କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ ଜୀଉ, ଶ୍ରୀରାଧାକାନ୍ତ, ହେମାମାଳି ଠାକୁରାଣୀ, ସତ୍ୟସାଇ ମନ୍ଦିର, ମହାଦେବ ମନ୍ଦିର ଆଦି ବୁଲି ଦର୍ଶନ କରିଛନ୍ତି। ଏହି ଅବସରରେ ଶ୍ରୀରଘୁନାଥ ଜୀଉ ଭୋରରୁ ଧଳା, କଳା ଘୋଡ଼ାରେ ସମର ସଜ୍ଜା ବେଶରେ କାଞ୍ଚି ଅଭିଯାନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଲୋକଙ୍କ ସମାଗମ ହୋଇଛି। ଏଥିସହ ନିକଟରେ ଦୂତିକେଶ୍ୱର ମହାଦେବଙ୍କ ପୀଠରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ମନ୍ଦିର ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ଆଦର୍ଶ ଥାନା ଅଧିକାରୀ ମମତା ପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣା: ୩ ଗିରଫ

ତିହିଡ଼ି, ୨୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧାସ୍ଥିତ ରାଉତ ଗ୍ୟାସ ଏଜେନ୍ସିର କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରି ୧୧ଲକ୍ଷ ୯ହଜାର ୭ଶହ ଟଙ୍କା...

ସ୍ବାସ୍ଥ୍ୟ ଅଧିକାରୀଙ୍କ ନିଶା ସେବନ ଭିଡିଓ ଭାଇରାଲ

ବ୍ରହ୍ମପୁର ଅଫିସ,୨୮।୯: ସରକାର ହସ୍ପିଟାଲରେ ରୋଗୀମାନଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ଅନେକ ବିଭାଗ ଖୋଲିଛନ୍ତି। ହେଲେ ହସ୍ପିଟାଲ ଭିତରେ ଥିବା ନିଜ କାର୍ଯ୍ୟାଳୟରେ...

ପଣ୍ଡା କଲୋନୀରେ ଆତଙ୍କରାଜ

ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨...

ନାଲ୍‌କୋରେ କୋଇଲା ସଙ୍କଟ: କିଣା ବିଦ୍ୟୁତ୍‌ରେ ଚାଲୁଛି ପ୍ଲାଣ୍ଟ

ବଅଁରପାଳ, ୧୧।୯-ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଏବେ କୋଇଲା ସଙ୍କଟ ଦେଇ ଗତି କରୁଛି। ଏମ୍‌ସିଏଲ୍‌ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନ...

ଗ୍ରାମବାସୀ-ବନ କର୍ମଚାରୀ ମୁହାଁମୁହିଁ

କପ୍ତିପଦା,୧।୧(ଡି.ଏନ.ଏ.): ବନ ବିଭାଗର ଏକ ଗୃହ ନିର୍ମାଣକୁ ନେଇ ଗ୍ରାମବାସୀ ଓ ବିଭାଗୀୟ କର୍ମଚାରୀ ମୁହାଁମୁହିଁ ହୋଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।...

ଯୁବକଙ୍କୁ ମାଡ଼ ପ୍ରତିବାଦରେ ରାସ୍ତାରୋକୋ

ବ୍ରହ୍ମଗିରି,୨ା୧(ଡି.ଏନ୍‌.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ...

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ...

ଏନ୍‌ଆର୍‌ଇଜିଏସ୍‌ରେ ସରକାରୀ ଅର୍ଥ ହଡ଼ପ

ବାଲେଶ୍ୱର ଅଫିସ,୨।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ଥିବା ପୋଖରୀଗୁଡ଼ିକରୁ ବେଆଇନ ଭାବେ ମାଟି ଚୋରି ହେଉଛି। ପରେ ଏହାକୁ ଏମ୍‌ଜିଏନଆରଇଜିଏସ୍‌ରେ...

Advertisement
Archives

Model This Week