କାନାରା ବ୍ୟାଙ୍କ ପକ୍ଷରୁ ସହାୟତା

ଭୁବନେଶ୍ୱର,୩। ୫: କୋଭିଡ-୧୯କୁ ଧ୍ୟାନରେ ରଖି କାନାରା ବ୍ୟାଙ୍କ ପକ୍ଷରୁ ବିଭିନ୍ନ ସତର୍କତା ପଦକ୍ଷେପ ହାତକୁ ନିଆଯାଇଛି। ବ୍ୟାଙ୍କର ଗ୍ରାହକ ଏବଂ କର୍ମଚାରୀଙ୍କୁ ମାସ୍କ ପିନ୍ଧିବା, ହ୍ୟାଣ୍ଡ ସାନିଟାଇଜର ଏବଂ ହ୍ୟାଣ୍ଡ ଗ୍ଲୋଭସ ବ୍ୟବହାର କରିବାକୁ କୁହାଯାଇଛି। ବ୍ୟାଙ୍କର ଏଟିଏମ୍‌ଗୁଡିକୁ ବାରମ୍ବାର ବିଶୋଧନ କରାଯାଉଛି। ସାମାଜିକ ଦୂରତ୍ୱ ରକ୍ଷା କରିବା ଲାଗି ଲୋକଙ୍କୁ ସଚେତନ କରାଯାଉଛି। ଭୁବନେଶ୍ୱରରେ ମୋବାଇଲ ଏଟିଏମ୍‌ ବ୍ୟବସ୍ଥା କରାଯାଇଛି। ବ୍ୟାଙ୍କର ପ୍ରତ୍ୟେକ କର୍ମଚାରୀଙ୍କୁ ଗୋଟିଏ ଦିନର ବେତନ ପ୍ରାୟ ୧୫ କୋଟି ଟଙ୍କା ପିଏମ୍‌ କେୟାର୍ସ ପାଣ୍ଠିକୁ ପ୍ରଦାନ କରାଯାଇଛି। କରୋନା ଭୂତାଣୁ ବିରୋଧରେ ମିଳିତ ଭାବେ ଲଢିବା ଲାଗି ବ୍ୟାଙ୍କର ଜେନେରାଲ ମ୍ୟାନେଜର ଶ୍ରୀକାନ୍ତ ମହାପାତ୍ର ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହୋଇପାରେ ଆମେରିକା-ଚାଇନା ଟ୍ରେଡଓ୍ବାର 

ନୂଆଦିଲ୍ଳୀ,୨୨-୧୨: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଶୀଘ୍ର ଶେଷ ହୋଇପାରେ। ଟ୍ରେଡ୍‌ ଡିଲ୍‌କୁ ନେଇ ଚାଇନାର ରାଷ୍ଟ୍ରପତି ଜି.ଜିନପିଙ୍ଗଙ୍କ ସହ...

କ୍ଷତିଗ୍ରସ୍ତ ହେବେ ଜି-୨୦ ଦେଶ

କରୋନା ସଂକ୍ରମଣକୁ ରୋକିବା ଲାଗି ବିଭିନ୍ନ ଦେଶ ଏବେ କଟକଣା ଜାରି କରିଛନ୍ତି। ଏହା ଦ୍ୱାରା ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଏବେ କ୍ଷତିଗ୍ରସ୍ତ ହୋଇଛି।...

କମିଲା ୩୯ ଔଷଧ ଦର

ଭୁବନେଶ୍ୱର,୫।୯: ନ୍ୟାଶନାଲ ଲିଷ୍ଟ ଅଫ୍‌ ଏସେନସିଆଲ ମେଡିସିନ୍‌(ଏନ୍‌ଏଲ୍‌ଇଏମ୍‌) କୁ ସଂଶୋଧନକରି କେନ୍ଦ୍ର ସରକାର ୩୯ଟି ଗୁରୁତ୍ୱର ଔଷଧ ମୂଲ୍ୟ ହ୍ରାସ କରିଛନ୍ତି। ଏହି କ୍ରମରେ କର୍କଟ...

ଆର୍ଥିକ ସଂସ୍କାର ଲାଗି ସରକାର ପ୍ରତିଶ୍ରୁତିବଦ୍ଧ:ନୀତି ଆୟୋଗ

ନୂଆଦିଲ୍ଲୀ,୨-୬: ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ଘରୋଇ ପୁଞ୍ଜିନିବେଶ ବୃଦ୍ଧି ସହ କୃଷି କ୍ଷେତ୍ରକୁ ଆଧୁନିକୀକରଣ କରିବା ଭଳି ନୂଆ ସଂସ୍କାରମୂଳକ ପଦକ୍ଷେପ ନେବାକୁ...

ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗ ମହଙ୍ଗା ଭତ୍ତା ୨୫.୬୯%

ଭୁବନେଶ୍ୱର:  ଦେଶର ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଖାଉଟି ମୂଲ୍ୟସୂଚୀ ନିକଟରେ ପ୍ରକାଶ ପାଇଛି। ଉକ୍ତ ସୂଚୀ ଅନୁସାରେ ୨୦୨୧ ଫେବୃୟାରୀରେ ଏହା ୧୧୯ ପଏଣ୍ଟ ରହିଥିଲା;...

ଜାତୀୟ ହାର୍ଡଓ୍ବେର ହାକାଥନରେ ସି.ଭି. ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର, ୨୧-୭(ବ୍ୟୁରୋ): ଜାତୀୟ ହାର୍ଡଓ୍ବେର ହାକାଥନ-୨୦୧୯ରେ ସି.ଭି.ରମଣ କଲେଜର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରିଛନ୍ତି। କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ କଗ୍‌ନିଜାଣ୍ଟ କମ୍ପାନୀ ଦ୍ୱାରା...

ପର୍ଯ୍ୟାୟ ଭିତ୍ତିରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୧।୭: ଅନ୍‌ଲକ-୨ ଅବଧି ମଧ୍ୟରେ ଖୁବ୍‌ଶୀଘ୍ର ଦେଶରେ ପର୍ଯ୍ୟାୟକ୍ରମେ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ହେବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ଏ ସମ୍ପର୍କରେ ସୂଚନା...

ରାଜୀବ କୁମାର କେନ୍ଦ୍ର ଅର୍ଥ ସଚିବ

ନୂଆଦିଲ୍ଲୀ,୩୧-୭: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ଆର୍ଥିକ ସେବା ବିଭାଗ ସଚିବ ଭାବେ ଦାୟିତ୍ୱ ସମ୍ଭାଳୁଥିବା ରାଜୀବ କୁମାର ମନ୍ତ୍ରଣାଳୟର ଅର୍ଥ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି।...

Advertisement


Archives

Model This Week