କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ

ବାସୁଦେବପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ ରଘୁନାଥ ମଳିକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆମରଣ ଅନଶନରେ ବସିଛନ୍ତି। ସଂପୃକ୍ତ ପଞ୍ଚାୟତ ଅଧିକାରୀ ଜଣକ ପଞ୍ଚାୟତ କାର୍ଯ୍ୟରେ ସରପଞ୍ଚଙ୍କୁ ସହଯୋଗ କରୁ ନ ଥିବା ସହିତ କାର୍ଯ୍ୟରେ ପାତରଅନ୍ତର କରୁଥିବା ଅଭିଯୋଗ କରି ସରପଞ୍ଚଙ୍କ ନେତୃତ୍ୱରେ ଏହି ଅନଶନ ଚାଲୁରହିଛି। ଶୁକ୍ରବାର ପୂର୍ବାହ୍ନରୁ ଅଦ୍ୟାବଧି ଏହି ଅନଶନ ଚାଲିଥିବା ଜଣାପଡ଼ିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନଶନ ଚାଲୁ ରହିବ ବୋଲି ମଳିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ଚଳିତ ବର୍ଷ ଡ୍ୟାମରେ ପୂର୍ଣ୍ଣ କ୍ଷମତା…

ଆନ୍ଦୋଳନରୁ ଉଠୁ ଉଠୁ ଅଭିଜିତ୍‌ ଦିପକେଙ୍କୁ ହେଲା ଭୟଙ୍କର ରୋଗ! ସୋସିଆଲ ମିଡିଆରେ ସୂଚନା ଦେଇ କହିଲେ…

ନୂଆଦିଲ୍ଲୀ,୨୬।୭: ବର୍ଷା ଋତୁରେ ଟାଇଫଏଡ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହା ଏଭଳି ଏକ ରୋଗ, ଯାହାକୁ ଲୋକମାନେ ପ୍ରାୟତଃ ସାଧାରଣ ଜ୍ୱର ଭାବି…

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର…

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri