କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା ଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଜୀବନଯାପନ କରିବାକୁ କୁହାଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରିବାକୁ ପରାମର୍ଶ ଦିଆଯାଇଥିଲା। କିଛି ସପ୍ତାହ ପରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡୁଛି ତାହାକୁ ଲକ୍ଷ୍ୟ କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ନିୟମିତ କିଛି ସମୟ ପଢ଼ୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କେତେକ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ବଢ଼ୁଥିବାର ଉକ୍ତ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡବିନ୍ଧା ପାଇଁ ରାମବାଣ ଜୁଆଣି

ସାଧାରଣତଃ ମୁଣ୍ଡ ବିନ୍ଧିବା ସମସ୍ୟା ପ୍ରାୟ ସମସ୍ତଙ୍କଠାରେ ଦେଖା ଦେଇଥାଏ। ବିଶେଷ କରି ବ୍ୟସ୍ତ ବହୁଳ ଜୀବନ ବା କାର୍ଯ୍ୟ ଚାପରେ ଥିବା ବ୍ୟକ୍ତିଙ୍କଠାରେ ଏହି...

ବନ୍ଦ ପରେ ଟ୍ୟାପ୍‌ରୁ ଟପ୍‌ ଟପ୍‌ ହୋଇ ପଡ଼ୁଛି କି ପାଣି …..

ବାସ୍ତୁଶାସ୍ତ୍ର ଅନୁଯାୟୀ, ଯଦି ରୋଷେଇ ଘର, ବାଥ୍‌ରୁମ କିମ୍ବା ଘରର ଅନ୍ୟ କୌଣସି ସ୍ଥାନରେ ଲଗାଯାଇଥିବା ଟ୍ୟାପକୁ ବନ୍ଦ କରାଯିବା ପରେ ମଧ୍ୟ ଟପ୍‌ଟପ୍‌ ହୋଇ...

ଅଧକପାଳି ବିନ୍ଧା ହେଉଛି କି…

ତୁଳସୀ ପତ୍ରରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ଏହାସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ଲାଗି ଏହାର ମଧ୍ୟ ଯଥେଷ୍ଟ ଭୂମିକା ରହିଛି।...

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

କଞ୍ଚା ପନିର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ। ପନିରରେ ଓମେଗା-୩ ଏସିଡ୍‌ ରହିଥାଏ। ଏହା ରକ୍ତ ଶର୍କରାସ୍ତରକୁ ସନ୍ତୁଳିତ କରେ। ଏଥିରେ ପ୍ରଚୁର ପରିମାଣରେ କ୍ୟାଲସିୟମ...

ମହାତ୍ମା ଗାନ୍ଧୀ ଔଷଧୀୟ ଅରଣ୍ୟ

ଦିନକୁଦିନ ପୃଥିବୀପୃଷ୍ଠରୁ ଜଙ୍ଗଲ କ୍ଷୟ ହେଉଛି। ପରିବେଶ ସନ୍ତୁଳନରେ ସମସ୍ୟା ଉପୁଜୁଛି। ବୃକ୍ଷରୋପଣ ଓ ତା’ର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଯାହାକୁ ଦୃଷ୍ଟିରେରଖି ଅନେlକ ଜଙ୍ଗଲ...

୩୦ ଦିନରେ ହେବେ ସ୍ଲିମ୍‌….

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ସୃଷ୍ଟି ହୋଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ସକାଳେ ଅଧଗ୍ଲାସେ ସ୍କିମଡ୍‌ ମିଲ୍କ ପିଇବା ସ୍ବାସ୍ଥ୍ୟ ଲାଗି...

ଓଜନ ହ୍ରାସ କରିବ ମୁଗଡାଲି ପାଣି

ଡାଲିକୁ ପ୍ରୋଟିନ୍‌ର ପାୱାର୍‌ ହାଉସ୍‌ ବୋଲି କୁହାଯାଏ। ତନ୍ମଧ୍ୟରୁ ମୁଗଡାଲି ଅନ୍ୟତମ। ଏଥିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ...

କେଶ ରହିବ କଳା

କେଶ ଅଳ୍ପ ବୟସରେ ଧଳା ହେବା ବର୍ତ୍ତମାନ ଅନେକଙ୍କ ପାଇଁ ଏକ ସମସ୍ୟା ପାଲଟିଛି; ଯାହାକୁ ରୋକିବା ଲାଗି ଅନେକେ ବିଭିନ୍ନ ରାସାୟନିକଯୁକ୍ତ କୃତ୍ରିମ କଲର୍‌...

Advertisement
Archives

Model This Week