କାର୍ତ୍ତିକ-କିଆରାଙ୍କ ଅଭିନୀତ ‘ଭୁଲ ଭୁଲୈୟା-୨’ର ସୁଟିଂ ଆରମ୍ଭ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ଏବଂ ଅଭିନେତ୍ରୀ କିଆରା ଆଡଓ୍ବାନୀଙ୍କ ଆଗାମୀ ଫିଲ୍ମ ‘ଭୁଲ ଭୁଲୈୟା-୨’ର ସୁଟିଂ ଆରମ୍ଭ ହୋଇଛି। କାର୍ତ୍ତିକ ନିଜେ ଇଷ୍ଟାଗ୍ରାମ୍‌ରେ ଏକ ଫଟୋ ଶେୟାରକରି ପ୍ରଶଂସକଙ୍କୁ ଏହା ଜଣାଇଛନ୍ତି। ଫଟୋରେ ଅର୍ଜୁନଙ୍କ ସହ କିଆରାଙ୍କୁ ମଧ୍ୟ ଦେଖିବାକୁ ମିଳୁଛି। ଫଟୋଟିକୁ ସେୟାର କରିବା ସହ କାର୍ତ୍ତିକ ଏଥିରେ ଲେଖିଛନ୍ତି ‘ଶୁଭାରମ୍ଭ’। ଫିଲ୍ମ ‘ଭୁଲ ଭୁଲୈୟା’ର ଏହି ସିକ୍ୱେଲରେ ଖିଲାଡି ହିରୋ ଅକ୍ଷୟ କୁମାର ଏକ ପ୍ରମୁଖ ଚରିତ୍ରରେ ଅଭିନୟ କରିବେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ଫିଲ୍ମଟି ଆଗାମୀ ଜୁଲାଇରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ବର୍ଷ ସୁରକ୍ଷା ଯୋଗାଇବା ପରେ ନିଜ ବଡିଗାର୍ଡଙ୍କୁ ଏମିତି କହିଲେ ସଲମାନ ଖାନ୍‌

ବଲିଉଡ୍‌ ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କ ସବୁଠାରୁ ବିଶ୍ବସ୍ତ ବଡିଗାର୍ଡ ହେଉଛନ୍ତି ଶେରା। ବଲିଉଡ୍‌ ସେଲିବ୍ରିଟିଙ୍କ ପରି ସେ ଲୋକପ୍ରିୟ। ଶେରା ସଲମାନଙ୍କୁ ସୁରକ୍ଷା ଯୋଗାଇ...

କରିନାଙ୍କୁ ‘ଆଣ୍ଟି’ ଡାକିଥିଲେ ସାରା, ଏମିତି ଥିଲା ସୈଫ୍‌ଙ୍କ ପ୍ରତିକ୍ରିୟା

ବଲିଉଡ୍‌ ଅଭିନେତା ସୈଫ ଅଲ୍ଲୀ ଖାନ ଅଭିନେତ୍ରୀ କରୀନା କପୁରଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ପୂର୍ବରୁ ସେ ଅମ୍ରିତା ସିଂଙ୍କୁ ବିବାହ କରିଥିଲେ। ତାଙ୍କ ଔରସରୁ...

ଆଉ କେତେ ଦିନ

ଓଡ଼ିଆ ସିନେମାର ଇତିହାସ ବେଶ୍‌ ରୁଦ୍ଧିମନ୍ତ। ୧୯୩୬ରେ ମୁକ୍ତିଲାଭ କରିଥିଲା ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ସୀତା ବିବାହ’। ବର୍ତ୍ତମାନ ଗୁଣାତ୍ମକ ଦୃଷ୍ଟିକୋଣରୁ ଆଲୋଚନା କଲେ ଆମ...

ଫଟୋଗ୍ରାଫରଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ଏହି ଷ୍ଟାର୍‌କିଡ୍‌

ଶାହାରୁଖ୍‌ ଖାଁ ଏବଂ ଗୌରୀଙ୍କ ସାନ ପୁଅ ଅବରାମ୍‌ଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୬ ବର୍ଷର ଅବରାମ ରାଣୀ...

‘ଲୋକଙ୍କ ହୃଦୟ ଜିତିବି’

ମୁମ୍ବାଇ: ଟେଲି ଅଭିନେତ୍ରୀ ହୀନା ଖାନ୍‌ଙ୍କୁ କିଏ ନ ଜାଣେ। କିଛିଦିନ ହେବ ସେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଲକ୍‌ଡାଉନ୍‌ରେ ହୀନା ସୋସିଆଲ ମିଡିଆରେ ବେଶ୍‌...

ଭାରତ ପାଇଁ ଗୌରବ ଆଣିଲେ ଗାୟକ ଅରମାନ

ଭାରତରେ ଅନେକ ଗାୟକ ଅଛନ୍ତି, ଯେଉଁମାନେ ଗୀତ ମାଧ୍ୟମରେ ନିଜ ସାଙ୍ଗକୁ ଭାରତର ନାମକୁ ମଧ୍ୟ ବହୁତ ଉପରକୁ ନେଇପାରିଛନ୍ତି। ସେମାନଙ୍କ ଗୀତ ଶୁଣିବା ପାଇଁ...

ପୁଣି ବିବାଦରେ ପପୁ ପମ୍‌ପମ୍‌: ରାନୁଙ୍କୁ ଅନୁକରଣ କରୁଥିବାର ଭିଡିଓ ଭାଇରାଲ, କଟୁ ସମାଲୋଚନା କରୁଛନ୍ତି ପ୍ରଶଂସକ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ପୁଣି ବିବାଦରେ କମେଡିଆନ୍‌ ପପୁ ପମ୍‌ପମ୍‌ ଓରଫ ତତ୍ତ୍ୱ ପ୍ରକାଶ ଶତପଥି। ନିକଟରେ ନିଜର ଆଗାମୀ ଫିଲ୍ମ ‘ମିଷ୍ଟର କହ୍ନେୟାଁ’ ପୋଷ୍ଟରକୁ ନେଇ...

ଆଜି ବୟଫ୍ରେଣ୍ଡ୍‌ ଡେ’ : ଜାଣନ୍ତୁ ବଲିଉଡ୍‌ର ସଫଳ ଅଭିନେତାଙ୍କ ବିଫଳ ପ୍ରେମ ସମ୍ପର୍କରେ…

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଅଭିନେତ୍ରୀ-ଅଭିନେତା ଏକାଠି କାମ କରୁକରୁ କେତେବେଳେ ସେମାନଙ୍କ ମଧ୍ୟରେ ପ୍ରେମ ହୋଇଯାଇଥାଏ। ଏଥିରୁ କିଛି ପ୍ରେମ ସଫଳ ହୋଇଥିବାବେଳେ ଆଉ କିଛି ବିଫଳ...

Play 250+ Trending Games
Archives

Model This Week

Why Dharitri