କାନ୍ଦିଲେ ଧର୍ମେନ୍ଦ୍ର

ଭାଜପାର ବରିଷ୍ଠ ନେତା ସୁଷମା ସ୍ବରାଜଙ୍କ ଆକସ୍ମିକ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ ଅଭିନେତା ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବିଗତ ଦିନର ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ତାଙ୍କୁ ମନେପକାଇ ସେ କାନ୍ଦିପକାଇଛନ୍ତି। ସୁଷମା ମୋ ଛୋଟ ଭଉଣୀ ପରି ଥିଲେ। ତାଙ୍କ ପ୍ରତିଟି କଥା ଆଜି ମନେପଡୁଛି। ଜଣେ ସରଳ ଏବଂ ମେଳାପି ସ୍ବଭାବର ମଣିଷ ଥିଲେ। ତାଙ୍କ ସ୍ଥାନ ଅପୂରଣୀୟ ହୋଇ ରହିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣସାର ମାମଲା: କୋର୍ଟରେ ହାଜର ହେଲେନି ସଲମାନ ଖାନ୍‌

ଜୟପୁର, ୨୭।୯: କୃଷ୍ଣସାର ହରିଣ ଶିକାର ମାମଲାରେ ଶୁକ୍ରବାର ରାଜସ୍ଥାନର ଯୋଧପୁର କୋର୍ଟରେ ହାଜର ହୋଇନାହାନ୍ତି ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌। ତାଙ୍କ ଓକିଲ ହସ୍ତିମଲ...

ଲକ୍‌ଡାଉନ୍‌: ସଲମାନ୍‌ଙ୍କ ଫାର୍ମହାଉସ୍‌ରେ ସମୟ ବିତାଉଛନ୍ତି ୟୁଲିଆ, ମାଛ ଧରି ଶେୟାର କଲେ ଭିଡିଓ

ମୁମ୍ବାଇ : ବର୍ତ୍ତମାନ ସଲମାନ ତାଙ୍କ ପରିବାର ସଦସ୍ୟ ଏବଂ କିଛି ଅନ୍ତରଙ୍ଗ ବନ୍ଧୁଙ୍କ ସହ ଫାର୍ମହାଉସ୍‌ରେ ରହିଛନ୍ତି। କାରଣ ସଲମାନ୍‌ ତାଙ୍କ ଫାର୍ମହାଉସ୍‌କୁ ବୁଲିବାକୁ...

ରାମ ମନ୍ଦିର ଉପରେ ଫିଲ୍ମ ନିର୍ମାଣ କରିବେ କଙ୍ଗନା ରାଣାଓ୍ବତ

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ନିଜ ଫିଲ୍ମ ଏବଂ ପର୍ସନାଲ ଲାଇଫକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଆସିଛନ୍ତି। ଏବେ ସେ ଅଯୋଧ୍ୟା ରାମ ମନ୍ଦିର ଉପରେ...

ବାପା ଆମୀରଙ୍କ ଘର ଛାଡିଲେ ଝିଅ ଇରା

ବର୍ତ୍ତମାନ ଆମୀର ଖାନ୍‌ଙ୍କ ଝିଅ ଇରା ଖାନ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଛନ୍ତି। ଲକ୍‌ଡାଉନ୍‌ ପରେ ଇରା ତାଙ୍କ ପରିବାର ସହିତ ସମୟ ଅତିବାହିତ...

‘ଆର୍‌ଆର୍‌ଆର୍‌’ର ରିଲିଜ୍‌ ତାରିଖ ବଦଳିବନି

ମୁମ୍ବାଇ : ଏସ୍‌.ଏସ୍‌ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍‌ମ ‘ଆର୍‌ଆର୍‌ଆର୍‌’ ଛଅ ହଜାରରୁ ଅଧିକ ପରଦାରେ ମୁକ୍ତିଲାଭ କରିବ। ଏହି ଫିଲ୍‌ମରେ ଅଭିନେତା ରାମ ଚରଣ ଏବଂ...

ପୁଣି ଘୁଞ୍ଚିଲା ରିଲିଜ୍‌ ଡେଟ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିର ଖାନ ଏବଂ ଅଭିନେତ୍ରୀ କରୀନା କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ’ଲାଲ ସିଂହ ଚଢା’ର ରିଲିଜ ଡେଟ୍‌ ପୁଣି ଘୁଞ୍ଚିଲା ।...

କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ...

ଫିଲ୍ମରେ ସୁଯୋଗ ବଦଳରେ ରାତି ବିତାଇବାର ଅଫର୍‌ ଦେଇଥିଲେ ପ୍ରଯୋଜକ, ଏବେ ଅଭିନେତ୍ରୀ ବଖାଣିଲେ ଦୁଃଖ

ବମ୍ବେ: ଅଭିନୟଜଗତରେ କାଷ୍ଟିଂ କାଉଚ୍‌ର ଅନେକ ଘଟଣା ସାମ୍ନାକୁ ଆସିଛି। ସେଥିରୁ କିଛିରେ ଅଭିନେତ୍ରୀମାନେ ଫସି ଯାଉଥିବା ବେଳେ ଅନେକେ ରୋକଠୋକ୍‌ ନା ବୋଲି ଶୁଣାଇଦେଇଥାନ୍ତି।...

Advertisement
Archives

Model This Week