କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ ମନ୍ତ୍ରୀ ତିହିଡି ତାଳପଦାସ୍ଥିତ କାନ୍ତକବିଙ୍କ ସ୍ମୃତି ପୀଠ ପହଞ୍ଚ ି ସ୍ଥିତି ଅନୁଧ୍ୟାନ କରିଥିଲେ। ସେଠାରେ ଆବଶ୍ୟକ ପାରିପାର୍ଶ୍ୱିକ ବିକାଶ, ଭଦ୍ରକ ବାଇପାସଠାରେ ପାର୍କ ସହ କାନ୍ତ କବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ। ଭଦ୍ରକ ବାଇପାସଠାରେ ଭଦ୍ରକ ବିଧାୟକ ସଞ୍ଜିବ କୁମାର ମଲିକ ମନ୍ତ୍ରୀଙ୍କ ସହ ଭେଟି ଆଲୋଚନା କରିଥିଲେ। କିଭଳି ବାଇପାସଠାରେ ଉକ୍ତ ପ୍ରତିମୂର୍ତ୍ତି ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ସେଥିପାଇଁ ଏକ ସ୍ଥପତି ସହ ଆଲୋଚନା କରିଥିଲେ। ଏହି ସମୟରେ ପୌରପାଳିକା, ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ସହୟତା କଲା ଆନନ୍ଦପୁର ପ୍ରଶାସନ

ଆନନ୍ଦପୁର,୨୯। ୩(ସ୍ବ.ପ୍ର.)- କରୋନା ପାଇଁ ସମଗ୍ର ଅଞ୍ଚଳ ଲକ୍‌ ଡାଉନ୍‌। ଏହା ଦ୍ୱାରା ଶ୍ରମିକମାନେ କାମଧନ୍ଦା ନ ପାଇ ନିରାଶ ହେଉଛନ୍ତି। ଭାଇରସ୍‌ର ଭୟାବହତାକୁ ଦୃଷ୍ଟିରେ...

କଟାଗଲା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

ବନ୍ତଳା, ୩୦।୧୨ (ଡି.ଏନ୍‌.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ବେଆଇନ ଭାବେ ଚାଲିଛି ଗଞ୍ଜେଇ ଚାଷ। କୌଣସି ସୂତ୍ରରୁ ଏସ୍‌ପି ଜଗମୋହନ ମୀନା...

ବନଜାତ ଦ୍ରବ୍ୟର ମୂଲ୍ୟ ବିଷୟରେ ଲୋକଙ୍କୁ ସଚେତନ କରିବା ଲାଗି ଗଡ଼ିଲା ରଥ

ରାୟଗଡ଼ା ଅଫିସ,୧୩ା୫: ସରକାରଙ୍କ ଦ୍ୱାରା ଜଙ୍ଗଲଜାତ ଦ୍ରବ୍ୟର ମୂଲ୍ୟ ଏବଂ ଜଙ୍ଗଲରୁ ଉପତ୍ାଦିତ ଦ୍ରବ୍ୟର ମୂଲ୍ୟ ନିର୍ଦ୍ଧାରଣର ସଚେତନତା କରିବା ପାଇଁ ଏକ ସଚେତନ ରଥ...

ନଳକୂପରୁ ବାହାରୁଛି ଲୌହ ଅଂଶ, ଚୁଆପାଣି ଭରସା

ମାଲକାନଗିରି, ୧୫।୫ (ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହାକୁମାରେ ଏବେ ମଧ୍ୟ ଲୋକେ ଚୁଆପାଣି ପିଉଥିବା ଦେଖିବାକୁ ମିଳିଛି। ତାରିଣୀ ମନ୍ଦିର ସାହିରେ ପାନୀୟ ଜଳ ପାଇଁ...

ଭଙ୍ଗା କୁଡ଼ିଆରେ ବିତୁଛି ଦିନ

ଖପ୍ରାଖୋଲ, ୧୩ା୭(ଡି.ଏନ.ଏ.)   ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଜଲିଆବାହାଲ ଗାଁର କୃଷ୍ଣ ଦାସ( ୭୫)। ଗାଁମୁଣ୍ଡରେ ଭଙ୍ଗା ଦଦରା ଘରେ ସ୍ତ୍ରୀ...

୫ ବର୍ଷ ହେଲା ପାଦରେ ପଡିଛି ବେଡି

ଆନନ୍ଦପୁର,୨୯। ୧୧(ସ୍ବ.ପ୍ର.)- ମାନସିକ ରୋଗରେ ଆକ୍ରାନ୍ତ ୨୫ ବର୍ଷର ଜଣେ ବିବାହିତ ଝିଅଙ୍କୁ ତାଙ୍କ ଗରିବ ବାପା ଉପଯୁକ୍ତ ଚିକିତ୍ସା କରାଇ ନ ପାରି ପ୍ରାୟ...

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଚନ୍ଦ୍ରକାର ସମାଜ ପକ୍ଷରୁ ଦେଢଲକ୍ଷ ଟଙ୍କା ଦାନ

ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର...

ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା ବାଟବଣା

ପୁରୀ ଅଫିସ, ୬।୩: ପୁରୀ ସ୍ବର୍ଗଦ୍ୱାରରେ ଅତି ଗରିବ ଶ୍ରେଣୀର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ଯୋଗାଇବାକୁ ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ ରହିଛି। ତେବେ ଏଠାରେ...

Advertisement
Archives

Model This Week