କାନ୍ଥ ପଡ଼ି ୨ଜଣଙ୍କ ଜୀବନ ଗଲା

ବଅଁରପାଳ,୧୯।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଗଣେଶବଜାର ନିକଟରେ କାନ୍ଥ ପଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବୃନ୍ଦାବନପୁର ଗ୍ରାମର ଦୀପୁ ପରିଡ଼ା ଏବଂ ଅନ୍ୟଜଣେ ତପନ ନାୟକ ବୋଲି ଜଣାପଡ଼ିଛି। ଉଭୟ ଗୋପୀ ସାହୁଙ୍କ ଘରେ ପାଇପ କାମ କରୁଥିଲେ। ଏହି ସମୟରେ ନିକଟରେ ଥିବା ଏକ ସିମେଣ୍ଟ କାନ୍ଥ ସେମାନଙ୍କ ଉପରେ ଭାଙ୍ଗି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

ସେପ୍ଟେମ୍ୱର ୧୧ରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନରେ ଫିଟିଯିବ ଭାଗ୍ୟ, ୫ ରାଶିଙ୍କ ଉପରେ ଧନବର୍ଷା

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri