କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ସ୍ବାବ ପରୀକ୍ଷା

ଭଦ୍ରକ ଅଫିସ,୩୦।୪: ଭଦ୍ରକ ସହରରେ କାର୍ଯ୍ୟରତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିଙ୍କ ଗୁରୁବାର ସ୍ବାବ ସଂଗ୍ରହ କରାଯାଇଛି। ସହରର ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଏହି ସ୍ବାବ ସଂଗ୍ରହ କରାଯାଇଛି। ଏମାନେ ବିଭିନ୍ନ କଣ୍ଟେନମେଣ୍ଟ ଅଞ୍ଚଳରେ ଖବର ସଂଗ୍ରହ ପାଇଁ ନିୟୋଜିତ ଥିବାରୁ ସୁରକ୍ଷା ଦୃଷ୍ଟିରୁ ସେମାନଙ୍କ ପରୀକ୍ଷା କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍‌ସିସି ପତାକା

ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି)ର କ୍ୟାଡେଟ୍‌ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ...

‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା...

‘ହାସ୍‌ ରିଜାଇନ୍‌ ମୋଦି’କୁ ବ୍ଲକ୍‌ କଲା ଫେସବୁକ୍‌…

ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ହସ୍ପିଟାଲରେ ଅକ୍ସିଜେନ ଅଭାବ, ବେଡ୍‌ ନ ମିଳିବା...

କାର୍ଯ୍ୟସ୍ଥଳରେ ବିଦ୍ୟୁତ୍‌ ଠିକା ମିସ୍ତ୍ରି ଜଳିଯିବା ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କାର୍ଯ୍ୟସ୍ଥଳରେ ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବୁଧବାର ଅପରାହ୍ନରେ ଜଳିଯାଇଥିଲେ ଠିକା ମିସ୍ତ୍ରି ମୟୂରଭଞ୍ଜ ଜିଲା ଭିଜିଡିହି ଗ୍ରାମର ବାଗଇ ମୁର୍ମୁ ଓରଫ...

ବରଣ୍ଡୁଆ ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଦୁର୍ବ୍ୟବହାର, ନିମ୍ନମାନର ଖାଦ୍ୟ ବଣ୍ଟନ ଅଭିଯୋଗ

ପଦ୍ମପୁର, ୨୭।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ଗ୍ରାମର ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି। ଏ ନେଇ ବିଡିଓଙ୍କ ନିକଟରେ...

ରାଧାମାଧବଙ୍କ ପ୍ରତିଷ୍ଠା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସମାଗମ

ଝାରସୁଗୁଡ଼ା ଅଫିସ୍‌,୨୩।୪: ଝାରସୁଗୁଡ଼ା ସହର ବେହେରାମାଲସ୍ଥିତ ରାଧାମାଧବଙ୍କ ମନ୍ଦିର ପ୍ରତିଷ୍ଠା ଏବଂ ବିଗ୍ରହ ସ୍ଥାପନ ମହୋତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରାଧାମାଧବ ସଂଘ ତରଫରୁ...

କଳା ସାର୍‌ ଚତୁର୍ଥ ବିବାହ କରିବା ପରେ…

କଟକ ଅଫିସ,୧୯।୨: ରସିକିଆ ସାରଙ୍କ କାଳ କାରନାମା ପଦାକୁ ଆସିଛି। ଗୋଟିଏ କି ୨ଟି ନୁହେଁ ୪ ଯୁବତୀଙ୍କୁ ବିବାହ କରି ବିନ୍ଦାସ ଜୀବନ ବିତାଉଥିଲେ...

ରାଜଧାନୀରେ ଟପିପାରେ ୬୦ ହଜାର

ଭୁବନେଶ୍ୱର, ୧୦।୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରୁ ଗତ ୨୪ଘଣ୍ଟା ମଧ୍ୟରେ ୧୦୮୪ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୩ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା...

Advertisement
Archives

Model This Week