କାବୁଲ ବିସ୍ଫୋରଣ: ୫ ମୃତ ୧୦ ଆହତ

କାବୁଲ,୨୫।୭: ଆଫଗାନିସ୍ତାନର କାବୁଲରେ ଗୁରୁବାର ହୋଇଥିବା ୩ଟି ବିସ୍ଫୋରଣରେ ପ୍ରାୟ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ ହୋଇଥିବା ସୂଚନା ମିଳିଛି। ପଜଓ୍ବକ ଆଫଗାନ ନ୍ୟୁଜର ସୂଚନା ଅନୁଯାୟୀ, ପ୍ରଥମ ବିସ୍ଫୋରଣଟି ଏକ ଯାତ୍ରୀବାହୀ ବସ୍‌ରେ ହେବାର ମାତ୍ର କେଇ ମିନିଟ୍‌ ମଧ୍ୟରେ ସହର ମଧ୍ୟରେ ଦ୍ୱିତୀୟ ବିସ୍ଫୋରଣ ହୋଇଥିଲା। ତୃତୀୟଟି ଏକ ଆତ୍ମଘାତୀ ବିସ୍ଫୋରଣ ଥିବା ଆଫଗାନ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ଏଥିପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରି ନ ଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷଙ୍କ ଗୁପ୍ତାଙ୍ଗରେ ସମସ୍ୟା ସୃଷ୍ଟି କରୁଛି କରୋନା…

ଓ୍ବାଶିଂଟନ,୧୩।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀବ୍ୟାପୀ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଆକ୍ରାନ୍ତ ସୁସ୍ଥ ହେଲା ପରେ ମଧ୍ୟ ଶରୀରରେ ବହୁ ସମସ୍ୟା...

ମୁଣ୍ଡରେ ସିନ୍ଦୁର, ଖାଲି ପାଦରେ ମନ୍ଦିର ଯାଇ ପୁରୀ, ସୋଲା ତରକାରୀ ଖାଇଲେ ଏହି ଦେଶର ପ୍ରଧାନମନ୍ତ୍ରୀ

ଅକଲାଣ୍ଡ,୧୦।୮: ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅରଡେନ ନିଜ ବେଶଭୂଷାକୁ ନେଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସେ ଅକଲାଣ୍ଡରେ ଥିବା ରାଧାକୃଷ୍ଣଙ୍କ ମନ୍ଦିରକୁ ପରିଦର୍ଶନରେ ଯାଇଥିଲେ।...

ଚାଇନାର କରୋନା ଟିକା ନେବା ପରେ ଏମିତି କହିଲେ ୟୁଏଇର ପ୍ରଧାନମନ୍ତ୍ରୀ

ଦୁବାଇ,୩।୧୧-ୟୁଏଇର ପ୍ରଧାନମନ୍ତ୍ରୀ ଶେଖ ମହମ୍ମଦ ବିନ ରଶିଦ ଅଲ ମକତୌମଙ୍କ ଉପରେ ଚାଇନା ପ୍ରସ୍ତୁତ କରିଥିବା କରୋନା ଟିକାକୁ ପ୍ରୟୋଗ କରାଯାଇଛି। ଏ ନେଇ ଶେଖ...

ଚିନ୍ତା ବଢାଉଛି କରୋନା: ବ୍ରିଟେନରେ ସରି ଆସୁଛି ପିପିଇ, ସଂକ୍ରମଣରେ ୮୦ ଡାକ୍ତର, ନର୍ସଙ୍କ ମୃତ୍ୟୁ

ଲଣ୍ଡନ,୨୦।୪: ବ୍ରିଟେନରେ କରୋନା ସଂକ୍ରମଣ ଏବେ କମ୍‌ ଥିବା ସୂଚନା ରହିଛି। ହେଲେ ଏବେ ସେଠାରେ ଆଉ ଏକ ସମସ୍ୟା ହେଉଛି ଆଉ ମାତ୍ର ଗୋଟିଏ...

ରୁଷିଆ ଆଣିଲା ନୂଆ ଡିଭାଇସ୍‌ : ମାତ୍ର କେଇ ସେକେଣ୍ଡରେ ଚିହ୍ନଟ ହେବ କରୋନା

ମସ୍କୋ,୩୦ା୮: କରୋନା ଭାଇରସ୍‌ ଭଳି ମହାମାରୀ ସମୟରେ ରୁଷିଆ ଏମିତିି ଏକ ଉପକରଣ ବାହାର କରିଛି ଯାହା ବାୟୁ ଦ୍ୱାରା ଭୂତାଣୁ, ବିଷାକ୍ତ ପଦାର୍ଥ ଏବଂ...

ସ୍ମୃତିଶକ୍ତି ହରାଇଲେ ବ୍ରାଜିଲ ରାଷ୍ଟ୍ରପତି

ସାଓ ପାଉଲୋ,୨୬ା୧୨(ଏଏଫ୍‌ପି): ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲସନାରୋ ସରକାରୀ ବାସଭବନରେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ସେ ସାମିୟକ ଭାବେ ସ୍ମୃତିଶକ୍ତି ହରାଇଥିବା ଜଣାପଡିଛି।...

ନେପାଳୀ ସ୍କୁଲ ପିଲାଙ୍କ ମନରେ ଭାରତ ପ୍ରତି ଘୃଣା ଭାବନା ସୃଷ୍ଟି କରୁଛି ଚାଇନା

କାଠମାଣ୍ଡୁ, ୭।୭: ନେପାଳୀ ସ୍କୁଲ ପିଲାଙ୍କ ମନରେ ଭାରତ ପ୍ରତି ଘୃଣା ଭାବନା ସୃଷ୍ଟି କରିବା ପାଇଁ ଚାଇନା ଷଡ଼ଯନ୍ତ୍ର ରଚିଛି। ଚାଇନାର ସ୍ବୟଂସେବୀ ଶିକ୍ଷକ...

ଘରେ ପିଲାଙ୍କୁ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିଲେ ଏହି ମହିଳା, ଜଣାପଡ଼ିବା ପରେ…

କ୍ୱିଭ୍‌,୨୮।୧: ୟୁକ୍ରେନରୁ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ମହିଳା ନିଜ ପିଲାଙ୍କୁ ଘରେ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିବାରୁ ପୋଲିସ...

Advertisement
Archives

Model This Week