କାର୍ଯ୍ୟରେ ଅବହେଳା: ଅତିରିକ୍ତ ତହସିଲଦାର ନିଲମ୍ବିତ

ଭଦ୍ରକ ଅଫିସ, ୨୩ା୪- ଭଦ୍ରକ ଜିଲା ତିହିଡ଼ି ଅତିରିକ୍ତ ତହସିଲଦାର ସ୍ବେତପଦ୍ମା ଧଳଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ସେ କୋଭିଡ଼-୧୯ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ତିହିଡ଼ିରେ ସେ ଅତିରିକ୍ତ ତହସିଲଦାର ଦାୟିତ୍ୱରେ ଥିବା ବେଳେ ୭ ଦିନ ଧରି ତାଙ୍କ ମୋବାଇଲ ସୁଇଚ୍‌ଅଫ୍‌ ରହିଥିଲା ଓ ବିନା ଅନୁମତିରେ ଦୀର୍ଘଦିନ ଧରି କାର୍ଯ୍ୟରେ ଯୋଗ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?