Posted inଫୁରସତ

କାରରେ ୧୭ଟି ଦେଶ ପାରି ହୋଇ ବିଶ୍ୱକପ୍‌ ଦେଖିବାକୁ ପହଞ୍ଚିଲେ ମାଥୁର ପରିବାର

ଲଣ୍ଡନ, ୧୦।୭: ବିଶ୍ୱର ଯେକୌଣସି ସ୍ଥାନରେ ମ୍ୟାଚ୍‌ ହେଉନା କାହିଁକି, ଭାରତୀୟ ଦଳକୁ ଚିୟର୍‌ କରିବା ପାଇଁ ଦର୍ଶକ ସେଠାରେ ପହଞ୍ଚିଯିବା କୌଣସି ଆଶ୍ଚର୍ଯ୍ୟର କଥା ନୁହେଁ। ସେମିତି ଏକ ଉଦାହରଣ ଦେଖିବାକୁ ମିଳିଛି ମାଞ୍ଚେଷ୍ଟରରେ। ଆଇସିସି ବିଶ୍ୱକପର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସେମିଫାଇନାଲ ମ୍ୟାଚ ଦେଖିବାକୁ ୧୭ଟି ଦେଶ ପାର୍‌ ହୋଇ ମାଥୁର  ଷ୍ଟାଡିୟମରେ ପହଞ୍ଚିଛନ୍ତି। ମାଥୁର ଜଣେ ଭାରତୀୟ।  ସବୁଠୁ ରୋଚକ କଥା ହେଉଛି, ମ୍ୟାଚ୍‌ ଦେଖିବା ପାଇଁ ତାଙ୍କ ପାଖରେ ଟିକେଟ ନ ଥିଲା। ଆଇସିସି ପାଖରେ ଏକଥା ପହଞ୍ଚିବା ପରେ ୪ଟି ସ୍ବତନ୍ତ୍ର ଟିକେଟ ମାଥୁର ପରିବାରକୁ ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଠି ଚୁଇଁଗମ୍‌ ଖାଇଲେ ଦେବାକୁ ପଡ଼େ ଜରିମାନା

ଯଦି ଆପଣ କେଉଁଠିକୁ ବୁଲି ଯିବାକୁ ଚାହଁୁଛନ୍ତି, ତେବେ ଏପରି ଦେଶ ଚୟନ କରନ୍ତୁ ଯାହା ବୁଦ୍ଧିମାନର କାମ ହେବ। କାରଣ ଏହି ଦେଶ ବିଷୟରେ...

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ...

ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରାକୃତିକ ବିପର୍ଯ୍ୟୟ ସଙ୍କଟରେ ୫ ଦେଶ…

ଓ୍ବାଶିଂଟନ,୧୮।୭ : ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱରେ ବିପଦ ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଆମେରିକା, ଚାଇନା, ଦକ୍ଷିଣ କୋରିଆ, ଜାପାନ, ସ୍ପେନାରେ...

ମାଟି ତଳ ଗାଁ

ସାଧାରଣତଃ ଗାଁ ମାଟି ଉପରେ ବା କେବେ କେବେ ପାହାଡ ଉପରେ ଗଢି ଉଠିଥିବା ସମସ୍ତେ ଜାଣିଥିବେ । ହେଲେ ବିଶ୍ୱରେ ଏମିତି ଏକ ଗାଁ...

ବୃଦ୍ଧାଙ୍କ ଦାଢି

ଲମ୍ବା ଦାଢି ରଖିବା ଆଜିକାଲି ପୁରୁଷମାନଙ୍କର ଫ୍ୟାଶନ ପାଲଟିଛି। କିଏ ଲମ୍ବା ତ କିଏ ଛୋଟ ଦାଢି ବେଶ୍‌ ସାଇଜ୍‌୍‌ରେ ରଖୁଛନ୍ତି। ହେଲେ କେବେ ମହିଳା...

ଶୁଆ ଖୋଜି ଆଣିଲେ ମିଳିବ ୧ ହଜାର

ଭୋପାଳ: ଅନେକ ଲୋକ ଘରେ ଗୃହପାଳିତ ପ୍ରାଣୀ ରଖିବାକୁ ବହୁତ ଭଲ ପାଆନ୍ତି। ସେମାନଙ୍କୁ ଅନେକ ଭଲ ପାଇବା ମଧ୍ୟ ଦେଇଥାନ୍ତି। ଏହା ଭିତରେ ଗୃହପାଳିତ...

ମଣିଷଙ୍କ ପରି ବେଲୁନ୍‌ ଖେଳୁଛନ୍ତି କୁକୁର, ଭିଡିଓ ଦେଖିଲେ…

ପ୍ରତିଦିନ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କର କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ ଅନେକ ଭିଡିଓ ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାଏ। ଏବେ ସେମିତି...

ଅନ୍ତର୍ଜାତୀୟ ଯୁବ ଦିବସ: ଶାନ୍ତି, ସମନ୍ବୟ ଓ ବିକାଶର ଶକ୍ତି

ଯୁବଶକ୍ତିର ବିକାଶ ଦ୍ୱାରା ଦେଶ ଓ ବିଶ୍ୱର ବିକାଶ ସମ୍ଭବ। ଯୁବଶକ୍ତି ବିଶ୍ୱରେ ଶାନ୍ତି ତଥା ସମାଜିକ ସମନ୍ବୟ ଆଣି ପାରିବେ। ଏଣୁ ଯୁବଶକ୍ତିର ବିକାଶ...

Advertisement
Archives

Model This Week