କାନ୍ଥ ତାଡ଼ି ୧୫ ମୋବାଇଲ, କମ୍ପ୍ୟୁଟର ଚୋରି

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ଛକ କନକ ଦୁର୍ଗା ବଜାରରେ ରବିବାର ରାତିରେ ଖାଲଙ୍ଗା ଗ୍ରାମର ପ୍ରଦୀପ ପ୍ରଧାନ (୩୩) ଙ୍କ ମୋବାଇଲ ଦୋକାନରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ କାନ୍ଥ ତାଡ଼ି ୧୫ଟି ମୋବାଇଲ, ହାର୍ଡ ଡିସ୍କ, କମ୍ପ୍ୟୁଟର ଚୋରି କରିନେଇଛନ୍ତି । ପ୍ରାୟ ୪ ଜଣ ଏଥିରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି। ଏ ନେଇ ସୋମବାର ସକାଳେ ପ୍ରଦୀପ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ…

ଫୁଲକୋବି ଗାଡିରେ ଚାଲାଣ ହେଉଥିଲା ଗଞ୍ଜେଇ, ମାଡିବସିଲା ଏନସିବି, ଘଟଣାସ୍ଥଳରୁ…

ଉଦଳା,୪।୨(ସନ୍ତୋଷ କୁମାର ବାଚ୍ଛିନୀ): ଗଞ୍ଜେଇ ଚାଲାଣର ନୂଆ ତରିକା। କୋବିର ଚାହିଦା ସମୟରେ କୋବିକୁ ଢାଲ କରି ହେଉଥିଲା ଗଞ୍ଜେଇ ଚାଲାଣ। ଆଉ ଗଞ୍ଜେଇ ଗାଡିକୁ ସୁରକ୍ଷା…

ବସୁଛି ବୈଠକ, ଫଳପ୍ରଦ ହେଉନାହିଁ: ଅଟଳ ବସଷ୍ଟାଣ୍ଡ….

ଲୋଇସିଂହା,୪।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ଲୋଇସିଂହା ଅଟଳ ବସଷ୍ଟାଣ୍ଡର ଶୃଙ୍ଖଳିତ ପରିଚାଳନା ପାଇଁ ଏକ ସମୀକ୍ଷା ବୈଠକ ବିଡିଓ ଅକ୍ଷୟପାଣି ଉଦ୍ଦୁଙ୍କ ଅଧ୍ୟକ୍ଷତାରେ ସୋମବାର…

ଅନେକ ଜୀବନ ବଞ୍ଚାଇ ଚର୍ଚ୍ଚାରେ ଧବଳେଶ୍ୱର: ଦୁର୍ଗମ ଅଞ୍ଚଳର ପାଲଟିଛନ୍ତି ସାହା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଅନେକ ଦୁର୍ଗମ ଓ ଅପହଞ୍ଚ ଅଞ୍ଚଳ ରହିଛି। ଅନେକ ସମୟରେ ଅପହଞ୍ଚ ଅଞ୍ଚଳରେ କୌଣସି ଅଘଟଣ ଘଟିଲେ ଲୋକଙ୍କୁ ସେବା ଯୋଗାଇବା…

ଜିଲାପାଳଙ୍କ ନୂଆ ପୁସ୍ତକ ‘ପାର୍ଶ୍ୱସ୍ରୋତ’କୁ ନେଇ ବଢୁଛି ଚର୍ଚ୍ଚା: କନ୍ଧମାଳର ଐତିହ୍ୟକୁ ନେଇ…

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲାର ପୂର୍ବତନ ଜିଲାପାଳ ତଥା ଏବେକାର ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜଙ୍କ ଦ୍ୱାରା ଲେଖାଯାଇଥିବା ପୁସ୍ତକ ‘ପାର୍ଶ୍ୱସ୍ରୋତ’ ଉନ୍ମୋଚନ ହୋଇଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ…

ଉପାସରେ ଦିନ କାଟୁଛନ୍ତି କନକ: ୩ ମାସ ହେଲା ମିଳୁନି ଭତ୍ତା

ଦାରିଙ୍ଗବାଡି,୪।୨(ଅରୁଣ ସାହୁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ହେଲେ କିଛି ଯୋଜନା ଲୋକଙ୍କୁ ସରକାରଙ୍କ ତୁହାକୁ ତୁହା ନିୟମ ପରିବର୍ତ୍ତନ ଯୋଗୁ ନିୟମ…

ରେଳ ଟ୍ରାକ୍‌ ମରାମତି କାମ କରୁଥିଲେ ଶ୍ରମିକ, ହଠାତ୍‌ ମାଡିଆସିଲା ଏକ୍ସପ୍ରେସ ଟ୍ରେନ୍‌, ଆଉ ତା’ ପରେ…

ଲୋଇସିଂହା,୪।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ବୁର୍ଡା ବସ୍ତି ରେଳ ଫାଟକ ନିକଟରେ ଦୁଇଦିନ ତଳେ ରେଳ ଟ୍ରାକ୍‌ ମରାମତି କାମ ଚାଲିଥିବାବେଳେ ଏକ…

ମା’ ହେଲେ ୭ମ ଶ୍ରେଣୀ ଛାତ୍ରୀ: ଲୋକଲଜ୍ଜ୍ୟା ଭୟରେ ଘର ଲୋକେ…

ରସୁଲପୁର,୪ା୨(ରଞ୍ଜିତ ରାଉତ):ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ମାତୃତ୍ୱଲାଭ କରିଛନ୍ତି। ଏହିଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri