କାର୍ଯ୍ୟଦକ୍ଷତା ବଢ଼ାଇବାର ନୂଆ ଉପାୟ

କୌଣସି କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିବାକୁ ହେଲେ ସେହି ଅନୁସାରେ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ସହ ଯୋଜନାବଦ୍ଧ ଭାବରେ ଆଗେଇବାକୁ ପଡ଼ିଥାଏ। ତେବେ ଏହି ତାଲିକାରେ ଆଉ ଏକ ଉପାୟକୁ ସାମିଲ କରାଯାଇଛି। କାର୍ଯ୍ୟଦକ୍ଷତାକୁ କିପରି ଆହୁରି ବଢ଼ାଯାଇପାରିବ ସେ ନେଇ ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ଯୋଗ କରିବାକୁ ପରାମର୍ଶ ଦିଆଯାଇଥିଲା। ଅପର ପକ୍ଷରେ ନିୟମିତ ସମୟ ଅନ୍ତରାଳରେ ଏହାଦ୍ୱାରା ସେମାନଙ୍କର କାର୍ଯ୍ୟଦକ୍ଷତା ଉପରେ କେତେ ସୁପ୍ରଭାବ ପଡୁଛି ତାହାକୁ ନିରୀକ୍ଷଣ କରାଯାଇଥିଲା। ଆଶ୍ଚର୍ଯ୍ୟ ଜନକ ଭାବରେ ପ୍ରତିଦିନ ଯୋଗ କରୁଥିବା ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ପୂର୍ବାପେକ୍ଷା ଆହୁରି ସକ୍ରିୟ ହେଉଥିବା ସେମାନେ ଜାଣିପାରିଥିଲେ। ତେବେ ଯୋଗ କରିବା ପୂର୍ବରୁ ଏହାର ପରିବେଶ କିପରି ପ୍ରଦୂଷଣମୁକ୍ତ ରହିବ ସେ ନେଇ ନଜର ଦେବାକୁ ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ଶୁଭ ଦୃଷ୍ଟି: ଶୁକ୍ରବାରରୁ ଏହି ୫ ରାଶିଙ୍କୁ ମିଳିବ ବମ୍ପର ଲାଭ, ହେବେ ମାଲାମାଲ!

ଜୁନ ୧୨, ୨୦୨୬, ଉପବାସର ଦିନ, ଶୁଭ ଯୋଗର ଗୃହ ଏବଂ ଗ୍ରହମଣ୍ଡଳରେ ଏକ ଦିବ୍ୟ ଦିନ। ଏହି ଦିନ ଶୁକ୍ରବାର, ଗ୍ରହମାନଙ୍କ ମଧ୍ୟରେ ଶୁକ୍ର ଏବଂ…

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

ଶ୍ରାଦ୍ଧ କାର୍ଯ୍ୟରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ମହିଳାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଲେ…

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥରେ ଲୁଟେରାମାନେ ସକ୍ରିୟ ହୋଇ ପଡିଛନ୍ତି। ଗୁରୁବାର ଏହି ରାଜପଥର କଳାପାଣି ଛକଠାରୁ…

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri