କାର୍ଯ୍ୟରେ ଅବହେଳା କରି ଶିକ୍ଷକ ନିଲମ୍ବିତ

କାମାକ୍ଷାନଗର,୫।୭(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଗୋଡ଼ିସାହି ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ କୁମାର ଦାସ ଶୁକ୍ରବାର ନିଲମ୍ବିତ ହୋଇଛନ୍ତି। ବିଇଓ ହରିହର ଦେହୁରୀ ସ୍କୁଲ ପରିଦର୍ଶନରେ ଯାଇଥିବାବେଳେ ସମ୍ପୃକ୍ତ ଶିକ୍ଷକ ବିନା ସୂଚନାରେ ଛୁଟିରେ ଥିଲେ। କାଗଜପତ୍ର ଯାଞ୍ଚ କରିବା ବେଳେ ତଥ୍ୟରେ ତ୍ରୁଟି ଦେଖିବାକୁ ମିଳିଥିଲା। ସେହିପରି ଉଜ୍ଜ୍ୱଳ, ଉତ୍‌ଥାନ କାର୍ଯ୍ୟକ୍ରମ ସମ୍ପର୍କିତ ସୂଚନା ଅପ୍‌ଡେଟ୍‌ ନ ଥିଲା। ଏଣୁ ତାଙ୍କୁ ନିଲମ୍ବିତ କରାଯାଇଥିବା ବିଇଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବାସ ପାଇଁ ରାସ୍ତା ବାଧକ

ଭାପୁର, ୨୦।୧୦(ଡି.ଏନ.ଏ.) – ଆବାସ ଯୋଜନାରେ ଘର ତୋଳାହେବ। ଏଥିପାଇଁ ମିଳିଛି କାର୍ଯ୍ୟାଦେଶ। ଟଙ୍କା ବି ମଞ୍ଜୁର ହୋଇସାରିଲାଣି। ହେଲେ ହିତାଧିକାରୀ ଅସହାୟ। ଇଚ୍ଛାଥିଲେ ବି...

ଢେଙ୍କାନାଳ ବନ୍ଦ ପାଳନ

ଢେଙ୍କାନାଳ ଅଫିସ,୧୪।୨ : ଢେଙ୍କାନାଳ ସହର କଲେଜ ବାଇପାସ୍‌ଠାରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସିଟି ହସ୍ପିଟାଲ...

୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ...

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ...

ଆରମ୍ଭରୁ ଅଚଳ ଆଲୋକୀକରଣ

ଢେଙ୍କାନାଳ ଅଫିସ, ୪ ।୨ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସରେ ଫେଲ୍‌ ମାରିଛି ଉଜ୍ଜ୍ୱଳ ଆଲୋକୀକରଣ ବ୍ୟବସ୍ଥା।...

ଧାଡ଼ିରେ କଟୁଛି ଓଳିଏ

କାମାକ୍ଷାନଗର, ୧୪।୩(ଡି.ଏନ.ଏ.) ‘ବୟସ ୬୦ ଛୁଇଁଲାଣି। ହାଇ ବ୍ଲଡ୍‌ପ୍ରେସର। ମାସକୁ ଦୁଇଧରି ଆସି ପରୀକ୍ଷା କରିବାକୁ ଡାକ୍ତର କହିଛନ୍ତି। ଡାକ୍ତରଖାନାରୁ ଘର ୧୫କିମି ଦୂର। ଶୁକ୍ରବାର...

ସାମାଜିକ ଦୂରତା ନିୟମକୁ ଫୁ’

ଭୁବନ, ୧୬।୪(ଡି.ଏନ.ଏ.) ବ୍ୟାପକ ସଚେତନତା ଓ ବାରମ୍ବାର ତାଗିଦ୍‌ ସତ୍ତ୍ୱେ ସାମାଜିକ ଦୂରତା ନିୟମକୁ ମାନୁନାହାନ୍ତି ସାଧାରଣ ଲୋକେ। ହାଟ ବଜାରରେ ଅସମ୍ଭାଳ ଭିଡ଼ ହେଉଛି। ଏହାକୁ...

ବାଲିବୋରେ ମଣ୍ଡି ଆରମ୍ଭ

ଭୁବନ, ୮।୧(ଡି.ଏନ୍‌.ଏ.) ଭୁବନ ବ୍ଲକ ବାଲିବୋରେ ଶୁକ୍ରବାରଠାରୁ ଖରିଫ୍‌ ଧାନ ମଣ୍ଡି ଆରମ୍ଭ ହୋଇଛି। ସିଡିପିଓ ଦାୟିତ୍ୱରେ ଥିବା ସୁପରଭାଇଜର ନିର୍ମଳ ସେଠୀ ମୁଖ୍ୟ ଅତିଥି...

Advertisement
Archives

Model This Week