Posted inଭଦ୍ରକ

କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍‌ ସବ୍‌ଷ୍ଟେଶନ ପାଚେରି

ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍‌(ଓଡ଼ିଶା ପାୱାର ଟ୍ରାନ୍ସମିସନ୍‌ କରର୍ପୋରେସନ ଲିଃ) ପକ୍ଷରୁ ଜାପାନ ଇଣ୍ଟରନ୍ୟାଶନାଲ ଏଜେନ୍ସି ଅଧୀନରେ ୨/୫୦୦ ଏମ୍‌ଭିଏ ଆଇସିଟି/୪୦୦/୨୨୦ ଜିଆଇଏସ୍‌ଗ୍ରୀଡ୍‌ ସବ୍‌ଷ୍ଟେଶନ ନିର୍ମାଣ ନେଇ ୨୦୧୮ରେ ତତ୍କାଳନୀ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିଲା। ପ୍ରାଥମିକ ପର୍ଯ୍ୟାୟରେ ଏହାର ପାଚେରି କାମ ଚାଲିଥିବା ବେଳେ ନିମ୍ନମାନର କାମ ଯୋଗୁ ନିକଟରେ ପାଚେରି କାନ୍ଥ ଭାଙ୍ଗି ଖସି ପଡ଼ିଛି। ଭୁବନେଶ୍ୱରସ୍ଥିତ ଏକ ଠିକାଦାରୀ ସଂସ୍ଥା ଦ୍ୱାରା ଏହି କାମ ଚାଲିଛି। ବିଭାଗୀୟ ଯନ୍ତ୍ରୀଙ୍କ ଦ୍ୱାରା ନିର୍ମାଣ କାର୍ଯ୍ୟର ତଦାରଖ କରାଯାଉ ନ ଥିବାରୁ ମନୋମୁଖି ଭାବେ କାମ ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। କୋଟି କୋଟି ଟଙ୍କାର ଏହି ପ୍ରକଳ୍ପ କାର୍ଯ୍ୟ ଠିକ୍‌ ଭାବେ କରାଯିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ନେସ୍କୋ କନିଷ୍ଠ ପରିଚାଳକ ମନୋରଞ୍ଜନ ସାହୁଙ୍କୁ ପଚାରିବାରୁ ଏହା ଓପିଟିସିଏଲ୍‌ର କାମ ହୋଇଥିବାରୁ ସେ କିଛି କହିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri