Posted inଜାତୀୟ

କାନ୍ଥରେ ଆତଙ୍କାବାଦୀଙ୍କ ଯୋଜନା ଦେଖି ଚିନ୍ତାରେ ପୋଲିସ

ମୁମ୍ବାଇ,୪।୬: ନଭି ମୁମ୍ବାଇ ଓରଣର ଏକ ବ୍ରିଜ୍‌ର କାନ୍ଥରୁ ଆତଙ୍କବାଦୀଙ୍କ ସହ ଜଡିତ ଥିବା ଏକ ବାର୍ତ୍ତା ପୋଲିସକୁ ମିଳିଛି। ଏହି ବାର୍ତ୍ତାରେ ଆତଙ୍କବାଦୀ ସଂଗଠନ ଆଇଏସ୍‌ ଓ ଅବୁ ବକର ଅଲ ବାଗଦାଦିଙ୍କ ନଁା ଲେଖା ହେବା ସହ ସହରର କିଛି ସ୍ଥାନର ସାଙ୍କେତିକ ଚିହ୍ନ ଓ ଲୋକଙ୍କ ନାମ ଦେବନାଗରୀ ଓ ଇଂରାଜୀ ଭାଷାରେ ଲେଖା ହୋଇଛି। ଏହି ବାର୍ତ୍ତା ସାମ୍‌ନାକୁ ଆସିବା ପରେ ପୋଲିସଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏହାକୁ କିଏ ଲେଖିଛି ଏବେ ବି ଅସ୍ପଷ୍ଟ ରହିଛି। ହେଲେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇବା ସହ ସହରର ଆଖପାଖ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ସୂଚନାଯୋଗ୍ୟ ନଭି ମୁମ୍ବାଇର ଉରଣରେ ଓଏନ୍‌ଜିସି, ନୌସେନାଙ୍କ ଅସ୍ତ୍ରାଗାର, ଜେଏନ୍‌ପିଟି ଆଜି ସମ୍ବେଦନଶୀଳ ସ୍ଥାନ ରହିଛି। ଏଥିପାଇଁ ପୋଲିସ ଏହି ମାମଲାକୁ ଗମ୍ଭୀରତାର ସହ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

ବିବାହର ପ୍ରତିଶ୍ରୁତି ଦେଇ ପ୍ରେମ ପ୍ରତାରଣା, ପ୍ରେମିକଙ୍କୁ କାବୁ କରି ଥାନାରେ ଜିମା ଦେଲେ ପ୍ରେମିକା

ତୁମୁଡିବନ୍ଧ,୧୫।୭(ଦୀପକ କୁମାର ପରାସେଠ): ପ୍ରେମର ମିଠା ପ୍ରତିଶ୍ରୁତି ଦେଇ ଶେଷରେ ଜୀବନ ସହ ଖେଳ। କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକରେ ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର…

୧୧୨୯ ହିତାଧିକାରୀଙ୍କୁ ୫୧.୩୬ କୋଟି ଟଙ୍କା ଋଣ ମଞ୍ଜୁର

କୋରାପୁଟ,୧୫ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ରଠାରେ ବୁଧବାର ଆୟୋଜିତ ମେଗା କ୍ରେଡିଟ୍‌ ଆଉଟ୍‌ରିଚ୍‌ କାର୍ଯ୍ୟକ୍ରମରେ ୧୧୨୯ ଜଣ ହିତାଧିକାରୀଙ୍କ ପାଇଁ ୫୧.୩୬ କୋଟି ଟଙ୍କାର…

ଆପଣଙ୍କ ଘରକୁ ଆସୁନି ତ ଅପମିଶ୍ରିତ କ୍ଷୀର? ଏହି ସହଜ ଘରୋଇ ଉପାୟରେ କରନ୍ତୁ ଯାଞ୍ଚ

କ୍ଷୀର ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ବିଶେଷ କରି ପିଲାମାନଙ୍କର ଉତ୍ତମ ସ୍ୱାସ୍ଥ୍ୟ, ହାଡ଼ର ମଜଭୁତ ଏବଂ ଶାରୀରିକ ବିକାଶ ପାଇଁ କ୍ଷୀରକୁ ଅତ୍ୟନ୍ତ…

ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!

ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri