Posted inଜାତୀୟ

କାର୍ଯ୍ୟଭାର ଗ୍ରହଣ କଲେ ଉଦ୍ଧବ

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଗୁରୁବାର ଠାକ୍‌ରେ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ଆସନରେ ବସିଥିଲେ ଉଦ୍ଧବ। ଶିବସେନା, କଂଗ୍ରେସ ଓ ଏନ୍‌ସିପି ସହ ମେଣ୍ଟ ହୋଇ ଏହି ସରକାର ଗଠନ କରାଯାଇଛି। ଶନିବାର ସୁଦ୍ଧା ଉଦ୍ଧବ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ପ୍ରସ୍ତୁତ ହେଉଛନ୍ତି ବୋଲି ସୂଚନା ମିଳିଛି। ପ୍ରୋଟେମ ସ୍ପିକର କାଳିଦାସ କୋଲମ୍ବକରଙ୍କୁ ବଦଳାଇବା ପାଇଁ ଶିବସେନା ମଣ୍ଟ ସରକାର ଶନିବାର ମଧ୍ୟାହ୍ନ ସୁଦ୍ଧା ବହୁମତ ସାବ୍ୟସ୍ତ କରିବାକୁ ଚେଷ୍ଟା କରୁଛି ବୋଲି ଆଲୋଚନା ହେଉଛି। ରାଜ୍ୟପାଳ ଭଗତ ସିଂ କୋଶୟାରୀ ବହୁମତ ସାବ୍ୟସ୍ତ କରିବାକୁ ଉଦ୍ଧବ ଠାକ୍‌ରେଙ୍କୁ ଡିସେମ୍ବର ୩ପର୍ଯ୍ୟନ୍ତ ସମୟ ଦେଇଥିବା ବେଳେ ଏହାପୂର୍ବରୁ ଠାକ୍‌ରେ ଏହିକାମ ସାରି ଦେବାକୁ ଚାହୁଁଛନ୍ତି। କାରଣ ଏହାପରେ ସେ ନିଜ ଦଳର ବାଚସ୍ପତି ବାଛିବା ସହ କ୍ୟାବିନେଟର ବିସ୍ତାର କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri