Posted inଜାତୀୟ

କାମ ନ କଲେ ଲୋକେ କହିବେ ବାଲାସାହେବଙ୍କ ଅଯୋଗ୍ୟ ସନ୍ତାନ: ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଉଦ୍ଧବ ଠାକରେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସେ ତୁରନ୍ତ ତାଙ୍କ କାର୍ଯ୍ୟକୁ ନେଇ ତତ୍ପର ହୋଇ ଉଠିଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହ ଏକ ବୈଠକ ମଧ୍ୟ କରି ସାରିଛନ୍ତି। ସେ କହିଛନ୍ତି ମୁମ୍ବାଇରେ ଜନ୍ମ ନେଇଥିବା ସେ ମହାରାଷ୍ଟ୍ରର ପ୍ରଥମ ମୁଖ୍ୟମନ୍ତ୍ରୀ। ତେଣୁ ମୁମ୍ବାଇ ପାଇଁ ସେ ନିଶ୍ଚିତ ଭାବେ ସ୍ବତନ୍ତ୍ର ଧ୍ୟାନ ଦେବେ ବୋଲି କହିଛନ୍ତି। ତେବେ ଅଚାନକ ତାଙ୍କ ହାତକୁ ମୁଖ୍ୟମନ୍ତ୍ରୀ ପଦ ଆସିଛି ବୋଲି ମଧ୍ୟ ସେ କହିଛନ୍ତି। ଆଉ ଯଦି ସେ ତାକୁ ଠିକ୍‌ ଭାବେ ତୁଲାଇ ନ ପାରିବେ ତେବେ ଜନତା ତାଙ୍କୁ ବାଲାସାହେବ ଠାକରେଙ୍କ ଅଯୋଗ୍ୟ ସନ୍ତାନ କହିବେ ବୋଲି ଉଦ୍ଧବ ମତ ରଖିଛନ୍ତି। ଏବେ ମହାରାଷ୍ଟ୍ର ରାଜନୀତି ଉପରେ ସମସ୍ତଙ୍କ ନଜର ରହିଛି। କାରଣ ବହୁ ବାଦ ବିବାଦ ପରେ ଉଦ୍ଧବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏବେ ତାଙ୍କୁ ଏହି ଦାୟିତ୍ୱ ସୂଚାରୁ ରୂପେ ତୁଲାଇବା ଦରକାର ବୋଲି ଆଲୋଚନା ହେଲାଣି। କାରଣ ଏହା ମେଣ୍ଟ ସରକାର ହୋଇଥିବା ବେଳେ ସମସ୍ତଙ୍କ କଥାକୁ ଦୃଷ୍ଟି ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri