‘କାମ କରିବାକୁ ଶପଥ ନେଉ ବିଏମ୍‌ସି’

ଭୁବନେଶ୍ୱର,୩୧ା୮: ସାରା ରାଜ୍ୟରେ ଶନିବାର ପାଳନ ହେବ ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ହେବ। ରାଜଧାନୀ ଭୁବନେଶ୍ୱରରେ ଏନେଇ ଅନେକ କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି। ଲୋକଙ୍କୁ ଉନ୍ନତ ପୌରସେବା ଯୋଗାଇବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରତିବର୍ଷ ଏହି ଦିନ କିଛି ପ୍ରକଳ୍ପ ପାଇଁ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଥାଏ। କିଛି କରିବାକୁ ପ୍ରତିଶ୍ରୁତି ମଧ୍ୟ ଦିଆଯାଏ। ଚଳିତବର୍ଷ ମଧ୍ୟ ବିଏମ୍‌ସି ଏ ଦିଗରେ ତତ୍ପର ହୋଇଉଠିଛି। ହେଲେ ବିଏମ୍‌ସି ଲୋକଙ୍କ ପାଇଁ କାମ କରିବାକୁ ଶପଥ ନେବା ଦରକାର ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ-ଡାକ୍ତର ହାତାହାତି

ଭବାନୀପାଟଣା,୧୪ା୩(ସ୍ବ.ପ୍ର.): ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ ଏପରି ଅଦ୍ଭୁତ...

ମହାନଦୀ ପ୍ରସଙ୍ଗରେ ପୁଣି ତେଜିଲା ରାଜନୀତି

ଭୁବନେଶ୍ୱର,୧ା୨(ବ୍ୟୁରୋ): ମହାନଦୀ ଜଳ ବିବାଦ ନେଇ ପୁଣି ରାଜନୀତି ଜୋର୍‌ ଧରିଛି। ମହାନଦୀ ଜଳ ବିବାଦ ନେଇ ଗଠିତ ଟ୍ରିବ୍ୟୁନାଲ ଗଠନର ଅବଧି ଶେଷ ହେବାକୁ...

୧୦ ଲକ୍ଷ ଟଙ୍କାର ଫୋନ୍‌ ପାଇ ଫେରାଇଦେଲେ ଡ୍ରାଇଭର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାସ୍ତା କଡ଼ରୁ ୧୦ ଲକ୍ଷ ଟଙ୍କାର ମୋବାଇଲ ଫୋନ ଏବଂ ଆସୋସରିଜ ପାଇ ଫେରାଇଦେଲେ ଡ୍ରାଇଭର। ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ଏକ୍ସପ୍ରେସ୍‌ କୋରିୟର...

ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ଉତ୍ତେଜନା

କଟକ ଅଫିସ,୧୦।୧୧: ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସିଡିଏ ୬ ନଂ ଅଞ୍ଚଳର ଜଣେ ୩ ବର୍ଷର ଶିଶୁ...

ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍‌.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସୂତ୍ରରୁ ସହାୟତା ମିଳିବାରେ ଲାଗିଛି। ସେହିଭଳି ରିଲିଫ ପାଣ୍ଠିକୁ କେଉଁ ମାନେ କେତେ ଟଙ୍କା...

ପୋଲିସ ତଦନ୍ତରେ ଶିଥିଳତା ବିରୋଧରେ ରାସ୍ତାରୋକୋ

କେନ୍ଦ୍ରାପଡା ଅଫିସ,୪ା୭: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନୟନବିହାରସ୍ଥିତ ଘରୋଇ ଆବାସିକ ମହାବିଦ୍ୟାଳୟ ଛାତ୍ରୀଙ୍କ ମୃତ୍ୟୁ ଘଟଣା ବୁଧବାର ଆନ୍ଦୋଳନର ରୂପ ନେଇଛି । ଏହାର...

ବିଳାସିନୀ ନାଟ୍ୟମକୁ ସନ୍ତୁର ବାଦନର ନିଆରା ପରିବେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଚାଲିଥିବା ଭାରତୀୟ ଶାସ୍ତ୍ରୀୟ ନୃତ୍ୟସଙ୍ଗୀତର ମହାକୁମ୍ଭ ଓଏମ୍‌ସି ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ମଙ୍ଗଳବାର ଥିଲା ୪ର୍ଥ...

Advertisement
Archives

Model This Week