସଂଖ୍ୟକ ଆସନରେ ସଫଳ ରହିଛି। ତାଙ୍କ ପାର୍ଟିକୁ ୧୫୭ ଆସନ ମିଳିଛି। ତେବେ ସେ ବହୁମତଠାରୁ ୧୩ଟି ଆସନ ପଛୁଆ ରହିଛନ୍ତି। ମୋଟ ୩୩୮ ଆସନରୁ ସରକାର ଗଠନ ପାଇଁ ୧୭୦ ଆସନ ଆବଶ୍ୟକ। ନିର୍ବାଚନରେ ମୂଳ ଭାରତୀୟ ଜଗମିତ୍‌ ସିଂଙ୍କ ନ୍ୟୁ ଡୋମୋକ୍ରାଟିକ୍‌ ପାର୍ଟିକୁ ୨୪ ଆସନ ମିଳିଛି। ଜଗମିତ୍‌ ଏବେ ସରକାର ଗଠନରେ କିଙ୍ଗ୍‌ମେକର୍‌ ସାଜିଛନ୍ତି। ତାଙ୍କ ସହଯୋଗରେ ଟ୍ରୁଡୋ ପୁଣିଥରେ ଶାସନ ଡୋର ଧରିବେ। ଅପରପକ୍ଷରେ କଞ୍ଜରବେଟିଭ୍‌ ପାର୍ଟି ୧୨୧ ଆସନରେ ବିଜୟ ଲାଭ କରିଛି। ସେହିପରି ବ୍ଳୋକ୍‌ କ୍ୟୁବେକୋଇସ୍‌ ପାର୍ଟିକୁ ୩୨ ଏବଂ ଗ୍ରୀନ୍‌ ପାର୍ଟିକୁ ୩ଟି ଆସନ ମିଳିଛି। ନିର୍ବାଚନରେ ୧୮ ଜଣ ପଞ୍ଜାବୀ ବିଜୟୀ ହୋଇଥିବାବେଳେ ଟ୍ରୁଡୋଙ୍କ ପାର୍ଟିର ୨୩ ଜଣ ପଞ୍ଜାବୀ ସଦସ୍ୟ ବିଜୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri