କାବୁଲ ବିସ୍ଫୋରଣ: ୫ ମୃତ ୧୦ ଆହତ

କାବୁଲ,୨୫।୭: ଆଫଗାନିସ୍ତାନର କାବୁଲରେ ଗୁରୁବାର ହୋଇଥିବା ୩ଟି ବିସ୍ଫୋରଣରେ ପ୍ରାୟ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ ହୋଇଥିବା ସୂଚନା ମିଳିଛି। ପଜଓ୍ବକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ, ପ୍ରଥମ ବିସ୍ଫୋରଣଟି ଏକ ଯାତ୍ରୀବାହୀ ବସ୍‌ରେ ହେବାର ମାତ୍ର କେଇ ମିନିଟ୍‌ ମଧ୍ୟରେ ସହର ମଧ୍ୟରେ ଦ୍ୱିତୀୟ ବିସ୍ଫୋରଣ ହୋଇଥିଲା। ତୃତୀୟଟି ଏକ ଆତ୍ମଘାତୀ ବିସ୍ଫୋରଣ ଥିବା ଆଫଗାନ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ଏଥିପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନ ଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ନିଷ୍ଠୁରତା ବିରୋଧରେ ମହିଳାଙ୍କ ବିକ୍ଷୋଭ

ଲାଗୋସ୍‌, ୨୦ା୧୦: ନାଇଜେରିଆର ଲାଗୋସ୍‌ଠାରେ ପୋଲିସ ନିଷ୍ଠୁରତା ବିରୋଧରେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ କରିଛନ୍ତି। ସହସ୍ରାଧିକ ମହିଳା ଦେଶର ବିଭିନ୍ନ ସହରରେ ଏଭଳି ବିକ୍ଷୋଭ...

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା...

୯/୧୧ ଆକ୍ରମଣକୁ ପୂରଣ ହେଲା ୨୨ ବର୍ଷ, ଯେଉଁଥିରେ ଥରି ଉଠିଥିଲା ଆମେରିକା

ଓ୍ବାଶିଂଟନ,୧୧।୯: ଆମେରିକାରେ ହୋଇଥିବା ୯/୧୧ ଆତଙ୍କବାଦୀ ଆକ୍ରମଣକୁ ୨୨ ବର୍ଷ ବିତିଗଲାଣି। ୨୦୦୧ରେ ଠିକ ଆଜିର ଦିନରେ ଆତଙ୍କବାଦୀମାନେ ଚାରିଟି ବିମାନ ଅପହରଣ କରି ନିଜର...

ବେଲୁଚିସ୍ତାନରେ ଭୂକମ୍ପ ଝଟ୍‌କା: ୨୦୦ ପରିବାର ବାସହୀନ

ଇସଲାମାବାଦ,୭ା୫: ପାକିସ୍ତାନର ବେଲୁଚିସ୍ତାନରେ ବଡ଼ ଧରଣର ଭୂକମ୍ପ ହୋଇଛି। ଭୂକମ୍ପ ପରେ ଖୁଜଦାର ଜିଲାରେ ଅତି କମ୍‌ରେ ୮୦ଟି ଘର ଭୁଶୁଡ଼ି ପଡ଼ିବାରୁ ୨୦୦ରୁ ଅଧିକ...

କେନ୍ଦ୍ରରେ ଗଠନ ହେଉ ମୋଦି ସରକାର: ଏହା ଚାହେଁନା ପାକିସ୍ତାନ

ଲାହୋର,୨୨।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ପ୍ରତି ପାକିସ୍ତାନ ଉତ୍ସୁକତାର ସହିତ ଚାହିଁ ବସିଛି। ତେବେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି...

ଇରାନ ଉପରେ କଠୋର କଟକଣା

ଓ୍ବାଶିଂଟନ,୯ା୧: ଇରାନ ଉପରେ ଆମେରିକା ପୂର୍ବରୁ କେତେକ କଟକଣା ଜାରି କରିଥିବାବେଳେ ବୁଧବାର ରାତିରେ ଆହୁରି କେତୋଟି କଠୋର କଟକଣା ଲାଗୁ କରିବା ପାଇଁ ଘୋଷଣା...

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଳା ହାରିସଙ୍କୁ ମିଳିଲା ନୂଆ ଦାୟିତ୍ୱ

ଓ୍ବାଶିଂଟନ୍‌,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଉପରାଷ୍ଟ୍ରପତି କମଳା ହାରିସଙ୍କୁ ଏକ ବଡ଼ ଦାୟିତ୍ୱ ଦିଆଯାଇଛି। ୫୮ ବର୍ଷିୟ ହାରିସ ବନ୍ଧୁକ ହିଂସା ନିବାରଣର ନୂତନ...

ସ୍କଟଲାଣ୍ଡର ପୂର୍ବତନ ଫାଷ୍ଟ ମିନିଷ୍ଟର ଗିରଫ

ଲଣ୍ଡନ,୧୨ା୬: ସ୍କଟ୍‌ଲାଣ୍ଡର ପୂର୍ବତନ ଫାଷ୍ଟ ମିନିଷ୍ଟର ନିକୋଲା ଷ୍ଟର୍ଜନ ଦୁର୍ନୀତି ଅଭିଯୋଗରେ ରବିବାର ଗିରଫ ହୋଇଛନ୍ତି। ସ୍ବାଧୀନତା ସପକ୍ଷବାଦୀ ସ୍କଟିଶ୍‌ ନ୍ୟାଶନାଲ ପାର୍ଟି (ଏସ୍‌ଏନ୍‌ପି)ର ପାଣ୍ଠି...

Advertisement
Archives

Model This Week