କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା ଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ସାଧାରଣ ଜୀବନଯାପନ କରିବାକୁ କୁହାଯାଇଥିବା ବେଳେ ଅନ୍ୟ ଗ୍ରୁପ୍‌ ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରିବାକୁ ପରାମର୍ଶ ଦିଆଯାଇଥିଲା। କିଛି ସପ୍ତାହ ପରେ ଏହାର କି ପ୍ରକାର ପ୍ରଭାବ ସେମାନଙ୍କର ମାନସିକତା ଉପରେ ପଡୁଛି ତାହାକୁ ଲକ୍ଷ୍ୟ କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ନିୟମିତ କିଛି ସମୟ ପଢ଼ୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କେତେକ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ବଢ଼ୁଥିବାର ଉକ୍ତ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁମ୍ବନକୁ ସାବଧାନ ! ୮୦ ନିୟୁତ ଭୂତାଣୁ ସଂକ୍ରମଣ ଆଶଙ୍କା

ଲଣ୍ଡନ,୬।୭: ଜୁଲାଇ ୬ରେ ଅନ୍ତର୍ଜାତୀୟ ଚୁମ୍ବନ ଦିବସ ପାଳିତ ହୋଇଥାଏ। ଏହା ଅନ୍‌ ଅଫିସିଆଲ୍‌ ଭାବେ ପାଳନ କରାଯାଇଥାଏ। ସ୍ନେହ ଓ ପ୍ରେମର ପରିପ୍ରକାଶ ଭାବେ...

ଗ୍ୟାସ୍‌ ବଞ୍ଚାଇବାକୁ ଚାହୁଁଥିଲେ..

ରୋଷେଇ ଆରମ୍ଭ କରିବା ପୂର୍ବରୁ ସମସ୍ତ ଆବଶ୍ୟକ ସାମଗ୍ରୀ ଏକାଠିକରି ରଖନ୍ତୁ। ଏହାଦ୍ୱାରା ଉଭୟ ଗ୍ୟାସ୍‌ ଓ ସମୟ ବଞ୍ଚିଥାଏ। ଥଣ୍ଡା କ୍ଷୀର, ପନିପରିବା ଏବଂ...

ତମାଖୁ ସେବନଓ ଫୁସ୍‌ଫୁସ୍‌ ଧୂଆଁ

ଆମ ଶରୀରରେ ଫୁସ୍‌ଫୁସ୍‌ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥାଏ। ଏହା ରକ୍ତରେ ଥିବା ହିମୋଗ୍ଲୋବିନକୁ ଅମ୍ଳଜାନ ସଂଯୁକ୍ତ କରିଥାଏ- ଅର୍ଥାତ୍‌ ହୃଦ୍‌ଯନ୍ତ୍ରରୁ ଆସୁଥିବା ଅପରିଷ୍କାର ରକ୍ତ...

ଜୁଆଣିପାଣିରେ ଭରି ରହିଛି ଏସବୁ ଔଷଧୀୟ ଗୁଣ

ଜୁଆଣି ପାଣିରେ ଅନେକ ଔଷଧିୟ ଗୁଣ ଭରିରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ସକାଳେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହ...

ସ୍ବା ସ୍ଥ୍ୟ ସୂ ଚ ନା

-କୌଣସି ରୋଗର ଲକ୍ଷଣକୁ ଅବହେଳା କରନ୍ତୁ ନାହିଁ। କାରଣ ପରବର୍ତ୍ତୀ ସମୟରେ ଏହା ହୁଏତ ଗମ୍ଭୀର ସମସ୍ୟା ଧାରଣ କରିପାରେ। ତେଣୁ ତୁରନ୍ତ ଡାକ୍ତରଙ୍କ ସହ...

ଶୋଇବା ପୂର୍ବରୁ ପିଅନ୍ତୁ ଏକ ଗ୍ଲାସ୍‌ ଉଷୁମ ପାଣି

ଶରୀରରେ ଜଳୀୟଅଂଶର ମାତ୍ରା ନିୟନ୍ତ୍ରଣରେ ରଖିବା ଲାଗି ପାଣି ପିଇବା ନିତ୍ୟାନ୍ତ ଆବଶ୍ୟକ। ଏହାଦ୍ୱାରା ବିଷାକ୍ତ ପଦାର୍ଥ ଶରୀରରୁ ବାହାରିଯାଇଥାଏ। ତେବେ କ’ଣ ଆପଣ ଜାଣନ୍ତି...

ଶୀତଦିନେ ଦହି ଖାଉଥିଲେ…

ଦହି ସ୍ବାସ୍ଥ୍ୟପ୍ରତି ହିତକର ବୋଲି ଜାଣିଛେ। ମାତ୍ର ଶୀତଦିନେ ଦହି ଖାଇଲେ ସ୍ବାସ୍ଥ୍ୟ ପ୍ରତି କ୍ଷତିକାରକ ହୋଇଥାଏ। ଆୟୁର୍ବେଦ ବିଶେଷଜ୍ଞଙ୍କ ମତରେ , ଦହି ଖାଇବା...

ସ୍ମାର୍ଟ ଓ୍ବିଣ୍ଡୋ

ଘର ଭିତରକୁ ପବନ ଯାତାୟାତ ପାଇଁ ଘରେ ଝରକା ଲଗାଯାଇଥାଏ। ହେଲେ ଖରାଦିନେ ଉତପ୍ତ ବାୟୁ ଏହା ଭିତର ଦେଇ ଘରକୁ ଆସିଥାଏ। ନିକଟରେ ୟୁନିଭର୍ସିଟି...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *