କାବୁଲ ଆତ୍ମଘାତୀ ବିସ୍ଫୋରଣ: ୪ ଯବାନ ଆହତ

କାବୁଲ,୧୮।୧୧: ଆଫଗାନିସ୍ତାନର କାବୁଲରେ ସୋମବାର ସକାଳେ ହୋଇଥିବା ବିସ୍ଫୋରଣରେ ୪ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ମିଲିଟାରୀ ଟ୍ରେନିଂ ସେଣ୍ଟର ନିକଟରେ ଏହି ଆତ୍ମଘାତୀ ବିସ୍ଫୋରଣ କରାଯାଇଥିବା ଜଣାପଡିଛି। ପାଜଓକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ ସୋମବାର କାବୁଲରେ ଦୁଇଟି ବିସ୍ଫୋରଣ ହୋଇଥିଲା। ତେବେ ଏଥିରେ ଆହତ ଯବାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣ ସ୍ଥାନକୁ ସମ୍ପୂର୍ଣ୍ଣ ସିଲ୍‌ କରିଦିଆଯିବା ସହ ସେଠାକାର ରାସ୍ତାରେ ଗମନା ଗମନକୁ ମଧ୍ୟ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି କଲେ କାଟି ଦିଆଯିବ ହାତ

କାବୁଲ,୩ ।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନ ହେବା ପୂର୍ବରୁ ତାଳିବାନର କ୍ରୁରତା ବାଲା ପଦକ୍ଷେପ ସାମ୍ନାକୁ ଆସିଛି । ଅପରାଧ ପାଇଁ ତାଲିବାନ ପକ୍ଷରୁ...

ଏହି ଦେଶରେ ସ୍କୁଲ ବନ୍ଦ, ଓ୍ବାର୍କ ଫ୍ରମ୍‌ ହୋମ୍‌ରେ କର୍ମଚାରୀ

କଲମ୍ବୋ,୨୭।୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୈଦେଶିକ ମୁଦ୍ରାର ଘୋର ଅଭାବ ଯୋଗୁ ଶ୍ରୀଲଙ୍କା ନିଜ...

ୟୁକ୍ରେନ୍ ଉପରେ ବିମାନ ଆକ୍ରମଣକୁ ରୁଷିଆ କହିଲା ଫାଷ୍ଟ ଏପିସୋଡ

ମସ୍କୋ,୧୧ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ପୁଣିଥରେ ଭୟଙ୍କର ହୋଇ ଉଠିଛି । ୟୁକ୍ରେନ୍ ଉପରେ ରୁଷିଆର ଆଖିବୁଜା ଆକ୍ରମଣ ପରେ ଥରି ଉଠିଛି ରାଜଧାନୀ କିଭ...

ତ୍ରିଭୁବନ ବିମାନ ବନ୍ଦରରେ ଉଡ଼ାଣ ବନ୍ଦ…

କାଠମାଣ୍ଡୁ,୨୮।୧ : ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ବିମାନ ଉଡ଼ାଣ ହଠାତ ବନ୍ଦ ହୋଇଯାଇଛି। ବିମାନବନ୍ଦର ଅଧିକାରୀ କହିଛନ୍ତି ଯେ ବିମାନବନ୍ଦର ବ୍ୟବସ୍ଥାରେ କିଛି...

୧୯ ଦେଶରେ ୧୩୧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ଜେନେଭା,୨୫।୫: ଚିନ୍ତା ବଢାଉଛି ମଙ୍କିପକ୍ସ ଭୂତାଣୁ। ଏବେ ୧୯ ଦେଶରେ ମୋଟ ୧୩୧ ମାମଲା ଚିହ୍ନଟ ହୋଇଛି। ଏ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ...

ମାସ୍କ୍‌ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ...

ଚାଇନା କରୁଛି ଆକ୍ରମଣ ଷଡ଼ଯନ୍ତ୍ର

ଓ୍ବାଶିଂଟନ, ୧୬।୮: ଚାଇନା ଏବଂ ଆମେରିକା ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି। ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ଆମେରିକା ସୈନ୍ୟ...

ଶିଖ୍‌ ହୋଇଥିବାରୁ ରିପବ୍ଲିକାନ ପାର୍ଟି କରୁଛି ଭେଦଭାବ, ମୂଳ ଭାରତୀୟଙ୍କ ଅଭିଯୋଗ…

ଓ୍ବାଶିଂଟନ,୧୭।୧ : ରିପବ୍ଲିକାନ ନ୍ୟାଶନାଲ କମିଟି (ଆରଏନସି)ର ଚେୟାରମ୍ୟାନ ପଦବୀ ପାଇଁ ଆମେରିକାର ମୂଳ ଭାରତୀୟ ଆଇନଜୀବୀ ହରମିତ ଧିଲନ ଦୌଡ଼ରେ ଅଛନ୍ତି। ଶିଖ୍‌ ଧର୍ମର...

Advertisement
Archives

Model This Week