Posted inଜାତୀୟ

‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ: କଂଗ୍ରେସ ଟୁଇଟ୍‌

ନୂଆଦିଲ୍ଲୀ,୫।୧୨: ପିଆଜ ଦାମ ବୃଦ୍ଧି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତା ରମଣଙ୍କୁ କଂଗ୍ରେସ ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ନିର୍ମଳା ଲୋକ ସଭାରେ କହିଥିଲେ ଯେ, ପିଆଜ ଖାଆନ୍ତି ନାହିଁ। ଏହାକୁ ନେଇ କଂଗ୍ରେସ ଟୁଇଟ୍‌ କରି କହିଛି ‘କାଫେ ନିର୍ମଳା ତାଇ’ରେ ନାହିଁ ପିଆଜ ମେନ୍ୟୁ। ଏହା ସହିତ ଏକ ମେନ୍ୟୁ ତାଲିକା ମଧ୍ୟ ଶେୟାର କରାଯାଇଛି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ...

୨୦ ବର୍ଷ ପରେ ନ୍ୟାୟ ପାଇଲେ ୧୨୭ ମୁସଲମାନ

ସୁରଟ,୧୦।୩: ଦୀର୍ଘ ୨୦ ବର୍ଷ ଧରି ଜେଲରେ ରହିଥିବା ୧୨୭ ଜଣ ମୁସଲମାନ ନିର୍ଦ୍ଦୋଷ ବୋଲି ରାୟ ଦେଇଛନ୍ତି ଗୁଜରାଟ ସୁରଟଠାରେ ଥିବା ଏକ କୋର୍ଟ।...

ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

ବିମୁଦ୍ରୀକରଣ ଏବଂ ଜିଏସ୍‌ଟି ଯୋଗୁ ସଙ୍କଟରେ ପଡ଼ିଛି ଭାରତୀୟ ଅର୍ଥ ବ୍ୟବସ୍ଥା: ମନମୋହନ

ନୂଆଦିଲ୍ଲୀ,୧।୯: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ରବିବାର ଟୁଇଟ୍‌...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୦।୩: ବିଭିନ୍ନ ପ୍ରସଙ୍ଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରୁଥିବା ବେଳେ ବିଧାନସଭା ବଜେଟ ଅଧିବେଶନ ବେଳେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର...

କରୋନା ଯୁଦ୍ଧରେ ଭାରତ ଆଗରେ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୭।୪: ଭାରତ କରୋନା ଯୁଦ୍ଧରେ ଆଗରେ ରହିଛି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ। ସେ କହିଛନ୍ତି...

ନମାଜ ପଢୁଥିବାବେଳେ ଚଢିଗଲା କାର୍‌

ନୂଆଦିଲ୍ଲୀ, ୫।୬: ବୁଧବାର ସାରା ଦେଶରେ ଇଦ୍‌-ଉଲ୍‌-ଫିତର ଧୂମଧାମରେ ପାଳନ କରାଯାଉଥିଲାବେଳେ ରାଜଧାନୀ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଖୁରେଜିରେ ମୁସଲମାନ ସମ୍ପ୍ରଦାୟର ଲୋକେ...

୫୩୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୧୧୯ ଜଣ ନୂଆ...

Advertisement
Archives

Model This Week