କାନ୍ଥ ପଡ଼ି ଯୁବକ ଗୁରୁତର : ଚିକିତ୍ସାଳୟରେ ଭର୍ତ୍ତି

ଆନନ୍ଦପୁର,୨୫।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୩ ନଂ. ଓ୍ବାର୍ଡ ଜଅଁରା ଗ୍ରାମରେ କାନ୍ଥ ପଡ଼ି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ଅଗ୍ନିଶମ କର୍ମଚାରୀଙ୍କ ସହାୟତାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବର୍ଷାରେ ମାଟି କାନ୍ଥ ଦୁର୍ବଳ ହୋଇ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଜଅଁରା ଗ୍ରାମର ଦୋଳଗୋବିନ୍ଦ ଜେନାଙ୍କ ପୁଅ ଦୀପକ(୩୨) ବୁଧବାର ଘରେ ବସିଥିବା ସମୟରେ କାନ୍ଥ ତାଙ୍କ ଉପରେ ପଡ଼ିଯାଇଥିଲା। ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇ ଆନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ଲୋକଙ୍କୁ ରୋଷେଇ ସାମଗ୍ରୀ, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୮ା୪: କରୋନା ଲକଡାଉନ୍‌ ସମୟରେ ଦିନମଜୁରିଆମାନେ ଅଡୁଆରେ ପଡିଛନ୍ତ। ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ଚିହ୍ନଟ ହୋଇଛନ୍ତି ସେମାନେ ପିଡିଏସ୍‌ ଚାଉଳ,...

କୋଭିଡ୍‌ ନିୟମକୁ ବେଖାତିର: ଦୋକାନ ସିଲ୍‌ କଲା ପ୍ରଶାସନ

ରାଇକିଆ,୧୨।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ କରାଯାଇଛି। ବିଭିନ୍ନ କଟକଣା ମଧ୍ୟ ଜାରି କରାଯାଇଛି।...

ମରୁଡ଼ି ଅଞ୍ଚଳ ଘୋଷଣା ଦାବି ନେଇ ରାସ୍ତାରେ ଚାଷୀ

ନୀଳଗିରି,୧୯।୧୧(ସ୍ବ.ପ୍ର.): ମୌସୁମୀ ବର୍ଷା ଅଭାବ ଯୋଗୁ ଆଜି ସାରା ରାଜ୍ୟରେ ଚାଷୀକୁଳ ହତାଶ ହୋଇପଡିଛନ୍ତି। ବିଶେଷ କରି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଏହାର ପ୍ରଭାବ...

ଆଜିଠୁ ବୋର୍ଡ ୱେବ୍‌ସାଇଟରେ ମିଳିବ ଆଡ୍‌ମିଟ କାର୍ଡ

କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍‌ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ...

ଲୁଟ୍‌ ଜୀବନ ନେଲା

ନୟାଗଡ଼ ଅଫିସ,୨।୩:ସୁନାଚେନ ଲୁଟ୍‌ କରି ସ୍ଥାନୀୟ ଲୋକଙ୍କ ହାବୁଡ଼ରେ ପଡ଼ିଯାଇଥିଲେ ଜଣେ ଯୁବକ। ଲୋକେ ଆଇନ ହାତକୁ ନେଲେ ତାଙ୍କୁ ନିର୍ଦ୍ଧୂମ ପିଟିଥିଲେ। ଏଥିରେ ତାଙ୍କର...

କ୍ଷୟକ୍ଷତି ରିପୋର୍ଟ ଜିଲା ପ୍ରଶାସନକୁ ହସ୍ତାନ୍ତର

ଜଳେଶ୍ୱର, ୭।୯(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟା କ୍ଷୟକ୍ଷତିର ସମ୍ପୂର୍ଣ୍ଣ ରିପୋର୍ଟ ଜିଲା ପ୍ରଶାସନକୁ ହସ୍ତାନ୍ତର ହୋଇଛି। ଏଥିରେ ଆପଦକାଳୀନ ସହାୟତା ଲାଗି ୨୦ କୋଟି ଟଙ୍କା ମଗାଯାଇଥିବା...

ନଷ୍ଟ ହେଉଛି ପ୍ରାକୃତିକ ସମ୍ପଦ

ଯାଜପୁର ଅଫିସ,୨୯ା୫: କଳା, ସଂସ୍କୃତି ଓ ଐତିହ୍ୟର ଉତ୍କର୍ଷକୁ ଆଧାର କରି ଯାଜପୁରର ଇତିହାସ ଯେତେ ସମୃଦ୍ଧ ସେତେ ପରିଚିତ ଏହାର ଖଣିଜ ସମ୍ପଦ, ଶିଳ୍ପ...

ବଳାତ୍କାରୀ ନାବାଳକଙ୍କୁ ୧୦ ବର୍ଷ ଦଣ୍ଡାଦେଶ

କେନ୍ଦୁଝର,୨୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅଞ୍ଚଳରେ ଗତ ୩୦ ନଭେମ୍ବର ୨୦୧୭ରେ ଜଣେ ୧୩ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ତାଙ୍କ ପରିବାର ଲୋକେ...

Advertisement
Archives

Model This Week