କାନ୍ଦିଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ତଥା କ୍ରିକେଟର ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ବିବାହ ପରଠାରୁ ବଡ ପରଦାଠାରୁ ଦୂରେଇ ରହିଥିବା ଦେଖାଯାଏ। ହେଲେ ସେ ସୋସିଆଲ ମିଡିଆରେ ସବୁବେଳେ ଥାଆନ୍ତି ଆକ୍ଟିଭ। ନିକଟରେ ସେ ତାଙ୍କ ଇନଷ୍ଟାଗ୍ରାମରେ ଏମିତି ଏକ ଭିଡିଓ ଶେୟାର କରିଛନ୍ତି ଯାହା ଆଲୋଚନାର ପରିସରକୁ ଆସିଯାଇଛି। ଉକ୍ତ ଭିଡିଓରେ ସେ ମୁମ୍ବାଇରେ ହେଉଥିବା ଲଗାଣ ବର୍ଷା ଓ ଏହାଦ୍ୱାରା ଉପୁଜିଥିବା ଟ୍ରାଫିକ ଜାମ୍‌ ସମସ୍ୟାକୁ ଦେଖାଇଛନ୍ତି। ଆଉ କିଛି ଫଟୋରେ ମଧ୍ୟ ଗାଡି ଗୁଡିକ ଲମ୍ବା ଧାଡିରେ ଠିଆ ହୋଇଥିବା ସେ ଦେଖାଇବାକୁ ଚାହିଁଛନ୍ତି। କେବଳ ସେତିକି ନୁହେଁ ଏହି ଟ୍ରାଫିକ୍‌ ଜାମ୍‌ ସମୟରେ ଲୋକେ କିଭଳି ଅସୁବିଧାର ସମ୍ମୁଖୀନ ହୁଅନ୍ତି ତାକୁ ଦେଖାଇବାକୁ ଯାଇ ସେ କାନ୍ଦିବାର ଅଭିନୟ କରି ଭିଓିଡଟି ପୋଷ୍ଟ କରିଛନ୍ତି। ହୁଏତ ମଜାଦାର ଢଙ୍ଗରେ ସେ ଏହି ଭିଡିଓଟି ତିଆରି କରିଛନ୍ତି। ହେଲେ ଜଣେ ସେଲିବ୍ରିଟି ବି ମୁମ୍ବାଇ ବର୍ଷାରୁ ବାଦ୍‌ ଯାଏ ନାହିଁ ତାହା ମଧ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?