କାର୍ତ୍ତିକ ଆର୍ୟନଙ୍କୁ ଆଲିଙ୍ଗନ କରିବାକୁ ଡେଇଁ ପଡିଲେ ମହିଳା ପ୍ରଶଂସକ

ବଲିଉଡ୍‌ରେ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଲୋକପ୍ରିୟତା ବେଶ୍‌ ବୃଦ୍ଧି ପାଇଛି। ଖାସ୍‌ ଭାବେ ଆଜିକାଲି ଯୁବପିଢି ମଧ୍ୟରେ ତାଙ୍କ କ୍ରେଜ୍‌ ବଢିବାକୁ ଲାଗିଛି। ‘ପ୍ୟାର୍‌ କା ପଞ୍ଚନାମା’ ଫିଲ୍ମରେ ଜବରଦସ୍ତ ଅଭିନୟ କରିବା ପରେ ଯେ ଯୁବପିଢିଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ଆଗାମୀ ଫିଲ୍ମ ‘ଲଭ ଆଜ୍‌କାଲ୍‌’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ସହ ଏକ ଶୋ’କୁ ପ୍ରମୋଶନ ପାଇଁ ଯାଇଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଥିଲା। କାର୍ତ୍ତିକଙ୍କୁ ଦେଖିବା ପାଇଁ ସେଠାରେ ପ୍ରବଳ ଭିଡ ଜମିଥିଲା। ଜଣେ ଯୁବତୀଙ୍କ ତାଙ୍କ ଦେଖିବା ପାଇଁ ଏତେ ଉତ୍ସାହିତ ଥିଲେ ଯେ, ସେ କାର୍ତ୍ତିକଙ୍କ ଉପରକୁ ଡେଇଁ ପଡିଥିଲେ। କିନ୍ତୁ କାର୍ତ୍ତିକ ଟିକେ ଦୂରରେ ଥିବାରୁ ଯୁବତୀ ଜଣଙ୍କ ତଳେ ପଡିଯାଇଥିଲେ। ଏହା ଦେଖି କାର୍ତ୍ତି ଦୌଡି ଯାଇ ତାଙ୍କୁ ଉଠାଇବା ସହ ଆଲିଙ୍ଗନ କରିଥିଲେ। ଇମତିଆଜ୍‌ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲଭ ଆଜ୍‌କାଲ୍‌’ରେ କାର୍ତ୍ତିକ ଡବଲ ରୋଲରେ ନଜର ଆସିବେ। ସାରା ଏବଂ କାର୍ତ୍ତିକ ପ୍ରଥମଥର ପାଇଁ ବଡ ପରଦାରେ ଏକାଠି ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

ଟ୍ରୋଲ୍ ହେଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍ ବିୟୁଟି କ୍ୟାଟ୍ରିନା କୈଫ ନିଜର ସୁନ୍ଦରତା ତଥା ଫ୍ୟାଶନ ସେନ୍ସକୁ ନେଇ କେତେବେଳେ ନା କେତେବେଳେ ଆସିଥାଆନ୍ତି ଚର୍ଚ୍ଚାକୁ । ସେ ନିଜ...

ତମନ୍ନାଙ୍କ ଘରକୁ ପଶିଲା କରୋନା: ପୋଷ୍ଟ ଲେଖି ପ୍ରଶଂସକଙ୍କୁ କଲେ ଏଭଳି ନିବେଦନ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଭେଟେରାନ ଅଭିନେତ୍ରୀ ତମନ୍ନା ଭାଟିଆଙ୍କ ମାତାପିତା କରୋନା ପଜିଟିଭ୍‌ ହୋଇଛନ୍ତି। ତାଙ୍କ ପିତାମାତାଙ୍କଠାରେ କରୋନାଙ୍କର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା।...

ସୁହାନାଙ୍କ ଡେବ୍ୟୁ ଫିଲ୍ମର ଟିଜର୍‌ ରିଲିଜ୍‌

ପ୍ରତୀକ୍ଷାର ଅନ୍ତ ଘଟିଛି। ଆଉ ଜଣେ ଷ୍ଟାର୍‌ କିଡ୍ସ ବଲିଉଡରେ ପାଦ ଥାପିବାକୁ ଯାଉଛନ୍ତି। ବଲିଉଡ୍‌ ବାଦଶାହ ଶାହରୁଖ ଖାନ୍‌ଙ୍କ ଝିଅ ସୁହାନା ଶେଷରେ ବଲିଉଡ୍‌ରେ...

ମଲାଇକା, କରିନାଙ୍କୁ ଟପିଲେ ଓ୍ବାରିନା

ଖୁବ୍‌ଶୀଘ୍ର ପରଦାକୁ ଅରସୁଛି ସଲମାନ ଖାନଙ୍କ ଅଭିନୀତ ଦବଙ୍ଗ-୩। ଏହି ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଛି। ରିଲିଜ୍‌ ହେବା ପୂର୍ବରୁ ଫିଲ୍ମର ଗୀତଗୁଡିକ...

ଛାଇପରି ବିଗ୍‌ ବି ଅମିତାଭଙ୍କ ସହିତ ରହୁଥିଲେ ଏହି ବ୍ୟକ୍ତି: ବର୍ଷକୁ ନେଉଥିଲେ…

ବଲିଉଡ ତାରକାଙ୍କ ସୁରକ୍ଷା ଦାୟିତ୍ୱ ତାଙ୍କ ବଡିଗାର୍ଡଙ୍କ ଉପରେ ରହିଥାଏ। ପ୍ରଶଂସକଙ୍କଠାରୁ ଆରମ୍ଭ କରି ଭିଡ଼ ମଧ୍ୟରେ ହେଉଥିବା ଅସୁବିଧା ପର୍ଯ୍ୟନ୍ତ ସେମାନେ ତାରକାଙ୍କୁ ବଞ୍ଚାଇଥାନ୍ତି।...

କିରଣ ଜଣେ ଯୋଦ୍ଧା, ଖୁବ୍‌ଶୀଘ୍ର ଭଲ ହୋଇଯିବେ: ଅନୁପମ ଖେର

ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମ୍‌ପି କିରଣ ଖେର ବ୍ଲଡ କ୍ୟାନ୍‌ସରରେ ପୀଡିତ ହୋଇ ମୁମ୍ବାଇରେ ଚିକିତ୍ସିତ ହେଉଛନ୍ତି। ୬୮ ବର୍ଷିୟ କିରଣ ଖେର ଗତ...

ମୁଁ ଭାଗ୍ୟବାନ୍‌: ଜାଣନ୍ତୁ ଏମିତି କାହିଁକି କହିଲେ ଅକ୍ଷୟ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌କୁ ନେଇ ବେଶ୍‌ ସତର୍କ। କିନ୍ତୁ ଆଗାମୀ ଫିଲ୍ମ ‘ରକ୍ଷା ବନ୍ଧନ’ ପାଇଁ ଅକ୍ଷୟ ନିଜ ଫିଟ୍‌ନେସ୍‌କୁ କିଛିଟା...

Advertisement
Seven Jackpot


Archives

Model This Week