Posted inଜାତୀୟ

କାର୍ଯ୍ୟଭାର ସମ୍ଭାଳିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ରାମଲୀଲା ମଇଦାନରେ ରବିବାର ଶପଥ ଗ୍ରହଣ କରିବା ପରେ ଆମ ଆଦ୍‌ମୀ ପାର୍ଟି (ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। କେଜରିଓ୍ବାଲ ଲଗାତର ତୃତୀୟଥର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। କେଜରିଓ୍ବାଲଙ୍କ ଭଳି ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ମଧ୍ୟ ନିଜ କାର୍ଯ୍ୟଭାର ସମ୍ଭାଳିଛନ୍ତି। ସେହିପରି କେଜରିଓ୍ବାଲ ସରକାରରେ ମନ୍ତ୍ରୀ ଥିବା ସତ୍ରେନ୍ଦ୍ର ଜୈନ, ରାଜେନ୍ଦ୍ର ପାଲ ଗୌତମ ଓ ଇମ୍ରାନ ହୁସୈନ ମଧ୍ୟ ସୋମବାର କାର୍ଯ୍ୟଭାର ସମ୍ଭାଳିଥିବା ଜଣାପଡ଼ିଛି। ଆଉ କିଛି ସମୟ ପରେ ଦିଲ୍ଲୀରେ ନୂଆ ସରକାରଙ୍କ ପ୍ରଥମ କ୍ୟାବିନେଟ ମିଟିଂ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାମପୁରହାଟରେ ସିବିଆଇ ତନାଘନା

କୋଲକାତା,୨୬ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଫରେନ୍‌ସିକ୍‌ ଟିମ୍‌ ଶୁକ୍ରବାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟ ଗୃହଦାହ ମାମଲାର ତଦନ୍ତ ଆରମ୍ଭ...

ଶିକ୍ଷା ସମାପ୍ତ ପରେ ଦେଶର ବିକାଶରେ ସହଯୋଗ କରିବା ଗୁରୁତ୍ୱପୂର୍ଣ୍ଣ: ମୋଦି

ନୂଆଦିଲ୍ଲୀ,୨୧।୧୧: ଦେଶର ବିକାଶରେ ଯୁବବର୍ଗଙ୍କର ସହଯୋଗ ଅପରିହାର୍ଯ୍ୟ। ଏପରିସ୍ଥଳେ ଶିକ୍ଷାର୍ଥୀମାନେ ଶିକ୍ଷା ସମାପ୍ତ ପରେ ଦେଶର ବିକାଶ କାର୍ଯ୍ୟରେ ସହଯୋଗ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୁଜରାଟ...

ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ...

ୟୁନିଫର୍ମ ସିଭିଲ କୋଡ୍‌ ଆଇନ ଆଣିବାକୁ ମୋଦିଙ୍କୁ ଅନୁରୋଧ କଲେ ରାଜ୍‌ ଠାକ୍‌ରେ

ପୁଣେ,୨୨।୫: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁନିଫର୍ମ ସିଭିଲ କୋଡ ଏବଂ ଜନସଂଖ୍ୟା ନିୟନ୍ତ୍ରଣ ଉପରେ ଏକ...

ମା’ଙ୍କ ପାଇଁ ଅଗାଧୁଆରେ ୪୦ ଦିନ

ଭିଲ୍‌ଓ୍ବାଡ଼ା : ହିନ୍ଦୁ ସମାଜରେ ଈଶ୍ୱରଙ୍କ ଆରାଧନାକୁ ପବିତ୍ର ମନେକରାଯାଏ। ବେଶ୍‌ ଶୁଦ୍ଧପୂତ ଭାବେ ଶ୍ରଦ୍ଧାଳୁ ଦେବଦେବୀଙ୍କ ଆବାହନ କରିଥାନ୍ତି। ହେଲେ ରାଜସ୍ଥାନ ଭିଲ ସମ୍ପ୍ରଦାୟ...

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ପୁଣି ଥରେ ଏମ୍ସ ଯାଇପାରନ୍ତି ଶାହ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଏବେ ସେ ଲାଇଫ୍‌ ସପୋର୍ଟରେ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ...

କୋଇଲା ଅଭାବ, ରେଲଓ୍ବେ ପକ୍ଷରୁ ଚଳାଚଳ କରୁଛି ୩ କିଲୋମିଟର ଲମ୍ବ ଡ୍ରାଗନ ର଼୍ୟାକ…

ନୂଆଦିଲ୍ଲୀ, ୧୭।୫ : ଦେଶରେ ତାତି ବଢ଼ିବା ସହିତ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ତେବେ ରେଳଓ୍ବେ ପକ୍ଷରୁ ଉତ୍ତର ଭାରତରେ ବିଦ୍ୟୁତ୍‌ ସଙ୍କଟର ମୁକାବିଲା ପାଇଁ...

ପ୍ଲାଷ୍ଟିକ ବଦଳରେ ମିଳୁଛି କ୍ଷୀର

ପଞ୍ଚକୁଲା,୨୬।୧୨: ହରିୟାଣାର ପଞ୍ଚକୁଲାରେ ଏବେ ଲୋକଙ୍କୁ ପ୍ଲାଷ୍ଟିକ ବଦଳରେ କ୍ଷୀର ମିଳୁଛି। ପଞ୍ଚକୁଲା ନଗର ନିଗମ ପକ୍ଷରୁ ଏବେ ଏମିତି ଏକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି।...

Advertisement
Archives

Model This Week