କାନ୍ଦିଲେ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌

ଲଭ ଆଜ୍‌କାଲ-୨ ଶୁଟିଂ ଶେଷରେ ନିର୍ଦ୍ଦେଶକ ଇମତିଆଜ୍‌ ଅଲ୍ଲୀଙ୍କୁ ଧରି କାନ୍ଦିଛନ୍ତି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କେବଳ କାର୍ତ୍ତିକ ନୁହେଁ, ଫିଲ୍ମର ସବୁ କଳାକାର ଶୁଟିଂ ଶେଷରେ ଭାବବିହ୍ବଳ ହୋଇପଡିଛନ୍ତି। କାର୍ତ୍ତିକ ନିଜ ଇନଷ୍ଟାଗ୍ରାମରେ ଶୁଟିଂ ବେଳର ଏକ ଫଟୋ ଶେୟାର କରି ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ଙ୍କୁ ପ୍ରଶଂସା କରି ଆଗକୁ ତାଙ୍କ ସହ ଆହୁରି କାମ କରିବା ପାଇଁ ଇଚ୍ଛାବ୍ୟକ୍ତ କରିଛନ୍ତି। ଲଭ ଆଜ୍‌କାଲ୍‌-୨ରେ କାର୍ତ୍ତିକ ଏବଂ ସାରା ପ୍ରଥମଥର ପାଇଁ ଅନ୍‌ସ୍କ୍ରିନ୍‌ରେ ନଜର ଆସିବେ। ଫିଲ୍ମଟି ୨୦୨୦ ମସିହା ଫେବୃଆରୀ ୧୪ରେ ରିଲିଜ୍‌ ହେବ। ୨୦୦୯ରେ ଆସିଥିବା ଫିଲ୍ମ ଲଭ ଆ୍ଜ୍‌କାଲ୍‌ର ସ୍ବିକ୍ୱେଲ ବୋଲି ଜଣାପଡିଛି। ଏହି ଫିଲ୍ମରେ ସୈଫ ଅଲ୍ଲୀ ଖାନ୍‌, ଋଷି କପୁର, ଦିପିକା ପାଦ୍ୟୁକୋନ ମୁଖ୍ୟ ଭୂମିକା ନିଭାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri