Posted inଖେଳ

କାନ୍ଧରେ ଅସ୍ତ୍ରୋପଚାର କରାଇବେ ମାରାଡୋନା

ବୁଏନ୍‌ସ ଏରିଜ,୨୧ା୫- ଆର୍ଜେଣ୍ଟିନା ଫୁଟ୍‌ବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ବାମ କାନ୍ଧରେ ଅସ୍ତ୍ରୋପଚାର କରାଇବେ। ଏ ନେଇ ୫୮ ବର୍ଷୀୟ ପୂର୍ବତନ ଷ୍ଟାର ଆର୍ଜେଣ୍ଟିନା ରାଜଧାନୀ ବୁଏନ୍‌ସ ଏରିଜ ଗସ୍ତ କରିବେ। ଅସ୍ତ୍ରୋପଚାର ସମ୍ପର୍କରେ ସୂଚନା ଦେଇଛନ୍ତି। ମେକ୍ସିକୋରେ ସେ ଦ୍ୱିତୀୟ ସ୍ତରୀୟ କ୍ଲବ ଡରାଡସ ଦଳର କୋଚ୍‌ ପଦରେ ଅଛନ୍ତି। ଫିଟ୍‌ ହେବା ପରେ ୧୯୮୬ ବିଶ୍ୱକପ୍‌ ଚାମ୍ପିୟନ ମେକ୍ସିକୋ ଫେରି ନିଜ ଦାୟିତ୍ୱ ସମ୍ଭାଳିବେ। ମାରଡୋନାଙ୍କ ନେତୃତ୍ୱରେ ଡରାଡସ ଅଳ୍ପକେ ଗତ ଦୁଇ ବର୍ଷ ହେଲା ପ୍ରଥମ ସ୍ତରୀୟ ଲିଗ୍‌ରେ ପ୍ରବେଶ କରିବାକୁ ବଞ୍ଚତ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆ କପ୍‌ ପୂର୍ବରୁ ନୂଆ ଲୁକ୍‌ରେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୬।୮: ଅଗଷ୍ଟ ୧୮ରୁ ଜିମ୍ବାଓ୍ବେ ବିପକ୍ଷରେ ଦିନିକିଆ ସିରିଜ ଖେଳିବ ଭାରତ। ଏହାକୁ ନେଇ କେଏଲ୍‌ ରାହୁଲ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ଜିମ୍ବାଓ୍ବେ ଗସ୍ତ କରିଛି।...

ଡବ୍ଲୁଟିସି ଫାଇନାଲ୍‌ ଚାଲିଥିବାବେଳେ ବାଥ୍‌ରୁମ୍‌ରେ ଥିଲେ ଏହି କ୍ରିକେଟର୍‌

ଲଣ୍ଡନ,୩୦ା୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ରେ ଭାରତକୁ ନ୍ୟୁଜିଲାଣ୍ଡ ୮ ଉଇକେଟ୍‌ରେ ପରାସ୍ତ କରି ଚାମ୍ପିଅନ୍‌ ହୋଇଛି। ଏହି ମ୍ୟାଚର ଅନ୍ତିମ ଦିନରେ ନ୍ୟୁଜିଲାଣ୍ଡ...

ମନର ବ୍ୟଥା ପ୍ରକାଶ କଲେ ଗାଭାସ୍କର

ନୂଆଦିଲ୍ଲୀ,୧୦।୭: ଗତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ପରାଜୟର ମୁଖ୍ୟ କାରଣ ବ୍ୟାଟିଂ ଥିଲା। ଦଳ ଉଭୟ ଇନିଂସରେ...

ଗର୍ଭବତୀ ପ୍ରେମିକାଙ୍କୁ ଦେଖି ଭାବପ୍ରବଣ ହେଲେ ଏହି କ୍ରିକେଟର୍‌

କରୋନା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନକୁ ସ୍ଥଗିତ ରଖାଯାଇଛି। ଏହି ଲିଗ ଅଧାରୁ ସ୍ଥଗିତ ରଖିବା ପରେ ଯାତ୍ରା ପ୍ରତିବନ୍ଧକ ଯୋଗୁ ଅଷ୍ଟ୍ରେଲିଆ...

ପନ୍ତଙ୍କ ପିଲାଳିଆମୀ କାର୍ତ୍ତିକଙ୍କ ଉପରେ ପଡିଥାନ୍ତି ଭାରି,ପଡିଆରେ ବଡ ଦୁର୍ଘଟଣା ଟଳିଲା: ଦେଖନ୍ତୁ ଭିଡିଓ

ୟୁଏଇ,୨୯।୯: ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିବା ଆଇପିଏଲ ୨୦୨୧ର ୪୧ତମ ମ୍ୟାଚ ସମୟରେ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା।...

ପାକିସ୍ତାନର କୋଚ ହେବାକୁ ଚାହୁଁଛନ୍ତି ରୋହିତ ଶର୍ମା

ଲଣ୍ଡନ, ୧୭।୬: ବିଶ୍ୱକପରେ ପାକିସ୍ତାନକୁ ଲଗାତର ୭ମ ଥର ପରାସ୍ତ କରିବା ପରେ ଚାରିଆଡେ ଭାରତୀୟ ଦଳର ଚର୍ଚ୍ଚା ହେଉଛି। ରବିବାର ପାକିସ୍ତାନକୁ ୮୯ରନରେ ପରାସ୍ତ...

ତେଜାସ ବିଶ୍ୱର ସର୍ବକନିଷ୍ଠ ଫିଡେ ରେଟେଡ୍‌ ଖେଳାଳି

ଭୁବନେଶ୍ୱର, ୨୭।୭: ଉତ୍ତରାଖଣ୍ଡର ତେଜାସ ତିଓ୍ବାରୀ ବିଶ୍ୱର ସର୍ବକନିଷ୍ଠ ଫିଡେ ରେଟେଡ ଚେସ୍‌ ଖେଳାଳି ହୋଇଛନ୍ତି। ଅନ୍ତର୍ଜାତୀୟ ଚେସ୍‌ ଫେଡେରେଶନ(ଫିଡେ) ପକ୍ଷରୁ ଟୁଇଟ କରି ଏହା...

ସାମ କୁରାନଙ୍କ କୋଭିଡ୍‌-୧୯ ଟେଷ୍ଟ

ସାଉଥାମ୍ପଟନ,୩।୭(ପି.ଟି.): ଇଂଲଣ୍ଡ ଅଲରାଉଣ୍ଡର ସାମ୍‌ କୁରାନଙ୍କର କୋଭିଡ୍‌-୧୯ ଟେଷ୍ଟ କରାଯାଇଛି। ଅସୁସ୍ଥ ଅନୁଭବ କରିବା ପରେ ତାଙ୍କର ଏହି ଟେଷ୍ଟ କରାଯାଇଛଇ ବୋଲି କୁହାଯାଇଛି। ସେ...

Advertisement
Archives

Model This Week