କାନ୍ଦାହାର ବିସ୍ଫୋରଣ: ୮ ମୃତ

କାନ୍ଦାହାର,୩୦।୬: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ମାରୁଫ ଜିଲାରେ ରବିବାର ବିସ୍ଫୋରଣ ଘଟି ଅତିକମ୍‌ରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ମୁତାବକ ତାଲିବାନ ଦ୍ୱାରା ଆତ୍ମଘାତୀ ବିସ୍ଫୋଣର କରାଯାଇଥିଲା। ଏଥିରେ କେତେଜଣ ସୁରକ୍ଷାକର୍ମୀ ଆହତ ହୋଇଥିଲେ ସୁଦ୍ଧା ଏହାର କୌଣସି ସଠିକ୍‌ ତଥ୍ୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭୋଟିଂରୁ ଦୂରେଇ ରହିଲା ଭାରତ

ନ୍ୟୁୟର୍କ,୪।୩: ୟୁକ୍ରେନ ଓ ରୁଷିଆ ଭିତରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତ ପୁଣିଥରେ ମିଳିତ ଜାତିସଂଘରେ ନିଜର ନିରପେକ୍ଷ ସ୍ଥିତି ଜାରି ରଖିଛି। ଶୁକ୍ରବାର...

ମହାକାଶରେ ଗଛ ଲାଗିବ

ଓ୍ବାଶିଂଟନ୍‌, ୨୨।୨: ମହାକାଶରେ ବିନା ମାଟିରେ ଗଛ ଲାଗିବ। ଏହି ଗବେଷଣା ନିମନ୍ତେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ନର୍ଥରୋପ୍‌ ଗ୍ରୁମ୍‌ମ୍ୟାନ୍‌(ଏନ୍‌ଜି)ର ସିଗ୍‌ନସ୍‌ ସ୍ପେସ୍‌କ୍ରାଫ୍ଟକୁ...

ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ...

ମେକ୍ସିକୋ ଜେଲରେ ଆଖିବୁଜା ଗୁଳିମାଡ଼: ୧୪ ମୃତ

ଜୁଆରେଜ(ମେକ୍ସିକୋ),୨।୧: ଉତ୍ତର ମେକ୍ସିକୋ ସୀମାନ୍ତ ଜୁଆରେଜ ସହରରେ ଏକ ବଡ଼ ଧରଣର ଗୁଳିକାଣ୍ଡ ଘଟିଛି। ଆତତାୟୀମାନେ ଏକ ଜେଲରେ ପଶି ଆଖିବୁଜା ଗୁଳି ମାଡ଼ କରିଛନ୍ତି।...

ଯୁଦ୍ଧ ଶେଷ କରିବାକୁ ଚାହୁଁନି ଆମେରିକା, ପୁଣି ୟୁକ୍ରେନ୍‌କୁ ଦେବ ସାମରିକ ସହାୟତା ପ୍ୟାକେଜ …

ଓ୍ବାଶିଂଟନ, ୨୦।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୫୬ ଦିନରେ ପହଞ୍ଚିଛି। ଉଭୟ ଦେଶ ନୋଇବାକୁ କରିବାକୁ ପ୍ରସ୍ତୁତ ନୁହଁନ୍ତି। ରୁଷିଆ ସୈନ୍ୟ...

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ, ୨।୮: ଇଷ୍ଟର ବୋମା ବିସ୍ଫୋରଣ ପରେ ଶ୍ରୀଲଙ୍କାକୁ ସମସ୍ତ ସହାୟତା ଯୋଗାଇ ଦେଇଥିଲା ଭାରତ। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ୍‌ ବିକ୍ରମସିଂଘେ ଏଥିପାଇଁ ଭାରତର ପ୍ରଧାନମନ୍ତ୍ରୀ...

ସାମାନ୍ୟ ନୁହେଁ ଓମିକ୍ରନ୍‌: ଏକ ସପ୍ତାହ ମଧ୍ୟରେ ବିଶ୍ୱରେ ଦେଢ କୋଟି ସଂକ୍ରମିତ, ୪୮ ହଜାର ମୃତ୍ୟୁ

ଜେନେଭା,୧୩ ।୧: ସାରା ବିଶ୍ୱରେ କରୋନା ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ହୋଇଚାଲିଛି । ଇତିମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଏକ ନୂଆ ରିପୋର୍ଟରେ ଦର୍ଶାଇଛି ଗତ...

ବିକ୍ଷୋଭ ନ କରିବାକୁ ନିଜ ନାଗରିକକୁ କହିଲା ଚାଇନା

କଲମ୍ବୋ,୧୨।୭: ଶ୍ରୀଲଙ୍କାର ବନ୍ଧୁ ବୋଲାଉଥିବା ଚାଇନା ବିକ୍ଷୋଭ ନ କରିବା ପାଇଁ ଉତ୍ତ୍ୟକ୍ତ ଦେଶବାସୀଙ୍କୁ ତାଗିଦ୍‌ କରିଛି। ଶ୍ରୀଲଙ୍କାରେ ଥିବା ଚାଇନା ରାଷ୍ଟ୍ରଦୂତ ବିକ୍ଷୋଭ ବନ୍ଦ...

Advertisement
Archives

Model This Week