କାରଗିଲ ବିଜୟ ଦିବସ ପାଇଁ ପୁଣି ଥରେ ରିଲଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’

ମୁମ୍ବାଇ: କାରଗିଲ ବିଜୟ ଦିବସ ଅର୍ଥାତ୍‌ ୨୬ ଜୁଲାଇରେ ମହାରାଷ୍ଟ୍ରରେ ରିଲିଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’। ଏଥିରେ ମୁଖ୍ୟ ଭୂମିକାରେ ବିବେକ କୌଶଲ ଥିବା ବେଳେ ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ ଆଦିତ୍ୟ ଧର। ୨୦୧୬ରେ ଭାରତୀୟ ସେନା ପାକିସ୍ତାନ ଆତଙ୍କବାଦୀ ସଂଗଠନକୁ ଟାର୍ଗେଟ କରିଥିବା ସମୟର ବିଷୟ ବସ୍ତୁ ଉପରେ ଆଧାରିତ। ଉରିରେ ସେନାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଭାରତୀୟ ସେନା ଏହି ଟାର୍ଗେଟ କରିଥିଲେ। ଏହି ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଥିଲେ। ମହାରାଷ୍ଟ୍ରରେ ୫୦୦ ସ୍ଥାନରେ ଏହା ରିଲିଜ୍‌ ହେଉଥିବା ବେଳେ ନିର୍ଦ୍ଦେଶକ ଧର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କ ଉଦ୍ୟମକୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଫ୍‌ଏଫ୍‌ଆଇରେ ପ୍ରଦର୍ଶିତ ହେବ ‘ଲଗେ ରହୋ ମୁନ୍ନା ଭାଇ’

ମୁମ୍ବାଇ: ଚଳିତ ବର୍ଷ ନଭେମ୍ବର ୨୩-୨୫ ମଧ୍ୟରେ ଆୟୋଜିତ ଇଣ୍ଟର ନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ(ଆଇଏଫ୍‌ଏଫ୍‌ଆଇ)ରେ ପ୍ରଦର୍ଶିତ ହେବ ବଲିଉଡ୍‌ ମୁଭି ‘ଲଗେ ରହୋ...

ଇଣ୍ଡିଆନ ଆଇଡଲ-୧୨ ବିଜେତାଙ୍କୁ ଉପହାର ଦେଲେ ହ୍ରିତିକଙ୍କ ପରିବାର

ମୁମ୍ବାଇ : ଇଣ୍ଡିଆନ ଆଇଡଲ- ୧୨ ବିଜେତା ପଓ୍ବନଦୀପ ରାଜନ ଏବଂ ଅରୁଣିତା କାଞ୍ଜିଲାଲ ଏବେ ବେଶ ପରିଚିତ। ଏହି ଯୋଡି ଏବେ ଖୁବ୍‌ ଚର୍ଚ୍ଚାରେ।...

ବାହା ହେବେ ଅନିଲ!

ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିଙ୍କ ବିବାହ ବିଚ୍ଛେଦକୁ ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଥାଏ । କେବେ କେବେ ଏହା ସତ ହୋଇଥିବା...

ସ୍ବାମୀଙ୍କ କଥା ପଚରାଯିବାରୁ ରାଗିଗଲେ ଶିଳ୍ପା: କହିଲେ…

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ବ୍ୟକ୍ତିଗତ ଜୀବନରେ ସବୁକିଛି ଠିକ୍‌ ଚାଲିନାହିଁ। ଯେବେଠୁ ସ୍ବାମୀ ରାଜ କୁନ୍ଦ୍ରା ବୋଲ୍ଡ ଫିଲ୍ମ ନିର୍ମାଣ ମାମଲାରେ ଗିରଫ ହୋଇ...

ପୁଅକୁ ଜନ୍ମଦିନରେ ‘ସ୍ବଚ୍ଛ ବାୟୁ’ ଉପହାର ଦେଲେ ଜୁହି ଚାଓ୍ବଲା

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ କେତେକ ଷ୍ଟାର୍‌ କିଡ୍‌ ଲାଇମ୍‌ଲାଇଟ୍‌ରେ ରହିବାକୁ ପସନ୍ଦ କରୁଥିବା ବେଳେ ଆଉ କେତେକ ଏଥିରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଅଭିନେତ୍ରୀ ଜୁହି...

ନୋରାଙ୍କ ୨୦୨୦ର ଶେଷ ଦମ୍‌ଦାର ଡ୍ୟାନ୍ସ ଭିଡିଓ ଭାଇରାଲ

ଦମଦାର୍‌ ଡ୍ୟାନ୍ସ ପାଇଁ ବଲିଉଡରେ ନିଜର ସ୍ବତନ୍ତ୍ର ସ୍ଥାନ ବନାଇ ପାରିଛନ୍ତି ନୋରା ଫତେହି। ସୋସିଆଲ ମିଡିଆରେ ସବୁବେଳେ ନୋରା ବେଶ ସକ୍ରିୟ ରହୁଥିବା ଦେଖିବାକୁ...

ବିବାଦ ପିଛା ଛାଡୁନି: ଏବେ ଇଡି ପଞ୍ଝାରେ…

ମୁମ୍ବାଇ: ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ପିଛା ଛାଡୁନି ବିବାଦ। ପୂର୍ବରୁ ଅଶ୍ଳୀଳ ଫିଲ୍ମ ତିଆରି କରି ଗିରଫ ହୋଇଥିବା ରାଜ୍‌ ଏବେ ଆଉ...

ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି।...

Advertisement
Archives

Model This Week