କାର୍ଯ୍ୟଦକ୍ଷତା ବଢ଼ାଏ କଥାବାର୍ତ୍ତା ଶୈଳୀ

କଥାବାର୍ତ୍ତା ଶୈଳୀ ଯଦି ମାର୍ଜିତ ଏବଂ ସରଳ ହୁଏ ତେବେ ତାହା କାର୍ଯ୍ୟଦକ୍ଷତା ବଢ଼ାଇବାରେ ସହାୟକ ହୋଇଥାଏ। ‘କାର୍ଯ୍ୟଦକ୍ଷତା ଓ କଥାବାର୍ତ୍ତା ଶୈଳୀ’ ବିଷୟକୁ ନେଇ ଲଣ୍ଡନ ୟୁନିଭର୍ସିଟି ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଏକଥା ଜଣାପଡିଛି। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କର କଥାବାର୍ତ୍ତା ଶୈଳୀ ସହ ସେମାନଙ୍କର କାର୍ଯ୍ୟଦକ୍ଷତାକୁ ତନ୍ନ ତନ୍ନ କରି ଅନୁଧ୍ୟାନ କରିବା ପରେ ସେମାନେ ଏପରି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ କାହିଁକି ଦିଏ ହାକୁଟି

ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ଅନେକ ସମୟରେ ଚିନ୍ତା କରିବା ଫଳରେ ହାକୁଟି...

ପିଲାଙ୍କ ସ୍ପେଶାଲ ସମର ଭ୍ୟାକେଶନ

ସମର ଭ୍ୟାକେଶନ ପିଲାଙ୍କ ପାଇଁ ଯେତିକି ଖାସ୍‌ ବାପାମା’ଙ୍କ ପାଇଁ ସେତିକି ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ପିଲାଙ୍କୁ ବିଜି ରଖିବା ପାଇଁ ଯେକୌଣସି କ୍ଲାସ୍‌ରେ ଭର୍ତ୍ତି...

ତ୍ୱଚାରେ ଆସିବ ଚମକ

ତ୍ୱଚାରେ କିପରି ଗ୍ଳୋ ଆସିବ ଏବଂ ତାହା ଆକର୍ଷଣୀୟ ଦେଖାଯିବ ସେ ସମ୍ପର୍କରେ ଟିପ୍ସ… ବୟସ ବଢ଼ିବା ସାଙ୍ଗକୁ ତ୍ୱଚା ପ୍ରତି ଅଧିକ ଧ୍ୟାନ ଦେବା...

ଏହି ଛୋଟଛୋଟ ଭୁଲ କରିଦେବ ବରବାଦ

ଆଜି ବି ବେଶ୍‌ ଲୋକପ୍ରିୟ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ର। ଏହାକୁ ଭଲ ଭାବେ ବୁଝି ଜୀବନରେ ପ୍ରୟୋଗ କଲେ ଅନେକ ସମସ୍ୟାର ସମାଧାନ ସହଜରେ ହୋଇଯାଇଥାଏ।...

ଅଛି କି ହାକୁଟି ସମସ୍ୟା…

ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା...

ସକାଳୁ ଅଧାଗ୍ଲାସ୍‌ ତ୍ରିଫଳା ପାଣି…

ସକାଳୁ ନିତ୍ୟକର୍ମ ପରେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ତ୍ରିଫଳା ପାଣିରେ ଲାକ୍ସାଟିଭ୍‌, ଭିଟାମିନ୍‌, ଖଣିଜ ଦ୍ରବ୍ୟ ଆଦି ପ୍ରଚୁର ପରିମାଣରେ...

ସାବଧାନ! ଏସବୁ ଖରାପ ଅଭ୍ୟାସ ପାଇଁ ହୋଇପାରନ୍ତି ମୋଟା

ଖାଲି ଖାଦ୍ୟ ଯୋଗୁ ଲୋକେ ମୋଟା ହୁଅନ୍ତି ତାହା ନୁହେଁ। ଏକ ଗବେଷଣାରୁ ଜଣାପଡ଼ିଛି, କେତେକ ଖରାପ ଅଭ୍ୟାସ ଯୋଗୁ ଲୋକେ ଖୁବ୍‌ଶୀଘ୍ର ମୋଟା ହୋଇଯାଇଥାନ୍ତି।...

ଗର୍ଭାବସ୍ଥାରେ ବାନ୍ତି

ଗର୍ଭାବସ୍ଥାରେ ଅନେକ ମହିଳାଙ୍କର ବାନ୍ତି ସମସ୍ୟା ଦେଖା ଦେଇଥାଏ। ଯଦିଓ ଏହା ଏକ ପ୍ରାକୃତିକ ପ୍ରକ୍ରିୟା, ତଥାପି ବାରମ୍ବାର ଏପରି ହେବା ଦ୍ୱାରା ଶରୀରରୁ ଜଳିୟାଂଶ...

Advertisement
Archives

Model This Week